ଖେଳ

ରେକର୍ଡଠାରୁ ଗୋଟିଏ ଛକା ଦୂରରେ ରୋହିତ

ନୂଆଦିଲ୍ଲୀ,୪ା୧୨- ଭାରତୀୟ ଓପନର ରୋହିତ ଶର୍ମା ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ମାରିଥିବା ବ୍ୟାଟ୍ସମ୍ୟାନ ହେବାକୁ ଯାଉଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ଲାଗି ତାଙ୍କୁ କେବଳ ଗୋଟିଏ ଛକା ଦରକାର। ସେ ବିଶ୍ୱର ୩ୟ ବ୍ୟାଟ୍ସମ୍ୟାନ…

ରୋନାଲ୍ଡୋଙ୍କୁ ୬ଷ୍ଠ ବାଲୋନ ଡି’ଅର ପୁରସ୍କାରରୁ ବଞ୍ଚିତ କରିଥିଲା ମାଡ୍ରିଡ୍‌

ପ୍ୟାରିସ,୪ା୧୨- ଚଳିତବର୍ଷର ଶ୍ରେଷ୍ଠ ଫୁଟବଲର ବାଲୋନ ଡି’ଅର ସମ୍ମାନ ଆର୍ଜେଣ୍ଟିନାର ଲିଓନେଲ ମେସି ହାତେଇବା ପରେ ଜୁଭେଣ୍ଟସର ଅଭିଜ୍ଞ ଡିଫେଣ୍ଡର ଗିର୍ଗିଓ ଚିଲିନି ଏକ ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି। ଗତବର୍ଷ ୨୦୧୮ର ବାଲୋନ ଡି’ଅର ପୁରସ୍କାର ପତ୍ତୁର୍ଗାଲର ରୋନାଲ୍ଡୋଙ୍କୁ ମିଳିବାର ଥିଲା।…

ଗୋଟିଏ ଫଟୋରେ ୭୩୫ ନଟ୍‌ ଆଉଟ

ଆଡିଲେଡ୍‌,୪ା୧୨- ଚଳିତ ସପ୍ତାହକୁ ଜୀବନରେ କଦାପି ଭୁଲି ପାରିବେ ନାହିଁ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର। ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ପ୍ରଥମ ଥର ପାଇଁ ତ୍ରିଶତକ ହାସଲ କରିଥିଲେ। ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୩୩୫ ରନ୍‌ର…

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରେ ଜାତୀୟ ସିନିୟର ଖେଳାଳି

କରାଚୀ,୪ା୧୨- ଆସନ୍ତାବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌। ଏଥିଲାଗି ପିସିବି ପକ୍ଷରୁ ପାକିସ୍ତାନ ଦଳ ଘୋଷିତ ହୋଇଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହ। ୧୬ ବର୍ଷୀୟ…

ଅଜିତ ଅଗରକରଙ୍କ ଏହି ରେକର୍ଡ ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ଭାଙ୍ଗିପାରିନାହାନ୍ତି

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ…

ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌ଙ୍କୁ ପଛରେ ପକାଇଦେଇଛନ୍ତି। ୯୨୮ ଅଙ୍କ…

ମ୍ୟାଚ୍‌ ଚାଲିଥିବାବେଳେ ଭାରତୀୟ କ୍ରିକେଟରଙ୍କୁ ଆସିଲା ହୃଦ୍‌ଘାତ, ଡାକ୍ତରଖାନା ନେବା ବାଟରେ ଚାଲିଗଲା ଜୀବନ

ଅଗରତାଲା,୪।୧୨: କ୍ରିକେଟ ପଡିଆରେ ଅଘଟଣ ଘଟିବା ନୂଆ କଥା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଖେଳାଳିଙ୍କ ଶରୀରରେ ବଲ୍‌ ବାଜି ମୃତ୍ୟୁ ଘଟିଛି। ତ୍ରିପୁରାର ରାଜଧାନୀ ଅଗରତାଲାରେ ହୃଦଘାତରେ ଜଣେ କ୍ରିକେଟରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ମିଥୁନ ଦେବବର୍ମନ।…

ସାହାଣୀ କପ୍‌ ଫୁଟବଲ ଉଦ୍‌ଘାଟିତ

କଟକ ଅଫିସ,୪ା୧୨- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ବରଗଡ଼ ଓ ଢ଼େଙ୍କାନାଳରେ ମଙ୍ଗଳବାରଠାରୁ ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ ସାହାଣୀ କପ୍‌-୨୦୧୯ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ଦିବସରେ ୪ଟି ମ୍ୟାଚ୍‌ ଖେଳାଯାଇଥିଲା। ଏଥିରେ ପୁରୀ, ଅନୁଗୋଳ,…

କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ର ଭାରତୀୟ ପୁରୁଷ ଟିଟି ଦଳ

ନୂଆଦିଲ୍ଲୀ,୪।୧୨ (ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଦଳ କ୍ୟାରିୟର ଶ୍ରେଷ୍ଠ ସ୍ଥାନ ଅଧିକାର କରିଛି। ଅଷ୍ଟମସ୍ଥାନକୁ ଉଠି ଭାରତ ଏହି ସଫଳତା ପାଇଛି। ବିଶ୍ୱର ୩୦ ନମ୍ବର ଖେଳାଳି ଜି. ସାଥିୟାଁ…

ମୁମ୍ବାଇ ରଣ୍‌ଜୀ ଦଳରେ ରାହାନେ, ଶ

ମୁମ୍ବାଇ,୪।୧୨(ପି.ଟି.)- ଟେଷ୍ଟ ସ୍ପେଶାଲିଷ୍ଟ ଅଜିଙ୍କ୍ୟ ରାହାନେ ଓ ଯୁବ ଓପନର ପୃଥ୍ବୀ ଶ’ଙ୍କୁ ମଙ୍ଗଳବାର ଘୋଷିତ ୧୫ ଜଣିଆ ମୁମ୍ବାଇ ରଣ୍‌ଜୀ ଦଳରେ ସ୍ଥାନ ପାଇଛନ୍ତି। ମିଲିନ୍ଦ ରେଗେଙ୍କ ନେତୃତ୍ୱାଧୀନ ଆଡ୍‌ ହକ ଚୟନ କମିଟି ଏହି ଦଳ ଚୟନ କରିଛି।…

ଦକ୍ଷିଣ ଏସିଆ ଗେମ୍ସ: ଦ୍ୱିତୀୟ ଦିନରେ ୨୭ ପଦକ ଜିତିଲା ଭାରତ; ଓଡ଼ିଶାର ଶ୍ରୀୟଙ୍କାଙ୍କୁୁ ରୌପ୍ୟ

କାଠମାଣ୍ଡୁ,୪।୧୨(ପି.ଟି.)- ଚଳିତ ଦକ୍ଷିଣ ଏସିଆ ଗେମ୍ସର ଦ୍ୱିତୀୟ ଦିନରେ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଆ ଶୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ। ସେ ୧୦ ମିଟର ରାଇଫଲ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ତାଙ୍କ ପଦକ ସମେତ ଭାରତ ମଙ୍ଗଳବାର ୨୭ ପଦକ ଜିତିଛି।…

ଇଣ୍ଡିଆନ ସୁପରଲିଗ୍‌ରେ ଓଡ଼ିଶା ଏଫସି: ହ୍ୟାଟ୍ରିକ ଡ୍ର ପରେ ବିଜୟ ଲକ୍ଷ୍ୟ

ପୁଣେ, ୪।୧୨-ସ୍ଥାନୀୟ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ବୁଧବାର ଓଡ଼ିଶା ଏଫସି ଏବଂ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫସି ମଧ୍ୟରେ ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ) ମ୍ୟାଚ ହେବ। ଓଡ଼ିଶା ଏଫସି ଗତ ତିନୋଟି ମ୍ୟାଚରେ ପଏଣ୍ଟ ଭାଗକରି ଡ୍ରରେ ହ୍ୟାଟ୍ରିକ କରିଛି। ଜୋସେଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?