ଫାଇନାଲରେ ଲକ୍ଷ୍ୟ
ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର କିମ ବ୍ରୁନଙ୍କୁ ହରାଇ ଦେଇଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ମ୍ୟାଚ୍କୁ ସେ ୨୧-୧୮, ୨୧-୧୧…
ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର
କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି ଓ ତାଙ୍କ ପତ୍ନୀ ଲୋନିଙ୍କୁ ଭେଟିଛନ୍ତି ଗାଭାସ୍କର। ଏଥିସହିତ ଲୌଇସଭିଲେର ମେୟର ଗ୍ରେଗ ଫିଶ୍ଚରଙ୍କ…
ୟୁଏସ୍ ଓପନ ଚାମ୍ପିୟନ ବାଏଙ୍କାଙ୍କୁ ମିଳିଲା ଡବ୍ଲ୍ୟୁଡବ୍ଲ୍ୟୁଇ ବେଲ୍ଟ
ନୂଆଦିଲ୍ଲୀ,୧୪।୯- ନୂଆକରି ୟୁଏସ୍ ଓପନ ଜିତିଥିବା କାନାଡାର ବାଏଙ୍କା ଆଣ୍ଡ୍ରେସ୍କୁଙ୍କୁ ବିଶ୍ୱ ରେଶଲିଂ ଚାମ୍ପିୟନଶିପ (ଡବ୍ଲ୍ୟୁଡବ୍ଲ୍ୟୁଇ)ର ମହିଳା ଡିଭିଜନ ଚାମ୍ପିୟନ ବେଲ୍ଟ ମିଳିଛି। ୨୩ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସଙ୍କୁ ହରାଇ ଦେଇଥିବା ୧୯ ବର୍ଷୀୟ ଖେଳାଳି ଶୁକ୍ରବାର ଟୁଇଟ୍…
କୋହଲି,ରୋହିତଙ୍କୁ ଅପେକ୍ଷା କରୁଛି ରେକର୍ଡ
ଧର୍ମଶାଳା,୧୪।୯: ଏଠାରେ ରବିବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ରେକର୍ଡ ଅଧିକାରୀ ହୋଇପାରନ୍ତି। ରୋହିତ ବର୍ତ୍ତମାନ ଟି୨୦ ଫର୍ମାଟରେ…
ଭାରତରେ ଦକ୍ଷିଣ ଆଫ୍ରିକାର ବିଜୟ ପ୍ରତିଶତ ବେଶି
ଧର୍ମଶାଳା,୭।୯- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍କୁ ଜିତି ଦୁଇ ଦଳ ସିଜନ ଆରମ୍ଭ କରିବାକୁ ଉଦ୍ୟମ କରିବେ। ତେବେ ରେକର୍ଡ ଦେଖିଲେ…
ଆଇପିଏଲ ଖେଳାଳିଙ୍କ ରୋଜଗାରଠୁ କୋହଲିଙ୍କ ମାସିକ ଘରଭଡ଼ା ବି ଅଧିକ
ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଧନୀ କ୍ରିକେଟର। ଏହା କାହାକୁ ଅଜଣା ନ ଥିବ। ମୁମ୍ବାଇରେ ସେ ୩୪ କୋଟି ଟଙ୍କାର ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି। ହେଲେ ବିରାଟ ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ନୂଆ ଘରକୁ…
ବିଶ୍ୱ ଫୁଟଭଲି ଚାମ୍ପିୟନଶିପ୍: ରେଫରି ଦାୟିତ୍ୱ ତୁଲାଇବେ ଓଡ଼ିଶାର ସୁଜିତ
କଟକ ଅଫିସ,୧୪ା୯- ଚଳିତମାସ ୧୮ରୁ ୨୧ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡର ବ୍ୟାଙ୍କକ୍ଠାରେ ହେବାକୁ ଥିବା ବିଶ୍ୱ ଫୁଟଭଲି ଚାମ୍ପିୟନଶିପରେ ଓଡ଼ିଶାର ସୁଜିତ କୁମାର ପାତ୍ର ମ୍ୟାଚ୍ ରେଫରି ଦାୟିତ୍ୱ ତୁଲାଇବେ। ଏକ ବିଶ୍ୱସ୍ତରୀୟ ଚାମ୍ପିୟନଶିପ୍ରେ ମ୍ୟାଚ୍ ପରିଚାଳନା କରିବା ଭଳି ଗୁରୁତ୍ୱପୂର୍ଣ୍ଣ…
ରାଜ୍ୟ ର଼୍ୟାଙ୍କିଙ୍ଗ୍ ଟେବୁଲ ଟେନିସ ଉଦ୍ଘାଟିତ
ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ଖୋର୍ଦ୍ଧା ଜିଲା ଟେବୁଲ ଟେନିସ ଆସୋସିଏଶନ ଆନୁକୂଲ୍ୟରେ ସହିଦ ନଗରସ୍ଥିତ ଇନ୍ଡୋର ହଲ୍ରେ ୧୪ତମ ରାଜ୍ୟ ର଼୍ୟାଙ୍କିଙ୍ଗ୍ ଟେବୁଲ ଟେନିସ ଚାମ୍ପିୟନଶିପ୍ ଉଦ୍ଘାଟିତ ହୋଇଛି। ଏଥିରେ ଖୋର୍ଦ୍ଧା ଆସୋସିଏଶନ, କଟକ, ରାଉରକେଲା, କୋରାପୁଟ, ଅନୁଗୋଳ, ପୁରୀ, ବଲାଙ୍ଗୀର,…
ସଚିନ ତେନ୍ଦୁଲକରଙ୍କୁ ବାରମ୍ବାର ସ୍ବପ୍ନରେ ଦେଖୁଥିଲେ ଅଷ୍ଟ୍ରେଲିଆର ଏହି ମହାନ ଖେଳାଳି
ଶେଷରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମହାନ୍ ବୋଲର୍ ସେନ୍ ଓ୍ବାର୍ଣ୍ଣ। କ୍ରିକେଟରେ ନୁହେଁ, ନିଜ ଜୀବନରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅର୍ଥାତ୍ ଶୁକ୍ରବାର ସେ ୫୦ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୯ ସେପ୍ଟେମ୍ବର ୧୩ ତାରିଖରେ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ସେ ଜନ୍ମଗ୍ରହଣ…
ଚାମ୍ପିୟନଶିପ୍ ସିରିଜ ଟେନିସ: ଆହାନ ଚାମ୍ପିୟନ
ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ହରିୟାଣାର ଗୁରଗାଓଁଠାରେ ଅନୁଷ୍ଠିତ ଚାମ୍ପିୟନଶିପ୍ ସିରିଜ ଟେନିସର ୧୨ ବର୍ଷରୁ କମ୍ ବାଳିକା ସିଙ୍ଗଲ୍ସରେ ଓଡ଼ିଶାର ଆହାନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ହରିୟାଣାର ଧ୍ରୁବି ବାରାକଙ୍କୁ ୬-୦, ୪-୬, ୬-୧ ସେଟ୍ରେ ପରାସ୍ତ କରିଛନ୍ତି। ପ୍ରଥମ…
ଆମେଚର ଅଲିମ୍ପିଆ ବଡିବିଲ୍ଡିଂରେ ଭାଗନେବେ ଜନ୍ମେଜୟ
ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ଆମେଚର ଅଲିମ୍ପିଆ ଇଣ୍ଡିଆ ବଡିବିଲ୍ଡିଂ ପ୍ରତିଯୋଗିତା ଆସନ୍ତା ନଭେମ୍ବର ୧୫ରୁ ୧୭ ପର୍ଯ୍ୟନ୍ତ ମୁମ୍ବାଇର ଏକ୍ଜିବିଶନ ସେଣ୍ଟରରେ ଅନୁଷ୍ଠିତ ହେବ। ବଡିବିଲ୍ଡିଂର ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାଗନେବେ ଓଡ଼ିଶାର ଅନ୍ୟତମ ପ୍ରତିଷ୍ଠିତ ବଡିବିଲ୍ଡର ଜନ୍ମେଜୟ ମହାନ୍ତି। ଓଡ଼ିଶାର…
ଓସିଏ ନିର୍ବାଚନ: ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଭୋଟର ତାଲିକା
କଟକ ଅଫିସ,୧୪।୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ ନେଇ ଏକ ଭୋଟର ତାଲିକା ଶୁକ୍ରବାର ଘୋଷଣା କରାଯାଇଛି। ତେବେ ଏହା ଚୂଡ଼ାନ୍ତ ନୁହେଁ। ଆସନ୍ତା ୧୫ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ତଥାପି ପ୍ରାଥମିକ ଭୋଟର ତାଲିକାକୁ ନେଇ…
Archives


