ଖେଳ

ଦେବାଶିଷ, ଅକ୍ଷନ୍ତଙ୍କୁ ଟାଇଟଲ

ଭୁବନେଶ୍ୱର, ୭।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଶେଷ ହୋଇଥିବା ଏଆଇଟିଏ-ଓଟିଏ ଟ୍ୟାଲେଣ୍ଟ ସିରିଜ (ଟିଏସ୭) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଦେବାଶିଷ ସାହୁ ଓ ଅକ୍ଷନ୍ତ ବେଉରିଆ ଚାମ୍ପିୟନ ହୋଇଛନ୍ତି। ୧୬ ବର୍ଷରୁ କମ୍‌ ବାଳକ ସିଙ୍ଗଲ୍ସ ଫାଇନାଲରେ ସର୍ବଭାରତୀୟ ର଼୍ୟାଙ୍କ୍‌ର…

ସାହାଣୀ କପ୍‌ ଫୁଟ୍‌ବଲ : ରାଉରକେଲା, ଦେବଗଡ଼, ଭୁବନେଶ୍ୱର, ବାଲେଶ୍ୱର ବିଜୟୀ

କଟକ ଅଫିସ, ୭ା୧୨- ବରଗଡ଼ ଓ ଢେଙ୍କାନାଳରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ଚାଲିଥିବା ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ ସାହାଣୀ କପ୍‌-୨୦୧୯ରେ ଶୁକ୍ରବାର ରାଉରକେଲା, ଦେବଗଡ଼, ଭୁବନେଶ୍ୱର ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ବରଗଡ଼ର…

ଫେସବୁକ୍‌ରେ ବକ୍ସରଙ୍କୁ ପ୍ରେମ ନିବେଦନ କରିଥିଲେ ଶିଖର ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ନିଜ ବ୍ୟାଟିଂ ପାଇଁ ଯେତିକି ଲୋକପ୍ରିୟତା ହାସଲ କରିନାହାନ୍ତି, ତାଙ୍କ ପ୍ରେମ କାହାଣୀକୁ ନେଇ ସେତିକି ଚର୍ଚ୍ଚାରେ ଥାଆନ୍ତି। ଧାଓ୍ବନଙ୍କ ବିବାହ ୨୦୧୨ ଅକ୍ଟୋବର ୩୦ରେ ଅଷ୍ଟ୍ରେଲିଆର ବକ୍ସର ଆୟେଶା ମୁଖାର୍ଜୀଙ୍କ…

ପ୍ରଥମ ଟି୨୦: କୋହଲି ଦେଲେ ବିରାଟ ବିଜୟ

ହାଇଦ୍ରାବାଦ, ୬।୧୨: ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଲୋକେଶ ରାହୁଲଙ୍କ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଭାରତ ଶୁକ୍ରବାର ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ମ୍ୟାଚରେ ଦମ୍‌ଦାର ବିଜୟ ହାସଲ କରିଛି। ହାଇସ୍କୋରିଂ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଧାର୍ଯ୍ୟ ୨୦୮…

ଭାରତ ବିପକ୍ଷରେ ଏକାଧିକ ଦିବାରାତ୍ର ଟେଷ୍ଟ ଚାହେଁ ଅଷ୍ଟ୍ରେଲିଆ

ମେଲବୋର୍ନ,୬ା୧୨ (ପି.ଟି.)-୨୦୨୧ରେ ଭାରତର ଡାଉନ୍‌ ଅଣ୍ଡର ଟୁର୍‌ ବେଳେ ଭାରତ ବିପକ୍ଷରେ ଏକାଧିକ ଦିବାରାତ୍ର ଟେଷ୍ଟ ଟୁର୍‌ ଖେଳିବା ଲାଗି ଅଷ୍ଟ୍ରେଲିଆ ଆଗ୍ରହ ପ୍ରକାଶ କରିଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହି ପରିପ୍ରେକ୍ଷୀରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଅନୁରୋଧ…

ନେରୋକାର ପ୍ରଥମ ବିଜୟ

ଇମ୍ଫାଲ, ୬ା୧୨ (ପି.ଟି.)-ଚଳିତ ବର୍ଷର ଆଇ-ଲିଗ୍‌ରେ ନେରୋକା ଏଫ୍‌ସି ଏହାର ପ୍ରଥମ ବିଜୟ ହାସଲ କରିଛି। ଖୁମାନ ଲାମ୍ପାକଠାରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୧-୦ଗୋଲରେ ଆଇଜଲ ଏଫ୍‌ସିକୁ ହରାଇ ଦେଇଛି। ମ୍ୟାଚର ଗୁରୁତ୍ୱପୂର୍ଣ୍ଣ ଗୋଲ୍‌ଟିକୁ ଓସ୍‌ମାନେ ଦିଓ୍ବାରା ୨୮ତମ…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ପାକିସ୍ତାନ ଦଳରେ ନସିମ ଶାହ

କରାଚି, ୬।୧୨ (ପି.ଟି.)- ଜାନୁୟାରୀ ୧୭ରୁ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଥିବା ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ୍‌ ପ୍ରତିଯୋଗିତା ଲାଗି ଶୁକ୍ରବାର ପାକିସ୍ତାନ ଦଳ ଘୋଷଣା କରାଯାଇଛି। ଏହି ଦଳରେ ବାମହାତୀ ଷ୍ଟାର୍‌ ବୋଲର ନସିମ ଶାହଙ୍କୁ ସ୍ଥାନ…

କ୍ରିକେଟ୍‌କୁ ଫେରିବା ପାଇଁ ମ୍ୟାକ୍ସଓ୍ବେଲ୍‌ଙ୍କ ପ୍ରସ୍ତୁତି

ମେଲବୋର୍ନ, ୬।୧୨ (ପି.ଟି.)- ଅଷ୍ଟ୍ରେଲିଆ କ୍ରିକେଟ୍‌ ପାଇଁ ଖୁସି ଖବର। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ ଲାଗି ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ ସମସ୍ୟା ଲାଗି ମ୍ୟାକ୍ସଓ୍ବେଲ ନିକଟରେ ସାମୟିକ ସମୟ ପାଇଁ କ୍ରିକେଟ୍‌ରୁ ବିରତି ନେଇଥିଲେ।…

ହ୍ବାଟ୍‌ସଆପ୍‌ ଜରିଆରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮ ମସିହା ଡିସେମ୍ବର ୬ରେ ସେ ସୌରାଷ୍ଟ୍ର୍ୟର ନଓ୍ବାଗାଓଁରେ ଜନ୍ମଗ୍ରହଣ କରିଥିଲେ। ଜାଡେଜାଙ୍କ ପିତା ଅନିରୁଦ୍ଧ ଏକ ପ୍ରାଇଭେଟ କମ୍ପାନୀରେ ଚୌକିଦାର ଭାବେ କାର୍ଯ୍ୟ କରୁଥିଲେ।…

ମେସି ମାଇଲଷ୍ଟୋନ

ରେକର୍ଡ ଷଷ୍ଠଥର ପାଇଁ ବାଲୋନ ଡି’ ଅର ପୁରସ୍କାର ହାସଲ କରିଥିବା ଲିଓନେଲ ମେସି ବାର୍ସିଲୋନା ପାଇଁ ୭୦୦ତମ ମ୍ୟାଚ ଖେଳିଛନ୍ତି। ଚାମ୍ପିୟନ୍ସ ଲିଗ୍‌ରେ ବୋରୁସିଆ ଡର୍ଟମୁଣ୍ଡ ବିପକ୍ଷରେ ମ୍ୟାଚ୍‌ ଖେଳି ସେ ଏହି ମାଇଲଖୁଣ୍ଟ ଛୁଇଁଛନ୍ତି। ଏଥି ସହିତ ସେ…

ଫର୍ମୁଲାଓ୍ବାନ ମୋଟର ରେସିଂ

୨୦୧୯ ଫର୍ମୁଲାଓ୍ବାନ ମୋଟର ରେସିଂରେ ମର୍ସିଡିଜ୍‌ର ବ୍ରିଟିଶ୍‌ ଡ୍ରାଇଭର ଲୁଇସ ହାମିଲଟନ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ହ୍ୟାଟ୍ରିକ ଟାଇଟଲ ଅର୍ଜନ କରିବା ସହ ସେ ମୋଟ ୬ ଥର ପାଇଁ ବିଶ୍ୱ ଚାମ୍ପିୟନ ହୋଇଛନ୍ତି। ଭାଲଟେରି ବୋଟ୍ଟାସ ଦ୍ୱିତୀୟ ଓ…

ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ସପକ୍ଷରେ ଡିଜିଟାଲ ପ୍ରଚାର

ଭୁବନେଶ୍ୱର, ୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)-ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କୁ ଭାରତ ରତ୍ନ ପୁରସ୍କାର ପ୍ରଦାନ ଦାବି ସପକ୍ଷରେ ଅଧିକରୁ ଅଧିକ ସଂଖ୍ୟାରେ ଜନମତ ସଂଗ୍ରହ ପାଇଁ ଓହୁ ମାର୍କେଟିଂ ଏବଂ ନ୍ୟୁଜବିଟ୍‌ ମାଗାଜିନ ସହିତ ଏହାର ପ୍ରଚାର ଅଭିଯାନ ଜାରି ରଖିଛି ସିଗ୍ନେଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?