ହାଇଦ୍ରାବାଦର ଗଣବଳାତ୍କାର ମାମଲା: କୋହଲି କହିଲେ, ଅତ୍ୟନ୍ତ ଲଜ୍ଜାଜନକ
ହାଇଦ୍ରାବାଦ,୨।୧୨: ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଘଟଣାରେ ଦୋଷୀଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ଦାବି ଉଠିଛି। ଏସବୁ ଭିତରେ ଭାରତୀୟ ବିରାଟ କୋହଲିଙ୍କ ସମେତ ସମଗ୍ର କ୍ରୀଡା…
ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ
ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍ ପରିଚିତ ଥିବା ରେସ୍ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା ଚରଖି ଦାଦରି ଜିଲାର ବଲାଲି ଗାଁରେ ଉକ୍ତ ବିବାହ ରବିବାର ଅନୁଷ୍ଠିତ ହୋଇଥିଲା। ହିନ୍ଦୁ…
ଏହି ଅଭିନେତ୍ରୀଙ୍କୁ ବିବାହ କରିବେ କ୍ରିକେଟର ମନୀଷ ପାଣ୍ଡେ
ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ତଥା କର୍ନାଟକ ରଣଜୀ ଦଳର ଅଧିନାୟକ ମନୀଷ ପାଣ୍ଡେ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ଆଡମ୍ବରର ସହ ବିବାହ ଆୟୋଜନ…
ଫିଫା ଟିମ୍ର ଡିଓ୍ବାଇ ପାଟିଲ ଷ୍ଟାଡିୟମ ନିରୀକ୍ଷଣ
ମୁମ୍ବାଇ, ୨।୧୨(ପି.ଟି.)- ଫିଫା ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଆସନ୍ତା ବର୍ଷ ଭାରତରେ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ଲାଗି ସମ୍ଭାବ୍ୟ ୫ ଭେନ୍ୟୁ ତାଲିକାରେ ସ୍ଥାନ ପାଇଥିବା ମୁମ୍ବାଇର ଡି.ଓ୍ବାଇ. ପାଟିଲ ଷ୍ଟାଡିୟମକୁ ରବିବାର ଫୁଟ୍ବଲର…
ବିସିସିଆଇ ଏଜିଏମ୍: ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ବଢ଼ାଇବାକୁ ନିଷ୍ପତ୍ତି; ଆଇସିସି ସିଇସିରେ ଜୟ ଶାହା ପ୍ରତିନିଧିତ୍ୱ କରିବେ
ମୁମ୍ବାଇ,୨।୧୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍) ରବିବାର ମୁମ୍ବାଇରେ ଅନୁଷ୍ଠିତ ହୋଇଛି। ବିସିସିଆଇ ନବ ନିର୍ବାଚିତ ସଭାପତି ସୌରଭ ଗାଙ୍ଗୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେତୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବହୁ…
ଆବୁଧାବି ଗ୍ରାଁ ପ୍ରି: ହାମିଲଟନ ଚାମ୍ପିୟନ
ଆବୁଧାବି, ୨।୧୨ (ଏଏଫିପି)- ମର୍ସିଡିଜ ଡ୍ରାଇଭର ବ୍ରିଟେନର ଲୁଇସ୍ ହାମିଲଟନ ଏଠାରେ ଅନୁଷ୍ଠିତ ଆବୁଧାବି ଗ୍ରାଁ ପ୍ରି ଫର୍ମୁଲା-୧ ରେସ୍ରେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ବର୍ଷର ଶେଷ ଗ୍ରାଁ ପ୍ରିର ଫାଇନାଲ ରେସ୍ରେ ସେ ୧:୩୪:୦୫.୭୧୫ ମିନିଟ ସମୟ ନେଇ…
ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍ମିଣ୍ଟନ ଉଦ୍ଯାପିତ: ଶ୍ରୁତି, ସ୍ବାଧୀନ ଚାମ୍ପିୟନ
ଭୁବନେଶ୍ୱର, ୨।୧୨(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍ମିଣ୍ଟନ କ୍ଲବ ଆନୁକୂଲ୍ୟରେ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍ଡୋର ଷ୍ଟାଡିୟମରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଛି। ଏହାର ମହିଳା ସିଙ୍ଗଲ୍ସରେ କଟକର ଶ୍ରୁତି ସ୍ବାଇଁ ଏବଂ…
ସୟଦ ମୋଦି ଇଣ୍ଟରନ୍ୟାଶନାଲ: ସୌରଭ ରନର୍ସଅପ୍
ଲକ୍ଷ୍ନୌ, ୨।୧୨(ପି.ଟି.)- ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସରେ ଭାରତର ସୌରଭ ବର୍ମା ରନର୍ସଅପ୍ ହୋଇଛନ୍ତି। ସେମିଫାଇନାଲ ପର୍ଯ୍ୟନ୍ତ ଦମ୍ଦାର ଅଭିଯାନ ଜାରି ରଖିଥିବା ସୌରଭ ଫାଇନାଲରେ କିନ୍ତୁ ନିରାଶ କରିଥିଲେ। ୨୬ ବର୍ଷୀୟ ସୌରଭ…
ଦିବରାତ୍ର ଟେଷ୍ଟ: ଇନିଂସ ପରାଜୟ ଏଡାଇବା ଲାଗି ପାକିସ୍ତାନର ସଂଘର୍ଷ
ଆଡିଲେଡ, ୧।୧୨(ଏଏଫ୍ପି)- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ପାକିସ୍ତାନ ଇନିଂସ ପରାଜୟ ଏଡାଇବା ପାଇଁ ସଂଘର୍ଷ ଜାରି ରଖିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୨୭ ଓଭରରେ ୩…
ହାମିଲଟନ ଟେଷ୍ଟ : ବନର୍ସ, ରୁଟ୍ଙ୍କ ଶତକ
ହାମିଲଟନ,୧।୧୨- ସ୍ଥାନୀୟ ସେଡନ ପାର୍କରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଇଂଲଣ୍ଡ ଓପନର ରୋରି ବନର୍ସ ଓ ଅଧିନାୟକ ଜୋ ରୁଟଙ୍କ ଶତକ ସହୟତାରେ ଦୃଢ଼ ଜବାବ ଦେଇଛି। ତେବେ ଶସ୍ତାରେ କେତୋଟି ଉଇକେଟ ହରାଇବା ଫଳରେ…
କେପିଏଲ ମ୍ୟାଚ୍ ଫିକ୍ସି: ବେଙ୍ଗାଲୁରୁ ପୋଲିସକୁ ସହାୟତା କରିବ ଆଇସିସି
ବାଙ୍ଗଲୋର,୦୧।୧୨- କର୍ନାଟକ ପ୍ରିମିୟର ଲିଗ୍ (କେପିଏଲ)ରେ ବେଟିଂ ଓ ମ୍ୟାଚ୍ ଫିକ୍ସିଂ ସ୍କାଣ୍ଡାଲର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୋଲିସକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସମସ୍ତ ପ୍ରକାର ସହଯୋଗ କରିବା ଲାଗି ପ୍ରତିଶ୍ରୁତି ଦେଇଛି। ଆଇସିସି ପକ୍ଷରୁ ମେଲ ଜରିଆରେ ଆମ…
କାହିଁକି ଶାକାହାରୀ ହେଲେ କୋହଲି
କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ନିଜକୁ ଫିଟ ରଖିବା ପାଇଁ ସେ…

