ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍ :ଭାରତୀୟ ଦଳରେ ଓଡ଼ିଶାର ଝିଲ୍ଲୀ, ସ୍ନେହା
ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଥାଇଲାଣ୍ଡର ପଟ୍ଟାୟାଠାରେ ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍ ଚଳିତମାସ ୧୮ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୦ ଟୋକିଓ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟ ଇଭେଣ୍ଟଭାବେ ବିବେଚିତ ହେଉଥିବା ଏହି ପ୍ରତିଯୋଗିତା ପାଇଁ ସୋମବାର ଘୋଷିତ ଭାରତୀୟ ମହିଳା ଦଳରେ…
ବିଶ୍ୱ ହୁଇଲଚେୟାର ଫେନ୍ସିଂ ଚାମ୍ପିୟନଶିପ୍ : ଭାରତୀୟ ଦଳରେ ରାଖାଲ, ରମେଶ
ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଇଞ୍ଚତ୍ଅନଠାରେ ଚଳିତମାସ ୧୭ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ହୁଇଲଚେୟାର ଫେନ୍ସିଂ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବ। ଏଥିରେ ଭାରତରୁ ମୋଟ ୪ ପ୍ରତିଯୋଗୀ ଅଂଶଗ୍ରହଣ କରିବାକୁ ଯାଉଥିବାବେଳେ ସେମାନଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ସ୍ଥାନ…
କଳିଙ୍ଗରେ ଅଲିମ୍ପିକ୍ କ୍ୱାଲିଫାୟର୍ସ ହକି:ଭାରତୀୟ ପୁରୁଷ ଦଳ ରୁଷିଆକୁ ଭେଟିବ
ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ସମେତ ଅନେକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ କରି ସାରିଥିବା କଳିଙ୍ଗ ଷ୍ଟାଡିୟମ ଉପରେ ଏବେ ପୁଣି କ୍ରୀଡ଼ାପ୍ରେମୀଙ୍କ ନଜର। ଏଠାରେ ଆଗାମୀ ନଭେମ୍ବରରେ ଆୟୋଜିତ ହେବ ଟୋକିଓ ଅଲିମ୍ପିକ୍ସ ହକି କ୍ୱାଲିଫାୟର୍ସ ମ୍ୟାଚ। ଉଭୟ…
ଆଫଗାନିସ୍ତାନର ଐତିହାସିକ ବିଜୟ
ଚଟ୍ଟଗ୍ରାମ (ବାଂଲାଦେଶ), ୯।୯ (ଏଏଫ୍ପି)- ଅଧିନାୟକ ତଥା ରଶିଦ ଖାଁଙ୍କ ଚମତ୍କାର ବୋଲିଂ ବଳରେ ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଘରୋଇ ବାଂଲାଦେଶକୁ ୨୨୪ ରନର ବୃହତ୍ ବ୍ୟବଧାନରେ ପରାସ୍ତ କରି ଆଫଗାନିସ୍ତାନ ଐତିହାସିକ…
୧୯ ବର୍ଷରୁ କମ୍ ଏସିଆ କପ୍: ହ୍ୟାଟ୍ରିକ ବିଜୟ ସେମିରେ ଭାରତ
କଲମ୍ବୋ, ୯।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍ ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତାରେ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍-ଏ’ର ଖେଳାଯାଇଥିବା ଏକ ମ୍ୟାଚ୍ରେ ଭାରତ ୩ ଉଇକେଟ୍ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ପ୍ରଥମ ମ୍ୟାଚ୍ରେ…
ଟିମ୍ ଇଣ୍ଡିଆ ଉପସ୍ଥିତରେ ହେବ କୋହଲି ଷ୍ଟାଣ୍ଡ ଉନ୍ମୋଚନ
ନୂଆଦିଲ୍ଲୀ,୯।୯: ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ସ୍ଥାନୀୟ ଫିରୋଜ ଶାହ କୋଟଲାରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ନାମିତ ଷ୍ଟାଣ୍ଡ ଉନ୍ମୋଚିତ କରିବ। ଏହି ଅବସରରେ ଭାରତୀୟ ଦଳର ସଦସ୍ୟମାନେ ଉପସ୍ଥିତ ରହିବେ। ଟିମ୍ ଇଣ୍ଡିଆର…
ଇଂଲଣ୍ଡ ଅଧିନାୟକ ପଦରେ ରହିବାକୁ ଚାହାନ୍ତି ରୁଟ୍
ମାଞ୍ଚେଷ୍ଟର,୯।୯(ଏଏଫ୍ପି): ଜୋ ରୁଟ୍ଙ୍କ ନେତୃତ୍ୱରେ ଇଂଲଣ୍ଡ କ୍ରିକେଟ ଦଳ ୨୦୧୭-୧୮ ସିଜନରେ ୪-୦ ବ୍ୟବଧାନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଏହାପରେ ଘରୋଇ ମାଟିରେ ୨-୧ରେ ଆଶେସ ଟ୍ରଫି ହାତଛଡ଼ା କରିବା ପରେ ରୁଟ୍ଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ସୃଷ୍ଟି କରିଛି। ୫…
‘ସ୍ମିଥ ଜଣେ ଚିଟର ଭଳି ମନେ ରହିବେ’
ଲଣ୍ଡନ,୯।୯(ପିଟି): ଯେତେ ମାଇଲଷ୍ଟୋନ ଓ ରେକର୍ଡ ହାସଲ କଲେ ମଧ୍ୟ ଅଷ୍ଟ୍ରେଲିଆ ଦଳର ବ୍ୟାଟିଂ ମେରୁଦଣ୍ଡ ଷ୍ଟିଭ ସ୍ମିଥ ସର୍ବଦା ଜଣେ ଚିଟର ଭାବେ ମନେ ରହିବେ। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଇଂଲଣ୍ଡ ପେସର ଷ୍ଟିଭ ହାର୍ମିସନ। ଚଳିତ ଆଶେସ…
ପଣ୍ଟିଂ, କ୍ଲାର୍କଙ୍କୁ ପଛରେ ପକାଇଲେ ଟିମ୍ ପେନ
ମାଞ୍ଚେଷ୍ଟର,୯।୯: ବର୍ତ୍ତମାନ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ଅଧିନାୟକ ଟିମ୍ ପେନଙ୍କୁ ଅପେକ୍ଷା କରିଛି ଏକ ବଡ଼ ସଫଳତା। ଯେଉଁ ସଫଳତାକୁ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଓ ମାଇକେଲ କ୍ଲାର୍କ ହାସଲ କରିପାରି ନ ଥିଲେ, ତାହାକୁ ପେନ ହାତେଇବାକୁ ନିଶ୍ଚିତ…
ରେକର୍ଡ ସମକକ୍ଷ ରାମୋସ
ଗିଜୋନ(ସ୍ପେନ),୯।୯(ଏଏଫ୍ପି): ସେର୍ଗିଓ ରାମୋସ ସ୍ପେନ ପାଇଁ ସର୍ବାଧିକ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାର ରେକର୍ଡର ସମକକ୍ଷ ହୋଇଛନ୍ତି। ରବିବାର ଫାରୋ ଦ୍ୱୀପ ବିପକ୍ଷ ୟୁରୋ ୨୦୨୦ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ସେର୍ଗିଓ ଜାତୀୟ ଦଳ ପକ୍ଷରୁ ୧୬୭ ତମ ଥର ପାଇଁ ପ୍ରତିନିଧିତ୍ୱ…
ମୋ ବିସ୍ଫୋରକ ସଟ୍ ଦେଖି ଡରିଯାଉଥିଲେ ଏହି ଖେଳାଳି, କହୁଥିଲେ ଧିମା ଖେଳ:ସେହଓ୍ବାଗ୍
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍ ବିରେନ୍ଦ୍ର ସେହଓ୍ବାଗ୍ ଯଦିଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିସାରିଛନ୍ତି କିନ୍ତୁ ଆଜି ବି ତାଙ୍କ ବ୍ୟାଟିଂକୁ ଦର୍ଶକ ଭୁଲି ପାରିନାହାନ୍ତି। ନିକଟରେ ସେ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏକ ରୋଚକ…
ସ୍କୁଲରେ ଏହି ବିଷୟ ପଢିବାକୁ ଡରୁଥିଲେ କୋହଲି, ପରୀକ୍ଷାରେ ୧୦୦ରୁ ରଖିଥିଲେ ମାତ୍ର ୩ ନମ୍ବର
ବିରାଟ କୋହଲି, କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ଏବେ ରାଜ୍ କରୁଛନ୍ତି। କିନ୍ତୁ ଜାଣିଛନ୍ତି ସ୍କୁଲରେ ପଢିବାବେଳେ କୋହଲିଙ୍କୁ ଗୋଟିଏ ବିଷୟ ପ୍ରତି ପ୍ରବଳ ଭୟ ଥିଲା। ସେହି ବିଷୟଟି ହେଉଛି ଗଣିତ। ଗଣିତ କଷିବାକୁ ମୋତେ ଡର ଲାଗୁଥିଲା।…
Archives


