ଖେଳ

ତ୍ରିରାଷ୍ଟ୍ରୀୟ ଟି୨୦: ବାଂଲାଦେଶ- ଆଫଗାନିସ୍ତାନ ଫାଇନାଲ

ଚିଟ୍ଟାଗଙ୍ଗ,୧୯।୯(ଏଏଫପି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଆସନ୍ତା ମଙ୍ଗଳବାର ଫାଇନାଲ ମୁକାବିଲାରେ ଆୟୋଜକ ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ଅନ୍ୟତମ ଦଳ ଜିମ୍ବାଓ୍ବେ ତା’ର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର ଆଫଗାନିସ୍ତାନକୁ…

କ୍ୟୁରେଟର ଦଲ୍‌ଜିତଙ୍କୁ କୋହଲି, ଶାସ୍ତ୍ରୀଙ୍କ ସମ୍ବର୍ଦ୍ଧନା

ମୋହଲି, ୧୯।୯(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ଅଭିଜ୍ଞ କ୍ୟୁରେଟର ଦଲଜିତ୍‌ ସିଂଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ପୂର୍ବରୁ କିଛିଦିନ ତଳେ ଅବସର…

ଏଫଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ: ଅନ୍‌ଲାଇନ୍‌ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ହକି ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଅନୁଷ୍ଠିତ ହେବ। ଏହାର ମହିଳା ବିଭାଗରେ ଭାରତ ଓ ଆମେରିକା ଏବଂ ପୁରୁଷରେ ଭାରତ ଓ ରୁଷିଆ ମଧ୍ୟରେ ମୁକାବିଲା…

ଓସିଏ ନିର୍ବାଚନ: ପ୍ରାର୍ଥୀ ଘୋଷଣାକୁ ନେଇ ଛକାପଞ୍ଝା

କଟକ ଅଫିସ,୧୯ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନର ନାମାଙ୍କନ ପତ୍ର ଦାଖଲକୁ ଆଉ ଗୋଟିଏ ଦିନ ବାକି । ୨୦ ତାରିଖ ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି।…

ଟି-୨୦ରେ ଏହି ଭାରତୀୟ ବୋଲରଙ୍କ ନାଁରେ ଲଜ୍ଜାଜନକ ରେକର୍ଡ ରହିଛି

କ୍ରିକେଟରେ ତ ଅନେକ ରେକର୍ଡ ସୃଷ୍ଟି ହୁଏ ଏବଂ ଅନେକ ରେକର୍ଡ ଭାଙ୍ଗେ, ହେଲେ ଏମିତି କଛି ରେକର୍ଡ ଅଛି ଯାହାକୁ କୌଣସି ଖେଳାଳି କିମ୍ବା ଟିମ ନିଜ ନାଁରେ କରିବାକୁ ଚାହିଁବେ ନାହିଁ। ଏଭଳି ଏକ ଲଜ୍ଜାଜନକ ରେକର୍ଡ ଜଣେ…

ପଦକ ନିଶ୍ଚିତ କଲେ ପଙ୍ଘାଲ, କୌଶିକ

ଏକଟେରିନବର୍ଗ, ୧୮।୯ (ପି.ଟି.): ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଅମିତ୍‌ ପଙ୍ଘାଲ (୫୨ କିଗ୍ରା) ଓ ମନୀଷ କୌଶିକ (୬୩ କିଗ୍ରା) ଏଠାରେ ଚାଲିଥିବା ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ କରିବା ସହ ଦେଶପାଇଁ ୨ ପଦକ ନିଶ୍ଚିତ…

ତୁର୍କମେନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୧୮।୯: ଉଜବେକିସ୍ତାନରେ ଚାଲିଥିବା ୨୦୨୦ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଅନୁଷ୍ଠିତ ଗ୍ରୁପ୍‌-ବି’ର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ୫-୦ ଗୋଲରେ ଏକପାଖିଆ ଭାବେ ତୁର୍କମେନିସ୍ତାନକୁ…

ବାପା ହେବେ ରସେଲ

ଜାମାଇକା,୧୮।୯: ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲ ବାପା ହେବାକୁ ଯାଉଛନ୍ତି। ୩୧ ବର୍ଷୀୟ ଜାମାଇକା ଅଲରାଉଣ୍ଡର ଓ ତାଙ୍କ ପତ୍ନୀ ଜାସିମ ଲୋରା ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଥିବା ସୂଚନା ଦେଇଛନ୍ତି। ଏହାକୁ ରସେଲ ନିଜ ଜୀବନର ଆଉ ଏକ…

ପ୍ରଦର୍ଶନୀ ମ୍ୟାଚ୍‌ରେ ଖେଳିବେ ଫେଡରର-ଡେଲ ପାଟ୍ରୋ

ପ୍ୟାରିସ୍‌,୧୮।୯(ଏଏଫ୍‌ପି): ଆର୍ଜେଣ୍ଟିନା ରାଜଧାନୀ ବୁଏନ୍ସ ଏରିଜ୍‌ଠାରେ ନଭେମ୍ବର ୨୦ ତାରିଖରେ ହେବାକୁ ଥିବା ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ରୋଜର ଫେଡରର ଓ ଜୁଆନ ମାର୍ଟିନ ଡେଲ ପାଟ୍ରୋ ପରସ୍ପରକୁ ଭେଟିବେ। ଆର୍ଜେଣ୍ଟିନା ଫେରି ବନ୍ଧୁ ଡେଲ ପାଟ୍ରୋଙ୍କ ସହ ଖେଳିବା ପାଇଁ…

ସୁପର ଓଭରରେ ଜିତିଲା ସେଣ୍ଟ କିଟ୍ସ

ସେଣ୍ଟ କିଟ୍ସ,୧୮।୯: ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ବଳରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପାଟ୍ରିଅଟ୍ସ ସୁପର ଓଭରରେ ଟ୍ରିନବାଗୋ ନାଇଟ୍‌ ରାଇଡର୍ସକୁ ହରାଇ ଦେଇଛି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ନାଇଟ୍‌ ରାଇଡର୍ସ ଦଳ ଧାର୍ଯ୍ୟ ୨୦ ଓଭରରେ…

ଗର୍ଲଫ୍ରେଣ୍ଡଙ୍କ ସହ ଶାରୀରିକ ସମ୍ପର୍କ ନେଇ ଏମିତି କହିଲେ ରୋନାଲ୍ଡୋ

ମାଡ୍ରିଡ୍‌,୧୮।୯: ବର୍ତ୍ତମାନ ବିଶ୍ୱ ଫୁଟ୍‌ବଲର ଶ୍ରେଷ୍ଠ ଖେଳାଳି ବିବେଚିତ ହେଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋ ନିଜ ମଡେଲ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗୁଏଜଙ୍କ ସମ୍ପର୍କରେ ଏମିତି ଏକ ମନ୍ତବ୍ୟ ଦେଇଛନ୍ତି, ଯାହାକୁ ଅନେକ ପ୍ରଶଂସକ ନାପସନ୍ଦ କରିପାରନ୍ତି। ଏକ ଅନ୍ତର୍ଜାତୀୟ ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍‌କାରରେ…

ଚାଇନା ଓପନ୍‌: ପ୍ରଥମ ରାଉଣ୍ଡରୁ ସାଇନା ବିଦା

ଚାଙ୍ଗ୍‌ଝୋ(ଚାଇନା),୧୮।୯: ଅନ୍ୟତମ ଭାରତୀୟ ଶଟ୍‌ଲର ସାଇନା ନେହ୍ବାଲଙ୍କୁ ଏଠାରେ ଚାଲିଥିବା ଚାଇନା ଓପନ୍‌ ଓ୍ବାଲର୍‌ଡ ଟୁର ସୁପର-୧୦୦୦ ଟୁର୍ନାମେଣ୍ଟରେ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ିଛି। ପ୍ରଥମ ରାଉଣ୍ଡରେ ଥାଇଲାଣ୍ଡର ବୁସାନାନ ଓଙ୍ଗବାମ୍‌ରୁନଫାନ୍‌ଙ୍କଠାରୁ ସାଇନା ପରାସ୍ତ ହୋଇଛନ୍ତି। ୮ମ ସିଡ୍‌ ସାଇନାଙ୍କୁ ୧୦-୨୧,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri