ଖେଳ

ସ୍କଟ୍‌ଲାଣ୍ଡର ରେକର୍ଡ ଟି୨୦ ବିଜୟ

ଲଣ୍ଡନ, ୧୭।୯ (ଏଏଫ୍‌ପି)- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜର ଏକ ମ୍ୟାଚ୍‌ରେ ସ୍କଟ୍‌ଲାଣ୍ଡ୍‌ ୫୮ ରନରେ ନେଦରଲାଣ୍ଡ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ସ୍କଟ୍‌ଲାଣ୍ଡ ଓପନର୍‌ ଜର୍ଜ ମୁନ୍‌ସୀ ଓ କେଏଲ୍‌ କୋଏଟଜର୍‌ଙ୍କ ମଧ୍ୟରେ ଓପନିଂ ଯୋଡ଼ିରେ ୨୦୦ ରନର…

ଚାଇନା ଓପନ୍‌: ସାତ୍ତ୍ୱିକ-ଅଶ୍ୱିନୀଙ୍କ ଦମ୍‌ଦାର ବିଜୟ

ଚାଙ୍ଗ୍‌ଝୋଉ (ଚାଇନା), ୧୭।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ମିକ୍ସଡ୍‌ ଡବଲ୍ସରେ ଭାରତୀୟ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାନ୍‌କିରେଡ୍ଡୀ ଓ ଅଶ୍ୱିନୀ ପୋନାପ୍ପା ଦମ୍‌ଦାର ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି।…

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ କ୍ରିକେଟର୍‌

ନୂଆଦିଲ୍ଲୀ,୧୭।୯: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ତମ ଜନ୍ମଦିନକୁ ବିଭିନ୍ନ ସ୍ଥାନରେ ପାଳନ କରାଯାଇଛି। ମୋଦିଙ୍କ ଜନ୍ମଦିନ ପାଇଁ ଦଳମତ ନିର୍ବିଶେଷରେ ପ୍ରାୟ ଅଧିକାଂଶ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହିକ୍ରମରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟର୍‌। ଭାରତୀୟ ଅଧିନାୟକ ବିରାଟ…

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ…

ମୟଙ୍କ ବୈଦ ଏଣ୍ଡୁରୋମାନ ଟ୍ରାଇଥଲନ ଶେଷ କରିବାରେ ପ୍ରଥମ ଭାରତୀୟ

ନୂଆଦିଲ୍ଲୀ, ୧୭ | ୯- ଏଣ୍ଡୁରୋମାନ ଟ୍ରାଇଥଲନ ଶେଷ କରିବାରେ ପ୍ରଥମ ଭାରତୀୟ ହେବାର ସୌଭାଗ୍ୟ ଲାଭ କରିଛନ୍ତି ମୟଙ୍କ ବୈଦ। ଏହି ବିରଳ ସଫଳତା ହାସଲ କରିବାରେ ସେ ବିଶ୍ୱର ୪୪ତମ ଏବଂ ଏସିଆର ପ୍ରଥମ ବ୍ୟକ୍ତି। ଇଂଲଣ୍ଡରୁ ଫ୍ରାନ୍ସ…

ଡବଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ :ବାର୍ଟିଙ୍କ ନିକଟତର ହେଲେ ପ୍ଲିସ୍‌କୋଭା

ପ୍ୟାରିସ, ୧୭ | ୯(ଏଏଫପି)- ସୋମବାର ପ୍ରକାଶିତ ଡବଲ୍ୟୁଟିଏ(ଓମେନ୍ସ ଟେନିସ ଆସୋସିଏଶନ) ର଼୍ୟାଙ୍କିଙ୍ଗ୍‌ରେ ଆଶ୍‌ଲେ ବାର୍ଟିଙ୍କ ନିକଟତର ହୋଇଛନ୍ତି କାରୋଲିନା ପ୍ଲିସ୍‌କୋଭା। ଅଷ୍ଟ୍ରେଲିଆର ବାର୍ଟି ଶୀର୍ଷସ୍ଥାନ ବଜାୟ ରଖିଥିଲେ ହେଁ ଦ୍ୱିତୀୟ ସ୍ଥାନରେଥିବା ପ୍ଲିସକୋଭା ପଏଣ୍ଟ ବ୍ୟବଧାନ ହ୍ରାସ କରିବାରେ ସକ୍ଷମ…

