ଖେଳ

ବାରବାଟୀ ଦିନିକିଆ ଆଉ ୧୨ଦିନ

କଟକ ଅଫିସ,୧୦ା୧୨- ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ଆସନ୍ତା ୧୯ ଓ ୨୦ରେ କାଉଣ୍ଟରରେ ଟିକେଟ ବିକ୍ରି ହେବ। କାଉଣ୍ଟରରେ ବିଭିନ୍ନ ଗ୍ୟାଲେରିର ମୋଟ୍‌ ୧୦,୫୦୦ଟି ଟିକେଟ ଉପଲବ୍ଧ ରହିବ। ଏ ନେଇ ଚଳିତବର୍ଷ ୧୨ଟି କାଉଣ୍ଟର ଖୋଲାଯିବାର ବ୍ୟବସ୍ଥା…

ରାଉରକେଲା, ସୁନ୍ଦରଗଡ଼, ଢ଼େଙ୍କାନାଳ, ବରଗଡ଼ ସେମିରେ

କଟକ ଅଫିସ,୧୦ା୧୨- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ବରଗଡ଼ ଓ ଢ଼େଙ୍କାନାଳରେ ଚାଲିଥିବା ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ ସାହାଣୀ କପ୍‌ରେ ସୋମବାର ୪ଟି ଯାକ କ୍ବାର୍ଟର ଫାଇନାଲ ମ୍ୟାଚ୍‌ ଖେଳାଯାଇଛି। ଏଥିରେ ରାଉରକେଲା, ସୁନ୍ଦରଗଡ଼,…

‘ପାଠ୍ୟକ୍ରମରେ କ୍ରୀଡ଼ାର ଆବଶ୍ୟକତା ରହିଛି’

ରାଜ୍ୟରେ ଏବେ କ୍ରୀଡ଼ାର ଗୁରୁତ୍ୱ ବହୁପରିମାଣରେ ବଢ଼ି ଯାଇଥିବାବେଳେ ଆପଣ କ୍ରୀଡ଼ା ସହିତ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱରେ ଅଛନ୍ତି। ଦୁଇ ବିଭାଗ ମଧ୍ୟରେ କେମିତି ସମନ୍ବୟ ରକ୍ଷା କରୁଛନ୍ତି? ରାଜ୍ୟପାଇଁ ୨ଟି ଯାକ ବିଭାଗ…

ଉଥାପ୍ପାଙ୍କ ଶତକ: କେରଳ ୨୭୬/୩

ଥୁମ୍ବା (କେରଳ), ୯ା୧୨ (ପି.ଟି.)-ଏଠାରେ ସୋମବାର ଆରମ୍ଭ ହୋଇଥିବା ଦିଲ୍ଲୀ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ଏ’ ମ୍ୟାଚରେ ରବିନ ଉଥାପ୍ପା ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଥିବାବେଳେ କେରଳ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇେକେଟ ବିନିମୟରେ ୨୭୬…

ରୁଷିଆକୁ ୪ ବର୍ଷ ବାସନ୍ଦ କଲା ଓ୍ବାଡା

ଲାଉସାନେ, ୯ା୧୨ (ଏପି)-ଆସନ୍ତା ବର୍ଷ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ରୁଷିଆ ପତାକା ଉଡ଼ିବ ନାହିଁ କିମ୍ବା ଏହାର ଜାତୀୟ ସଙ୍ଗୀତ ଗାନ ହେବ ନାହିଁ। କେବଳ ସେତିକି ନୁହେଁ ସୋମବାରଠାରୁ ୪ ବର୍ଷ ପର୍ଯ୍ୟନ୍ତ ଅନ୍ୟ ପ୍ରମୁଖ କ୍ରୀଡ଼ା ଇଭେଣ୍ଟରୁ ରୁଷିଆକୁ…

ଓ୍ବାସିମ ଜାଫରଙ୍କ ରେକର୍ଡ ୧୫୦ତମ ରଣ୍‌ଜୀ ମ୍ୟାଚ୍‌

ବିଜୟଓ୍ବାଡା,୯।୧୨- ଭେଟେରାନ ଓପନର ଓ୍ବାସିମ ଜାଫର ସୋମବାର ରଣଜୀ କ୍ୟାରିୟରର ୧୫୦ ମ୍ୟାଚ୍‌ରେ ପଦାର୍ପଣ କରିଛନ୍ତି। ଏଠାରେ ଆନ୍ଧ୍ର ପ୍ରଦେଶ ଓ ବିଦର୍ଭ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଜାଫର ଏହି ସମ୍ମାନଜନକ ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ଜାଫରଙ୍କ ପଛକୁ ସର୍ବାଧିକ ରଣଜୀ…

ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ

ଥିରୁଭାନନ୍ତପୁରମ୍‌,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ ମ୍ୟାଚ୍‌ରେ ପ୍ରଶଂସକ ତାଙ୍କୁ ମିସ୍‌ କରୁଥିବାର ଦେଖାଯାଇଛି। ଷ୍ଟାଡିୟମରେ ଅନେକ ଦର୍ଶକ ପ୍ଲା-କାର୍ଡରେ ଧୋନୀ…

ରୋହିତ-କୋହଲିଙ୍କ ମଧ୍ୟରେ ୧ ରନ୍‌ର ବ୍ୟବଧାନ

ଥିରୁଭାନନ୍ତପୁରମ,୯।୧୨- ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସବୁଠୁ ଅଧିକା ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବା ପାଇଁ ଦୀର୍ଘ ଦିନ ହେଲା ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ମଧ୍ୟରେ ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ରବିବାର ଏଠାରେ ଅନୁଷ୍ଠିତ ମ୍ୟାଚ୍‌ରେ ପୁଣି ରୋହିତଙ୍କୁ ପଛରେ…

ବିବାହ ପରେ ସ୍କୁଟିରେ ଗଲେ କ୍ରିକେଟର

ବାଙ୍ଗାଲୋର,୯।୧୨- ଚଳିତ ବିବାହ ସିଜନରେ ଗୋଟିଏ ପରେ ଗୋଟିଏ କ୍ରିକେଟର ବିବାହ କରୁଛନ୍ତି। ନିକଟରେ ମନୀଷ ପାଣ୍ଡେ ଟଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଥିଲେ। ଏବେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ତାଙ୍କ ସାଥୀ ଖେଳାଳି କ୍ରୀଷ୍ଣପା ଗୋଥମ। ତାଙ୍କ ବିବାହ ଖବରରେ…

ରଣଜୀ ଗ୍ରାଉଣ୍ଡରେ ପଶିଲା ଶାପ

ନୂଆଦିଲ୍ଲୀ,୯।୧୨- ସୋମବାରଠାରୁ ଚଳିତ ସିଜନର ରଣଜୀ ଟ୍ରଫି ଟୁର୍ନାମେଣ୍ଟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ହିଁ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଗ୍ରାଉଣ୍ଡରେ ଶାପ ପଶିବା କାରଣରୁ ବିଦର୍ଭ-ଆନ୍ଧ୍ର ପ୍ରଦେଶ ମ୍ୟାଚ୍‌ ବିଳମ୍ଭରେ ଆରମ୍ଭ ହୋଇଛି। ଏ…

ସଞ୍ଜୁ ସାମସନଙ୍କୁ ଚିୟର କଲେ ଥିରୁଭାନନ୍ତପୁରମ ଦର୍ଶକ

ଥିରୁଭାନନ୍ତପୁରମ,୯।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଇକେଟକିପର ସଞ୍ଜୁ ସାମସନଙ୍କୁ ଖେଳିବାକୁ ସୁଯୋଗ ମିଳି ନ ଥିଲା। ମାତ୍ର ଟସ୍‌ ପଡ଼ିବା ଆଗରୁ ସଞ୍ଜୁ ଗ୍ରାଉଣ୍ଡରେ ଅଭ୍ୟାସ କରୁଥିବାବେଳେ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ତାଙ୍କୁ…

ମହିଳା ଆଥ୍‌ଲେଟଙ୍କ ଫିଟ୍‌ନେସରୁ ପ୍ରେରଣା ପାଇଥିଲେ କୋହଲି

ଚେନ୍ନାଇ,୯।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱ କ୍ରିକେଟର ଅନ୍ୟତମ ଫିଟ କ୍ରିକେଟର। ମାତ୍ର ଏଭଳି ଫିଟନେସ ହାସଲ କରିବାର ନିଶା ଜଣେ ମହିଳା ଆଥ୍‌ଲେଟଙ୍କ ଠାରୁ ପ୍ରେରଣା ପାଇଥିଲେ। ଏ ସମ୍ପର୍କରେ ଖୁବ କମ୍‌ ପ୍ରଶଂସକ ଜାଣିଛନ୍ତି। ଉକ୍ତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?