ପଦକ ଧରି ଫେରିଲେ ଡିସ୍କସ୍ କୁଇନ୍ ପାର୍ବତୀ
କଟକ ଅଫିସ,୮ା୮- ଇଟାଲୀର ଟୋରିନୋ ସହରରେ ଶେଷ ହୋଇଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଭାରତ ପାଇଁ ଡବଲ ପଦକ ବିଜୟୀ ହୋଇ ଫେରିଛନ୍ତି ଅନ୍ତର୍ଜାତୀୟ ଆଥଲେଟ ପାର୍ବତୀ ସେଠୀ। ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ବିମାନ ବନ୍ଦରରେ ପାର୍ବତୀଙ୍କୁ ଭବ୍ୟ...
ବିଶ୍ୱଚାମ୍ପିୟନଶିପ୍ ଟିମ୍ରେ ମେରୀକମ୍, ଲଭ୍ଲିନା
ନୂଆଦିଲ୍ଲୀ, ୮।୮ (ପି.ଟି.)- ଛ’ଥର ବିଶ୍ୱବିଜୟିନୀ ଏମ୍.ସି. ମେରୀକମ୍ ଓ ଲଭ୍ଲିନା ବୋରଗୋହିନ ଆଗାମୀ ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି। ନିକଟର ପ୍ରଦର୍ଶନକୁ ଭିତ୍ତି କରି ଏହି ଚୟନ କରାଯାଇଛି। ୩୬ ବର୍ଷୀୟା...
ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍ ବିଜୟୀ
ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ ମ୍ୟାଚ ଡ୍ର ରହିଥିବାବେଳେ ଅନ୍ୟ ମ୍ୟାଚରେ ବିଜେଇଏମ ସ୍କୁଲ ବିଜୟୀ ହୋଇଛି। ପ୍ରଥମ...
ଲଡର୍ସ ଟେଷ୍ଟରୁ ଓଲି ଷ୍ଟୋନ୍ ବାଦ୍
ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍ ଲଡର୍ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍ ପଡ଼ିଛନ୍ତି। ଓ୍ବର୍କଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋନ୍ ଏଜ୍ବାଷ୍ଟନରେ ଅଭ୍ୟାସ କରୁଥିବାବେଳେ ପିଠି ଯନ୍ତ୍ରଣାଜନିତ...
ବାବର ଆଜମଙ୍କ ଲୋକପ୍ରିୟତା ଯୋଗୁ ସମରସେଟ୍ ଓ୍ବେବସାଇଟ୍ ଅଚଳ
କରାଚୀ,୭।୮- ପାକିସ୍ତାନ ବ୍ୟାଟ୍ସମ୍ୟାନ ବାବର ଆଜମ ବର୍ତ୍ତମାନ କାଉଣ୍ଟି କ୍ଲବ ସମରସେଟ୍ ପାଇଁ ଖେଳୁଛନ୍ତି। ତାଙ୍କ ଲୋକପ୍ରିୟତା ଯୋଗୁ କ୍ଲବର ଓ୍ବେବସାଇଟ୍ ଅଚଳ ହୋଇଯାଇଛି। ସମରସେଟ୍ କ୍ଲବ ତା’ର ସମସ୍ତ ମ୍ୟାଚ୍ର ସିଧାପ୍ରସାରଣ ନିଜ ଓ୍ବେବସାଇଟ୍ରେ କରାଯାଏ। ଦଳର ପ୍ରଥମ...
ବଦଳିବ ପାକିସ୍ତାନ ଦଳର କୋଚିଂ ସେଟ୍ଅପ
କରାଚୀ,୭।୮- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦଳର କୋଚ୍ ମିକି ଆର୍ଥରଙ୍କ କାର୍ଯ୍ୟକାଳରେ ବୃଦ୍ଧି କରାଯିବ ନାହିଁ ବୋଲି ବୁଧବାର ଘୋଷଣା କରିଛି। ଫଳରେ ପାକିସ୍ତାନ ଦଳର କୋଚିଂ ସେଟ୍ଅପରେ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦଳର ବୋଲିଂ କୋଚ୍...
‘ଭାରତୀୟ କ୍ରିକେଟକୁ ଭଗବାନ ସାହା’
ନୂଆଦିଲ୍ଲୀ,୭।୮- ଜାତୀୟ କ୍ରିକେଟ ଏକାଡେମୀ (ଏନ୍ସିଏ) ମୁଖ୍ୟ ତଥା ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍ଙ୍କ ନାମରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍ଫ୍ଲିକ୍ଟ ଅଫ୍ ଇଣ୍ଟରେଷ୍ଟ) ଅଭିଯୋଗ ଆସିଛି। ଏଥିନେଇ ପୂର୍ବତନ ଅଫ୍ ସ୍ପିନର ହରଭଜନ ସିଂ (ଭଜି) ଭାରତୀୟ...
ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ପନ୍ତ
ନୂଆଦିଲ୍ଲୀ,୭।୮- ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁୟାନାଠାରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍ରେ ପନ୍ତ ୬୫ ରନ୍ର ବିଜୟୀ ଇନିଂସ ଖେଳିଥିଲେ। ଅନ୍ତର୍ଜାତୀୟ ଟି୨୦...
ସର୍ବାଧିକ ଆୟ କରୁଥିବା ଆଥ୍ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ
ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍ଲେଟଙ୍କ ତାଲିକାରେ ବ୍ୟାଡ୍ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ବାର୍ଷିକ ୫.୫ ନିୟୁତ ଡଲାର ଆୟ...
ଜମ୍ମୁ-କଶ୍ମୀର ତରଫରୁ ଖେଳିପାରିବେ ଲଦାଖ ଖେଳାଳି
ନୂଆଦିଲ୍ଲୀ,୬।୮(ପି.ଟି.)- ବର୍ତ୍ତମାନ ନୂଆକରି ଗଠିତ ହୋଇଥିବା କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରୁ ଖେଳାଳିମାନେ ଜମ୍ମୁ-କଶ୍ମୀର ତରଫରୁ ଆଗାମୀ ଘରୋଇ ସେସନରେ ପ୍ରତନିଧିତ୍ୱ କରିପାରିବେ ବୋଲି ମଙ୍ଗଳବାର କ୍ରିକେଟ ପ୍ରଶାସକ କମିଟି (ସିଓଏ) ମୁଖ୍ୟ ବିନୋଦ ରାଏ କହିଛନ୍ତି। ସମ୍ବିଧାନର ୩୭୦ ଧାର...
ଭାରତୀୟ ଦଳ ପାଇଁ ପୁଣି ଏକାଠି ଖେଳିଲେ ଦୁଇ ଭାଇ
ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫ଟି ବଲ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏହି ମ୍ୟାଚରେ ଡେବ୍ୟୁ...
ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ
କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍ କରି ନିଜ ପରିବାର ନେଇ ଏମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସତ୍ତ୍ୱେ...
Archives