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ

ଭୁବନେଶ୍ୱର, ୧୭ | ୯(କ୍ରୀଡ଼ା ପ୍ରତିନିଧି)- ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ସୋମବାର ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଦେଶରୁ ୨୪୫ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ସିଙ୍ଗଲ୍ସ…

ବିଜୟ ହଜାରେ ଟ୍ରଫି: ଓଡ଼ିଶା ଦଳ ଘୋଷିତ

କଟକ ଅଫିସ,୧୭ | ୯- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଆସନ୍ତା ୨୪ ତାରିଖରୁ ବିଜୟ ହଜାରେ ଟ୍ରଫି ଆରମ୍ଭ ହେବ। ଏହି ପ୍ରତିଯୋଗିତାରୁ ବିସିସିଆଇର ଚଳିତବର୍ଷ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି । ବିଜୟ ହଜାରେ ଟ୍ରଫିରେ…

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ ଏବେ ବି ଚୁଲିରେ ରୋଷେଇ କରୁଛନ୍ତି, ନାଁ ଜାଣି ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଭାରତୀୟ କ୍ରିକେଟରଙ୍କୁ କୋଟି କୋଟି ଟଙ୍କା ପାରିଶ୍ରମିକ ମିଳିଥାଏ। ଆଇପିଏଲ ଆରମ୍ଭ ହେବା ପରଠାରୁ ଖେଳାଳିମାନେ ଆଗ ଅପେକ୍ଷା ଆହୁରି ଅଧିକ ରୋଜଗାର କରୁଛନ୍ତି। କିନ୍ତୁ ଜାଣିଛନ୍ତି, ଭାରତୀୟ ଦଳ ପାଇଁ ଦୀର୍ଘ ୨୦ ବର୍ଷ  କ୍ରିକେଟ ଖେଳିଥିବା ହରଭଜନ…

କ୍ରିକେଟରେ ଗୋଟିଏ ଦଳ ପାଇଁ ଖେଳୁଛନ୍ତି ସ୍ତ୍ରୀ-ସ୍ବାମୀ

କ୍ରିକେଟରେ ଭାଇ-ଭାଇ ଏକାଠି ଖେୁଥିବାର ତ ଆପଣ ଦେଖିଥିବେ। କିନ୍ତୁ ସ୍ବାମୀ-ସ୍ତ୍ରୀ ଗୋଟିଏ ଦଳ ପାଇଁ ଏକତ୍ର ଖେଳିବା କଥାଟା ଶୁଣିଲେ କିମ୍ବା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳର ଅଧିନାୟକ ହେଉଛନ୍ତି ଡେନ ଭାନ…

ଚାଇନା ଓପନ୍‌ ଉପରେ ସିନ୍ଧୁଙ୍କ ନଜର

ଚାଙ୍ଗ୍‌ଝୋଉ (ଚାଇନା), ୧୬।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବିଶ୍ୱ ଟୁର୍‌ ସୁପର୍‌-୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ବିଶ୍ୱ ଚାମ୍ପିୟନ ଭାରତୀୟ ତାରକା ମହିଳା ଶଟ୍‌ଲର ପି.ଭି. ସିନ୍ଧୁ ଏହି…

ଦକ୍ଷିଣ ଆଫ୍ରିକା କ୍ରିକେଟର ପାର୍ଟନର ହେଲା ‘ଅମୁଲ’

ନୂଆଦିଲ୍ଲୀ, ୧୬ା୯ (ପି.ଟି.)- ଭାରତ ଚଳିତ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଭାରତର ପ୍ରମୁଖ ଡାଏରୀ କମ୍ପାନୀ ‘ଅମୁଲ‘ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ପାର୍ଟନର ହୋଇଛି। ଏନେଇ ସୋମବାର ଉଭୟ ପକ୍ଷ ମଧ୍ୟରେ ଏକ ଚୁକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri