ଖେଳ

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ ସ୍ମିଥ୍‌, କୁମିନ୍ସ

ଦୁବାଇ, ୧୦।୯ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ସଦ୍ୟ ପ୍ରକାଶିଷ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଦୁଇ ଅଷ୍ଟ୍ରେଲୀୟ କ୍ରିକେଟର୍‌ ଷ୍ଟିଭ୍‌ ସ୍ମିଥ୍‌ ଓ ପ୍ୟାଟ୍‌ କୁମିନ୍ସ ଯଥାକ୍ରମେ ବ୍ୟାଟିଂ ଓ ବୋଲିଂ ତାଲିକାରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।…

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା ଖେଳାଳିଙ୍କୁ ଧମକ ଦେବାରୁ ସେମାନେ ପାକିସ୍ତାନ ଖେଳିବା ପାଇଁ ଆସିଲେ ନାହିଁ ବୋଲି ପାକିସ୍ତାନ…

ଏହି ବ୍ୟକ୍ତିଙ୍କଠାରୁ କୋହଲି ଖାଇଥିଲେ ଶକ୍ତ ଚାପୁଡା, ଯାହାକୁ ଏବେ ବି ଭୁଲି ପାରିନାହାନ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ ଉଚ୍ଚ…

ଶାମିଙ୍କୁ ଆଶ୍ୱସ୍ତି:ଏବେ ଗିରଫ ହେବେନି

କୋଲକାତା,୧୦।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମିଙ୍କୁ କୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶାମିଙ୍କ ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ ଜାରି…

ଅନୁଷ୍କା, ଦୀପିକାଙ୍କ ମଧ୍ୟରୁ କିଏ ବେଶୀ ହଟ୍‌ ପ୍ରଶ୍ନରେ କ’ଣ କହିଲେ ବୁମରା

ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଚମତ୍କାର ଫର୍ମରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରଜରେ ନିଜର ସମ୍ପୂର୍ଣ୍ଣ ଜଲଓ୍ବା ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି।…

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର ଏହି ଗସ୍ତ ବାତିଲ୍‌ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ପାକିସ୍ତାନରେ ଅନ୍ତର୍ଜାତୀୟ…

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ। ନିଜକୁ…

ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ପ୍ରଥମ ଭାରତୀୟ, ଗୋଟିଏ ଦିନରେ ୨ଟି ଶତକ ମାରିଥିଲେ

ଜାମାଇକା, ୯।୯:ଭାରତୀୟ କ୍ରିକେଟ ପାଇଁ ଡିସେମ୍ବର ୧୦ ବହୁତ ଖାସ୍‌ ଦିନଟିଏ। କାରଣ ଏହିଦିନ ଭାରତୀୟ କ୍ରିକେଟର ପିତାମହ ମହାରାଜା ରଣଜିତ୍‌ ସିଂଙ୍କ ଜନ୍ମ ହୋଇଥିଲା। ରଣଜିତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିଥିବା ପ୍ରଥମ ଭାରତୀୟ ଖେଳାଳି ଥିଲେ। ୧୮୭୨ରେ ଗୁଜରାଟର ଜାମନଗରରେ…

ଅମୋଲ ମଜୁମ୍‌ଦାର ଦକ୍ଷିଣ ଆଫ୍ରିକା ବ୍ୟାଟିଂ କୋଚ୍‌

ନୂଆଦିଲ୍ଲୀ, ୧୦ା୯ (ପି.ଟି.)- ମୁମ୍ବାଇ ଷ୍ଟଲ୍‌ଓ୍ବାର୍ଟ ଅମୋଲ ମଜୁମ୍‌ଦାର ସୋମବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦକ୍ଷିଣ ଆଫ୍ରିକା ଅକ୍ଟୋବର ୨ରୁ ଭାରତ ବିପକ୍ଷ ଟେଷ୍ଟ ସିରିଜ ଖେଳିବ। ୪୪ ବର୍ଷୀୟ ଅମୋଲ…

ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୦।୯(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ସୋମବାର କ୍ରୀଡ଼ା ଓ ଯୁବ ବ୍ୟାପାର ସେବା ବିଭାଗ ସଚିବ ବିଶାଲ ଦେବ ୪ର୍ଥ ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନରେ ଅଂଶଗ୍ରହଣ କରିଥିବା ଯୁବ ଆରୋହଣକାରୀଙ୍କୁ କ୍ରୀଡ଼ା ସଚିବ…

ଜାତୀୟ ସବ୍‌ଜୁନିୟର ବାସ୍କେଟବଲ୍‌ : ବାଳିକାରେ ତାମିଲନାଡୁ, ବାଳକରେ ମିଜୋରାମ ଚାମ୍ପିୟନ

କଟକ ଅଫିସ,୧୦ା୯- ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ୪୬ତମ ସଂସ୍କରଣ ସୋମବାର ସନ୍ଧ୍ୟାରେ ଏଠାରେ ଉଦ୍‌ଯାପିତ ହୋଇଛି। ବାଳକ ବର୍ଗରେ ମିଜୋରାମ ଓ ବାଳିକା ବର୍ଗରେ ତାମିଲନାଡୁ ଚାମ୍ପିୟନ ହୋଇଛି। ବାଳିକା ବର୍ଗରେ କର୍ନାଟକ ଓ ବାଳିକା ବର୍ଗରେ ମହାରାଷ୍ଟ୍ର ତୃତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri