ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ସ୍ମିଥ
ଓଭାଲ,୧୬।୯: ଚଳିତ ଆଶେସରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ରେକର୍ଡ ପ୍ରଦର୍ଶନ ରବିବାର ୨୩ ରନ୍ର ଇନିଂସ ସହ ଶେଷ ହୋଇଛି। ୫ମ ଟେଷ୍ଟର ଦ୍ୱିତୀୟ ଇନିଂସରେ ସେ ଷ୍ଟୁଆର୍ଟ ବ୍ରଡଙ୍କ ବଲରେ ଆଉଟ୍ ହୋଇଛନ୍ତି। ଫଳରେ ସିରିଜ୍ ୪ ମ୍ୟାଚ୍…
ମ୍ୟାଚ୍ ଫିକ୍ସିଂ ସୁରାକ ପାଇଲା ବିସିସିଆଇ
ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁଣି ମ୍ୟାଚ୍ ଫିକ୍ସିଂ ସୁରାକ ପାଇଛି। ତାମିଲନାଡୁ ପ୍ରିମିୟର ଲିଗ୍ (ଟିଏନ୍ପିଏଲ)ରେ ମ୍ୟାଚ୍ ଫିକ୍ସିଂ ହୋଇଥିବାର କିଛି ଖେଳାଳି ଅଭିଯୋଗ କରିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିସିସିଆଇର ଆଣ୍ଟି…
ପାକିସ୍ତାନରେ ସୁରକ୍ଷା ଯାଞ୍ଚ କରିବ ଆଇସିସି
ଲାହୋର,୧୬।୯: ଶ୍ରୀଲଙ୍କା ଦଳର ପାକିସ୍ତାନ ଗସ୍ତ ନେଇ ଚାଲିଥିବା ଅନିଶ୍ଚିତତା ଜାରି ରହିଛି। ଏଥିରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ହସ୍ତକ୍ଷେପ କରିବାକୁ ପଡ଼ିଛି। ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍ ଲାଗି ମ୍ୟାଚ୍ ଅଫିସିଆଲ ନିଯୁକ୍ତ କରିବା…
ପାକିସ୍ତାନର ଆଗାମୀ ପ୍ରଧାନମନ୍ତ୍ରୀ ଶାହିଦ୍ ଆଫ୍ରିଦ୍ ହେବା ନେଇ ଚର୍ଚ୍ଚା, ୟୁଜର୍ସ କହିଲେ ପିଓକେକୁ ବି ଭାରତକୁ ଦେଇଦେବେ
ଇସାଲାମାବାଦ,୧୬।୯: ପାକିସ୍ତାନର ପୂର୍ବତନ ଖେଳାଳି ଶାହିଦ୍ ଆଫ୍ରିଦ୍ ଦେଶର ଆଗାମୀ ପ୍ରଧାନମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଉଠିଛି। ଗତକିଛି ଦିନ ହେବ ସେ କଶ୍ମୀର ପ୍ରସଙ୍ଗ ମନ୍ତବ୍ୟ ଦେଉଥିବାର ନଜିର ରହିଛି। ଏହାସହ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଗସ୍ତରେ ମଧ୍ୟ ଯାଇଛନ୍ତି।…
କାର୍ତ୍ତିକଙ୍କ କ୍ଷମାପ୍ରାର୍ଥନା ଗ୍ରହଣ କଲା ବିସିସିଆଇ
ନୂଆଦିଲ୍ଲୀ,୧୬।୯(ପିଟି): ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ବିନା ସର୍ତ୍ତମୂଳକ କ୍ଷମାପ୍ରାର୍ଥନାକୁ ସୋମବାର ବିସିସିଆଇ ସ୍ବୀକାର କରିଛି। ସେ କାରିବିଅନ ପ୍ରିମିୟର ଲିଗ୍ (ସିପିଏଲ) ଦଳର ଡ୍ରେସିଂ ରୁମ୍ରେ ମ୍ୟାଚ୍ ଦେଖିଥିଲେ। ସେ ଏଭଳି କରି କେନ୍ଦ୍ରୀୟ ଚୁକ୍ତିର ନିୟମ ଭଙ୍ଗ କରିଥିଲେ।…
ଫୁଟ୍ବଲ ମ୍ୟାଚ୍ରେ କୁନି ପ୍ରଶଂସକଙ୍କ ଉପରେ ହେଲା କଣ୍ଢେଇ ବର୍ଷା
ଡେ କୁଇପ (ନେଦରଲାଣ୍ଡ),୧୬।୯: ଏଠାରେ ରବିବାର ଡେନ ହାଗ ଓ ଫେଇନୁର୍ଡ କ୍ଲବ ମଧ୍ୟରେ ଅନୁଷ୍ଠିତ ଇରେଡିଭାଇଜ ଲିଗ୍ ମ୍ୟାଚ୍ରେ କୁନି ଦର୍ଶକଙ୍କ ଉପରେ କଣ୍ଢେଇ ବର୍ଷା ହୋଇଛି। ଏହି ମ୍ୟାଚ୍ ଉପଭୋଗ କରିବା ପାଇଁ ରୋଟେର୍ଡାମ ସୋଫିଆ ଶିଶୁ ମେଡିକାଲର…
ରେକର୍ଡ: ୭ମ ଥର ଲାଗି ବ୍ରଡ୍ଙ୍କ ଶିକାର ହେଲେ ଓ୍ବାର୍ନର
ଲଣ୍ଡନ, ୧୫।୯- ଅଷ୍ଟ୍ରେଲିଆ ଓପନର୍ ଡେଭିଡ୍ ଓ୍ବାର୍ନର ଚଳିତ ଆଶେସ ସିରିଜକୁ ନୈରାଶ୍ୟଜନକ ଭାବେ ଶେଷ କରିଛନ୍ତି। ଏଠାରେ ଚାଲିଥିବା ଅନ୍ତିମ ତଥା ୫ମ ମ୍ୟାଚ୍ର ୨ୟ ଇନିଂସରେ ମଧ୍ୟ ଓ୍ବାର୍ନର ବ୍ୟାଟିଂରେ ଫେଲ୍ ମାରିଥିଲେ। ଘରୋଇ ଇଂଲଣ୍ଡ ପକ୍ଷରୁ ଧାର୍ଯ୍ୟ…
ଓସିଏ ଚୟନକର୍ତ୍ତାଙ୍କୁ ନ ଡ଼ାକି ଶେଷ କରିଦେଲେ ଚୟନ ପ୍ରକ୍ରିୟା
କଟକ ଅଫିସ,୧୫ା୯-୧୯ବର୍ଷରୁ କମ୍ ରାଜ୍ୟ ବାଳକ କ୍ରିକେଟ ଦଳର ଚୟନପ୍ରକ୍ରିୟା ସରିଗଲା ପଛେ ଚୟନକର୍ତ୍ତାଙ୍କୁ ଖୋଜା ପଡ଼ିଲାନି। ଚୟନ ପ୍ରକ୍ରିୟା ନେଇ ଥରେ ଫୋନ୍ କି ମେସେଜ ମଧ୍ୟ ଦିଆଗଲାନି। ଏଭଳି ସ୍ଥିତିରେ ପହଞ୍ଚିଲାଣି ରାଜ୍ୟ କ୍ରିକେଟର ସ୍ଥିତି। ରାଜ୍ୟ ଜୁନିୟର…
ତ୍ରି-ରାଷ୍ଟ୍ରୀୟ ଟି୨୦: ଆଫଗାନିସ୍ତାନକୁ ଜିତାଇଲେ ନବି
ଢାକା, ୧୫।୯- ସ୍ଥାନୀୟ ଶେର୍ ଇ ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜର ଏକ ମ୍ୟାଚ୍ରେ ଆଫଗାନିସ୍ତାନ ୨୫ ରନରେ ଘରୋଇ ବାଂଲାଦେଶକୁ ପରାସ୍ତ କରିଛି। ଟସ୍ ଜିତି ବ୍ୟାଟିଂ କରିଥିବା ଆଫଗାନିସ୍ତାନ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମହମ୍ମଦ…
ପଞ୍ଚମ ଆଶେସ ଟେଷ୍ଟ: ଇଂଲଣ୍ଡ ୧୩୫ ରନରେ ବିଜୟୀ
ଲଣ୍ଡନ, ୧୫।୯- କେନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ୫ମ ତଥା ଅନ୍ତିମ ଆଶେସ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ୧୩୫ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ୩୯୯ ରନ ବିଜୟ ଲକ୍ଷ୍ୟର ପିଛା କରିଥିବା ଅଷ୍ଟ୍ରେଲିଆ ରବିବାର ୪ର୍ଥ ଦିବସରେ ମାଥ୍ୟୁ ଓ୍ବାଡେଙ୍କ…
ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ବାତିଲ
ଧର୍ମଶାଳା, ୧୫ା୯ (ପି.ଟି.)-ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍କୁ ବାତିଲ କରିଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ଖେଳ ଆରମ୍ଭ ସମ୍ଭବପର ନ ଥିଲା। ମ୍ୟାଚ ଦେଖିବା ଲାଗି ଆସିଥିବା ଦର୍ଶକଙ୍କୁ ଏହା…
ବସ୍ କଣ୍ଡକ୍ଟରଙ୍କ ପୁଅ ୧୯ ବର୍ଷରୁ କମ୍ ଏସିଆ କପ୍ ହିରୋ – ଅଙ୍କୋଲେକର
ନୂଆଦିଲ୍ଲୀ,୧୫।୯(ପିଟି): ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲ ଦେଖିବା ଲାଗି ମୁମ୍ବାଇରେ ବସ୍ କଣ୍ଡକ୍ଟର ଭାବେ କାର୍ଯ୍ୟ କରୁଥିବା ବୈଦେହୀ ଅଙ୍କୋଲେକର ଶନିବାର ଛୁଟି ନେଇଥିଲେ। କିନ୍ତୁ ତାଙ୍କ ଘରେ ଥିବା କେବୁଲରେ ଖେଳ ଚ୍ୟାନେଲ ନ ଥିଲା, ଯାହା…
Archives


