ଖେଳ

ଇତିହାସ ରଚିଲେ ଭାରତର ଗୋଲଡେନ ବୟ: ହାସଲ କଲେ ବଡ଼ କାରନାମା

ଦୋହା, ୧୭ା୫:ଭାରତର ତାରକା ଆଥଲେଟ୍‌ ନୀରଜ ଚୋପ୍ରା ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ମିଟିଂରେ ପ୍ରଥମ ଥର ୯୦ମିଟରରୁ ଊର୍ଦ୍ଧ୍ୱ ଜାଭେଲିନ୍‌ ଥ୍ରୋ କରି ଇତିହାସ ରଚିଛନ୍ତି। ଏହି ସଫଳତା ହାସଲ କରିବାରେ ସେ ଭାରତର ପ୍ରଥମ, ଏସିଆର ୩ୟ ଏବଂ…

ପାକିସ୍ତାନ ଟିମ୍‌ରେ ବଡ଼ ଭୂକମ୍ପ, ଅଧିନାୟକଙ୍କ…

ନୂଆଦିଲ୍ଲୀ,୧୬।୫: ପାକିସ୍ତାନ ଟିମ୍‌ରେ ବିଶୃଙ୍ଖଳା ଥମିବାର ନାଁ ନେଉନାହିଁ। ଦଳର ଅଧିନାୟକ ଶାନ ମାସୁଦଙ୍କ ପଦ ବିପଦରେ ଅଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ ମାସୁଦଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇପାରେ ଏବଂ ତାଙ୍କ ସ୍ଥାନରେ ସୌଦ ଶକିଲଙ୍କୁ ଟେଷ୍ଟ ଅଧିନାୟକ…

ଓ୍ବାଙ୍ଖଡେ ଷ୍ଟାଡିୟରେ ଉଦ୍‌ଘାଟନ ହେଲା ରୋହିତ ଶର୍ମା ଷ୍ଟାଣ୍ଡ, ଭାବବିହ୍ବଳ ହେଲେ ହିଟ୍‌ମ୍ୟାନ୍‌…

ନୂଆଦିଲ୍ଲୀ,୧୬।୫: ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଗତ ୧୮ ବର୍ଷ ଧରି ବିଶ୍ୱ କ୍ରିକେଟରେ ଭାରତର ପ୍ରତିଷ୍ଠା ବୃଦ୍ଧି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ତାଙ୍କୁ ସମ୍ମାନ ଜଣାଇ ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଐତିହାସିକ ୱାଙ୍ଖଡେ ଷ୍ଟାଡିୟମର ଏକ…

IPL 2025 restart: ଦିଲ୍ଲୀକୁ ବଡ଼ ଝଟକା, ଫେରିବେ ନାହିଁ ଏହି ବିଦେଶୀ ଖେଳାଳି

ନୂଆଦିଲ୍ଲୀ, ୧୬ା୫: ଭାରତ-ପାକିସ୍ତାନ ମଧ୍ୟରେ ସାମରିକ ଉତ୍ତେଜନା ଯୋଗୁ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଶନିବାରଠାରୁ ପୁଣି ଖେଳାଯିବ। ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଟୁର୍ନାମେଣ୍ଟର ଅବଶିଷ୍ଟାଂଶ ଖେଳିବା ଲାଗି ଦିଲ୍ଲୀ କ୍ୟାପିଟାଲ୍ସର ମିଚେଲ ଷ୍ଟାର୍କ ଓ ଡୋନୋଭାନ…

ଦୁଇଗୁଣା ବଢ଼ିଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି

ଦୁବାଇ, ୧୬ା୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ୨୦୨୫ ଟାଇଟଲ ବିଜେତାକୁ ୩.୬ ନିୟୁତ ଆମେରିକୀୟ ଡଲାର ମିଳିବ, ଯାହାକି ଗତ ସଂସ୍କରଣ ତୁଳନାରେ ଦୁଇଗୁଣାରୁ ଅଧିକ। ୨୦୨୩ରେ ଭାରତ ବିପକ୍ଷ ଫାଇନାଲ ଜିତି ଅଷ୍ଟ୍ରେଲିଆ ୧.୬ ନିୟୁତ ଡଲାର ପାଇଥିଲା।…

ବିରାଟଙ୍କ ସନ୍ୟାସକୁ ନେଇ କାହିଁକି ଏମିତି କହିଲେ ରବି ଶାସ୍ତ୍ରୀ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୬।୫: ପୂର୍ବତନ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି ଯେ ବିରାଟ କୋହଲି ତାଙ୍କ ଟେଷ୍ଟ ଅବସର ପୂର୍ବରୁ ତାଙ୍କ ସହ କଥା ହୋଇଥିଲେ। ଶାସ୍ତ୍ରୀ କହିଛନ୍ତି ଯେ ବିରାଟ କଥାବାର୍ତ୍ତାରେ କହିଥିଲେ ଯେ ତାଙ୍କର କ୍ୟାରିୟର…

ଏସ୍ପାନିଓଲକୁ ପରାସ୍ତ କରି ବାର୍ସିଲୋନା ଜିତିଲା ୨୮ତମ ଲା ଲିଗା ଟାଇଟଲ

ବାର୍ସିଲୋନା,୧୬।୫: ସ୍ପେନର ଫୁଟବଲ ଜଗତରେ ଆଉ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ବାର୍ସିଲୋନା ଏକ ରୋମାଞ୍ଚକର ମ୍ୟାଚରେ ଏସ୍ପାନିଓଲକୁ ପରାସ୍ତ କରି ୨୮ତମ ଲା ଲିଗା ଟାଇଟଲ ହାସଲ କରିଛି। ଏହି ବିଜୟ ସହିତ ବାର୍ସିଲୋନା ସ୍ପେନିସ ଫୁଟବଲରେ ନିଜର ଆଧିପତ୍ୟକୁ…

ଆଇପିଏଲ୍‌ ପ୍ଲେଅଫ ମିସ କରିବେ ଦକ୍ଷିଣ ଆଫ୍ରିକାର ଏହି ପ୍ରମୁଖ ଖେଳାଳି

ଜୋହାନ୍ସବର୍ଗ,୧୫ା୫: ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଲାଗି ଦକ୍ଷିଣ ଆଫ୍ରିକା ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ଆଇପିଏଲ୍‌ ଫ୍ଲେଅଫ୍‌ ମିସ କରିବେ। କାରଣ ସେମାନଙ୍କୁ ୨୬ ତାରିଖ ସୁଦ୍ଧା ଛାଡ଼ିବା ଲାଗି ବିସିସିଆଇ ପକ୍ଷରୁ ଗୁରୁବାର ସମସ୍ତ…

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ମୟଙ୍କ

ନୂଆଦିଲ୍ଲୀ,୧୫ା୫: ମୟଙ୍କ ଯାଦବ ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲ୍‌ ସିଜନର ଅବଶିଷ୍ଟାଂଶ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଏ ନେଇ ଆଇପିଏଲ୍‌ ପକ୍ଷରୁ ଗୁରୁବାର ବିବୃତି ଜାରି କରାଯାଇଛି। ୨୨ ବର୍ଷୀୟ ମୟଙ୍କ ଚଳିତ ସିଜନରେ ମାତ୍ର ୨ ମ୍ୟାଚ୍‌ ଖେଳି…

ପ୍ଲେଅଫ୍ସରେ ଖେଳିବେ ନାହିଁ ବଟଲର

ନୂଆଦିଲ୍ଲୀ,୧୫ା୫: ଇଂଲଣ୍ଡର ବିସ୍ଫୋରକ ଉଇକେଟକିପର ବ୍ୟାଟର ଜସ ବଟଲର ଗୁଜରାଟ ଟାଇଟନ୍ସ (ଜିଟି) ଲାଗି ଅନ୍ତିମ ୩ ଲିଗ୍‌ ମ୍ୟାଚ୍‌ରେ ଖେଳିବେ। ହେଲେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଇଂଲଣ୍ଡ ଟି୨୦ ସିରିଜ୍‌ ଖେଳିବାକୁ ଥିବାରୁ ସେ ପ୍ଲେଅଫ୍ସ ମ୍ୟାଚ୍‌ ଲାଗି ଉପଲବ୍ଧ ରହିବେ…

‘ବିରାଟ କୋହଲି ମୋତେ…,’ କାହିଁକି ଏମିତି କହିଲେ ଅନାୟା ବାଙ୍ଗର? ମନେପକାଇଲେ ପୂର୍ବତନ କ୍ୟାପଟେନଙ୍କ ସହ ଟ୍ରେନିଂ କଥା

ନୂଆଦିଲ୍ଲୀ,୧୫।୫: ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ଝିଅ ଅନୟା ବାଙ୍ଗର ବିରାଟ କୋହଲିଙ୍କ ସହ ତାଙ୍କର ପୂରୁଣା ସ୍ମୃତିକୁ ମନେ ପକାଇଛନ୍ତି। ସେ କହିଥିଲେ ଯେ ସେ ତାଙ୍କ ବାପାଙ୍କ ସହ କୋହଲିଙ୍କ ସହିତ ତାଲିମ ନେଇଥିଲେ। ଏହି ସମୟରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ସିଦ୍ଧିବିନାୟକ ମନ୍ଦିର ପହଞ୍ଚିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୫।୫: ୨୦୨୫ ଆଇପିଏଲ ଶେଷ ହେବା ପରେ, ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରିବ। ଏହି ଗସ୍ତରେ ଦୁଇ ଦଳ ମଧ୍ୟରେ ୫ଟି ଟେଷ୍ଟ ମ୍ୟାଚ ଖେଳାଯିବ। ଏହି ସିରିଜ ସହିତ ଭାରତୀୟ ଦଳ ନୂତନ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଚକ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri