ଖେଳ

୩୪ରେ ଧାଓ୍ବନ

ନୂଆଦିଲ୍ଲୀ,୫ା୧୨- ଭାରତୀୟ ଓପନର ଶିଖର ଧାଓ୍ବନ ଗୁରୁବାର ତାଙ୍କର ୩୪ତମ ଜନ୍ମଦିନ ପାଳନ କରିଛନ୍ତି। ପ୍ରଶଂସକ ଓ ସାଥି ଖେଳାଳିଙ୍କ ନିକଟରେ ଗବର ଭାବେ ପରିଚିତ ଧାଓ୍ବନ ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ତରରେ ୩୪ ଟେଷ୍ଟ, ୧୩୩ ଦିନିକିଆ ଓ ୫୮ ଟି୨୦…

ଏମିତି ଦେଖିବାକୁ ଧୋନୀଙ୍କ ଆଲିଶାନ୍‌ ବାଇକ୍‌ ଶୋ’ ରୁମ୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟଠାରୁ ନଜକୁ ଦୂରେଇ ରଖିଛନ୍ତି। ଏବେ ସେ ନିଜ ପରିବାର ସହ ରାଞ୍ଚିରେ ସମୟ ବିତାଉଛନ୍ତି। ସମସ୍ତେ ଜାଣିଛନ୍ତି ମାହିଙ୍କୁ ନୂଆ ନୂଆ ବାଇକ୍‌ କଲେକ୍ସନ କରିବା ଭାରି…

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପରଲୋକ

ଲଣ୍ଡନ,୫।୧୨: ଇଂଲଣ୍ଡର ପ୍ରସିଦ୍ଧ କ୍ରିକେଟର ବବ୍‌ ଓ୍ବିଲ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ସେ ଅନେକ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ୧୯୭୧ରେ ଅଷ୍ଟ୍ରେଲିଆ ବିପକ୍ଷରେ ସିଡନୀରେ ସେ ଅନ୍ତର୍ଜାତୀୟ କ୍ରିକେଟ…

ମନୀଷ ପାଣ୍ଡେଙ୍କ ବିବାହ ଭୋଜିରେ ଧୂମ୍‌ ନାଚିଲେ ଯୁବରାଜ

ମୁମ୍ବାଇ,୫।୧୨: କ୍ରିକେଟର୍‌ ମନୀଷ ପାଣ୍ଡେ ନିଜ ପ୍ରେମିକା ତଥା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଦ ଲୀଲା ରିସେପ୍ସନ୍‌ ପାର୍ଟି ଦେଇଛନ୍ତି। ଏହି ପାର୍ଟିରେ ଭାରତୀୟ କ୍ରିକେଟ ଦଳର ଅଧିକାଂଶ ସଦସ୍ୟ, ବଲିଉଡ୍‌ ଏବଂ…

ଓଡ଼ିଶା ଟେନିସ ପ୍ରିମିୟର ଲିଗ୍‌ ଆରମ୍ଭ

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଟେନିସ ପ୍ରିମିୟର ଲିଗ୍‌(ଓଟିପିଏଲ)ର ତୃତୀୟ ସଂସ୍କରଣ ବୁଧବାର କିଟ୍‌ ପରିସରରେ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି। ଅନ୍ୟ ଅତିଥିଙ୍କ ମଧ୍ୟରେ କ୍ରୀଡ଼ା ସଚିବ ବିଶାଲ…

ରଣଜୀ ଟ୍ରଫି: ଧ୍ରୁବଙ୍କୁ ଦିଲ୍ଲୀର ନେତୃତ୍ୱ

ନୂଆଦିଲ୍ଲୀ, ୫।୧୨(ପି.ଟି.)- ୨୦୧୯-୨୦ ରଣଜୀ ଟ୍ରଫି ସେସନର ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଦିଲ୍ଲୀ ଏକ ୧୫ ଜଣିଆ ଦଳ ଘୋଷଣା କରିଛି। ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଧ୍ରୁବ ସୋରେଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି। ସେହିପରି ବାମହାତୀ ବ୍ୟାଟ୍ସମ୍ୟାନ ନୀତୀଶ ରାଣା…

ଦକ୍ଷୀଣ ଏସୀୟ କ୍ରୀଡା: ସସ୍ମିତା, ସତ୍ୟଜିତଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ନେପାଳର କାଠମାଣ୍ଡୁଠାରେ ଅନୁଷ୍ଠିତ ୧୩ତମ ଦକ୍ଷୀଣ ଏସିୟ କ୍ରୀଡାର ଖୋ ଖୋ ବିଭାଗରେ ଭାରତୀୟ ମହିଳା ଓ ପୁରୁଷ ଦଳ ସ୍ବର୍ଣ୍ଣ ପଦକଲାଭ କରିଛି। ପୁରୁଷ ଦଳ ବଙ୍ଗଳାଦେଶକୁ ହରାଇ ପ୍ରଥମସ୍ଥାନ ଅଧିକାର କରିଥିବା ବେଳେ ଭାରତୀୟ…

ହାର୍ଟ ଆଟାକ୍‌ରେ ତ୍ରିପୁରା କ୍ରିକେଟର୍‌ଙ୍କ ବିୟୋଗ

ଅଗରତାଲା, ୫।୧୨- ଏକ ଅଭାବନୀୟ ଘଟଣାକ୍ରମେ ତ୍ରିପୁରାର ଜଣେ ଯୁବ କ୍ରିକେଟର୍‌ ଅଭ୍ୟାସ କରୁଥିବାବେଳେ ହାର୍ଟ ଆଟାକ୍‌ରେ ପ୍ରାଣ ହରାଇଛନ୍ତି। ମହାରାଜା ବୀର୍‌ ବିକ୍ରମ କ୍ରିକେଟ୍‌ ଷ୍ଟାଡିୟମରେ ଏହି ଅଘଟଣ ଘଟିଥିଲା। ତାଙ୍କ ନାମ ମିଥୁନ ଦେବବର୍ମା ହୋଇଥିବାବେଳେ ସେ ତ୍ରିପୁରା…

ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ: ଭାରତର ବିଜୟ ଅଭିଯାନ

କାନବେରା, ୫।୧୨(ପି.ଟି.)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ହକି ଟୁର୍ନାମେଣ୍ଟରେ ଭାରତୀୟ ମହିଳା ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବୁଧବାର ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୨-୦ ଗୋଲରେ ପରାସ୍ତ କରିଛି। ୧୫ତମ ମିନିଟ୍‌ରେ ଷ୍ଟ୍ରାଇକର ଲାଲରିଣ୍ଡିକି ଭାରତ ପାଇଁ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନକୁ ଫେରିଲେ କୋହଲି

ଦୁବାଇ, ୫।୧୨(ପି.ଟି.)- ସୁପରଷ୍ଟାର ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଭାରତୀୟ ଅଧିନାୟକ କୋହଲି ଅଷ୍ଟ୍ରେଲିଆ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ ବୁଧବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟିଂ ତାଲିକାର…

୧୨ ବର୍ଷ ହେଲା ଆର୍ଥକ ସହୟତା ଦେଇନାହିଁ ବିସିସିଆଇ

ବେଙ୍ଗାଲୁରୁ,୪ା୧୨: ଘରୋଇ ଲିଷ୍ଟ ଏ’ ଓ ଟି୨୦ କ୍ରିକେଟ ମ୍ୟାଚ୍‌ ବର୍ଷା ଦ୍ୱାରା ବାଧା ପ୍ରାପ୍ତ ହେଲେ ଫଳାଫଳ ନିଣ୍ଣୟ କରିବା ପାଇଁ ଦେଶରେ ଭିଜେଡି ନିୟମ ବ୍ୟବହାର କରାଯାଏ। ଏହି ନିୟମକୁ ପ୍ରସ୍ତୁତ କରିଥିଲେ ଭି. ଜୟଦେବନ। ହେଲେ ଭିଜେଡି…

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: କେଏସ୍‌ସିଏ ମ୍ୟାନେଜମେଣ୍ଟ କମିଟି ସଦସ୍ୟ ଗିରଫ

ବେଙ୍ଗାଲୁରୁ,୪ା୧୨(ପି.ଟି.): କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ଫିକ୍ସିଂ ସ୍କାଣ୍ଡାଲରେ ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ମ୍ୟାନେଜମେଣ୍ଟ କମିଟି ସଦସ୍ୟ ସୁଧେନ୍ଦ୍ର ଶିନ୍ଦେଙ୍କୁ ବୁଧବାର ଗିରଫ କରିଛି। ଫିକ୍ସିଂ ସ୍କାଣ୍ଡାଲରେ ଜଡ଼ିତ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?