ଗଣ୍ଡରପୁରକପ୍ ଫୁଟବଲ: ଫାଇନାଲରେ କଟକ ସ୍ପୋଟର୍ସ ହଷ୍ଟେଲ
ଭୁବନେଶ୍ୱର, ୬।୧୨(ସ୍ପୋଟର୍ସ ବ୍ୟୁରୋ)- ରାଜ୍ୟସ୍ତରୀୟ ଗଣ୍ଡରପୁର କପ୍ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଅନୁଷ୍ଠିତ ସହରାଞ୍ଜଳ ବିଭାଗର ପ୍ରଥମ ସେମିଫାଇନାଲରେ ଭୁବନେଶ୍ୱରର ଜଗା ୟୁନାଇଟେଡକୁ ୨-୦ ଗୋଲରେ ହରାଇ କଟକ ସ୍ପୋଟର୍ସ ହଷ୍ଟେଲ ଫାଇନାଲରେ ପ୍ରବେଶ କରିଛି। ବିଜୟୀ ଦଳର ମଞ୍ଜିତ କିଶାନ…
ସାଇ ହଷ୍ଟେଲ କଟକ ୨-୦ ଗୋଲ୍ରେ ବିଜୟୀ
ନୟାଗଡ଼ ଅଫିସ, ୬ା୧୨-୭୮୬ ୟୁଥ୍ କ୍ଲବ ସିନ୍ଦୂରିଆ ଓ ଜିଲା ଆଥ୍ଲେଟିକ ଆସୋସିଏଶନ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଖେଳପଡ଼ିଆରେ ଚାଲିଥିବା ସର୍ବଭାରତୀୟ ଫୁଟବଲ୍ ଟୁର୍ନାମେଣ୍ଟରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ସାଇ ହଷ୍ଟେଲ କଟକ ୨-୦ ଗୋଲରେ ରେଲୱେ ଏଫ୍ସିକୁ ହରାଇ ଦେଇଛି।…
ତୀରନ୍ଦାଜୀ, କବାଡ଼ି ଇଭେଣ୍ଟରେ ପ୍ରାଦେଶିକ ଜନଜାତୀ କ୍ରୀଡ଼ା
ଭୁବନେଶ୍ୱର, ୬।୧୨(କ୍ରୀଡ଼ା ପ୍ରତିନିଧି)- ଜନଜାତି ସମାଜରେ ଥିବା ଲୁକ୍କାୟିତ ପ୍ରତିଭାଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ପ୍ରାଦେଶିକ ଜନଜାତି କ୍ରୀଡ଼ା ଚଳିତମାସ ୭ ଓ ୮ ତାରିଖ ଦୁଇଦିନଧରି ନିଳାଦ୍ରୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପଡ଼ିଆରେ ଅନୁଷ୍ଠିତ ହେବ। ଏଥର…
ପୁରୁଷ ଦିନିକିଆରେ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି
ଦୁବାଇ,୬।୧୨(ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ଜି.ଏସ୍. ଲକ୍ଷ୍ମୀ ପ୍ରଥମ ମହିଳା ରେଫରି ଭାବେ କୌଣସି ପୁରୁଷ ଦିନିକିଆ ମ୍ୟାଚ୍ ଦାୟିତ୍ୱରେ ରହିବେ। ୟୁନାଇଟେଡ୍ ଆରବ ଏମିରେଟ୍ସରେ ରବିବାର ଆରମ୍ଭ ହେବାକୁ ଥିବା ଓ୍ବାଲର୍ହ କପ୍ ଲିଗ୍ ୨ର ତୃତୀୟ ସିରିଜର ଉଦ୍ଘାଟନୀ…
ବାରବାଟୀ ଦିନିକିଆ: ଅନଲାଇନ୍ ଟିକେଟ୍ ଶେଷ: କାଉଣ୍ଟରକୁ ଅପେକ୍ଷା
କଟକ ଅଫିସ, ୬ା୧୨- ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍ ପାଇଁ କ୍ରିକେଟପ୍ରେମୀଙ୍କ ଉତ୍ସାହ ବହୁ ଉପରେ ରହିଛି, ଯାହାର ଜ୍ୱଳନ୍ତ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଗୁରୁବାର ଅନଲାଇନରେ ଟିକେଟ ବିକ୍ରିର ପ୍ରଥମ ଦିବସ ଥିବା ବେଳେ ମାତ୍ର କିଛି ଘଣ୍ଟାରେ…
ଦକ୍ଷିଣ ଏସୀୟ କ୍ରୀଡ଼ା ଝିଲ୍ଲୀ, ସ୍ନେହାଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୬।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ଦୁଇ ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଓ ସ୍ନେହା ସୋରେନ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ପାଇଛନ୍ତି। ନେପାଳର ପୋଖରାଠାରେ ଚାଲିଥିବା ଦକ୍ଷିଣ ଏସୀୟ କ୍ରୀଡ଼ା ଭାରୋତ୍ତୋଳନ ଇଭେଣ୍ଟର ପ୍ରଥମ ଦିବସରେ ଏହି ଓଡ଼ିଆ…
ଟି୨୦ ବିଶ୍ୱକପ୍ ଦଳରେ ଗୋଟିଏ ଦ୍ରୁତ ବୋଲିଂ ସ୍ଥାନ ଖାଲି ପଡ଼ିଛି: ବିରାଟ
ହାଇଦ୍ରାବାଦ୍, ୫।୧୨ (ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ର ୭ମ ସଂସ୍କରଣ ଖେଳାଯିବ। ଏହି ପ୍ରତିଯୋଗିତା ଲାଗି ଭାରତୀୟ ଦ୍ରୁତ ବୋଲିଂ ବିଭାଗରେ କେବଳ ଗୋଟିଏ ସ୍ଥାନ ଖାଲି ରହିଛି ବୋଲି ଅଧିନାୟକ ବିରାଟ କୋହଲି ଗୁରୁବାର…
ଅର୍ଜୁନ ପୁରସ୍କାର ପ୍ରାପ୍ତ ଖେଳାଳିଙ୍କ କାର ଚୋରି
ନୂଆଦିଲ୍ଲୀ,୫ା୧୨(ପି.ଟି.)- ୩୦ ବର୍ଷୀୟ ଅର୍ଜୁନ ସମ୍ମାନପ୍ରାପ୍ତଙ୍କ କାର୍ ସମ୍ପର୍କୀୟଙ୍କ ଘରୁ ଚୋରି ହୋଇଯାଇଥିବା ଗୁରୁବାର ରୋହିନି ପୋଲିସ୍ କହିଛି। ୨୦୧୪ ଏସିଆନ ଗେମ୍ସର ରିକର୍ଭ ଦଳଗତ ତୀରନ୍ଦାଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ବିଜେତା ଅଭିଷେକ ବର୍ମା ଏବେ ମଡେଲ ଟାଉନରେ ରହୁଛନ୍ତି।…
ଫିଲ୍ଡ ଅମ୍ପାୟର ଦେବେ ନାହିଁ ନୋ ବଲ
ଦୁବାଇ,୫ା୧୨(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଶୁକ୍ରବାରଠାରୁ ଖେଳାଯିବାକୁ ଥିବା ଟି୨୦ ସିରିଜ୍ରେ ଫ୍ରଣ୍ଟ ଫୁଟ୍ ନୋ ବଲ ଫିଲ୍ଡ ଅମ୍ପାୟର ଦର୍ଶାଇବେ ନାହିଁ। ଏହି ଗୁରୁଦାୟିତ୍ୱ ତୃତୀୟ ଅମ୍ପାୟର ନିର୍ବାହ କରିବେ ବୋଲି ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)…
ଧୋନୀଙ୍କୁ ଟପି ପାରନ୍ତି ପନ୍ତ
ହାଇଦ୍ରାବାଦ,୫ା୧୨- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ନିକଟରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଅତିକ୍ରମ କରିବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପନ୍ତ ଏପର୍ଯ୍ୟନ୍ତ ୭ଟି ଟି୨୦ ମ୍ୟାଚ୍ ଖେଳି ୩ ଷ୍ଟମ୍ପିଂ କରିଛନ୍ତି। ଏହି ଧାରାରେ…
ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ
ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ ଜାତୀୟ ସ୍ତରୀୟ କରାଟେ ପ୍ରତି ଯୋଗିତାରେ କୃତିତ୍ୱ ହାସଲ କରିଛନ୍ତି। ଏହି ଅବସରରେ ଗୁରୁବାର…
ଗୀତ ଗାଇଲେ ଧୋନୀ
ନୂଆଦିଲ୍ଲୀ,୫ା୧୨- ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଫିଲ୍ଡଠାରୁ ଗତ ୫ ମାସ ହେଲା ଦୂରେଇ ରହିଛନ୍ତି। ହେଲେ ଭିନ୍ନ ଭିନ୍ନ କାରଣ ଯୋଗୁ ଖବରରେ ରହିଆସୁଛନ୍ତି। ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ…

