ଓସିଏର ନବକଳେବର
ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ନିର୍ବାଚନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ଧରି ନିର୍ବାଚନରେ ଭାଗ ନେଇଥିବା ଦୁଇ ପ୍ରମୁଖ ଗୋଷ୍ଠୀ ମଧ୍ୟରେ ବିଭିନ୍ନ ପଦପଦବୀକୁ ନେଇ ଚାଲିଥିବା ଅଙ୍କ କଷାକୁ ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ତା…
ଇମ୍ରାନଙ୍କୁ ସେହ୍ବାଗଙ୍କ ଟାର୍ଗେଟ: ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ ଅପମାନିତ କରିବା ପାଇଁ ନୂଆ ଉପାୟ ଆପଣାଇଛନ୍ତି
ନୂଆଦିଲ୍ଲୀ,୪।୧୦: ହରଭଜନ ସିଂହ ଓ ମହମ୍ମଦ ଶାମିଙ୍କ ପରେ ଭାରତର ପୂର୍ବତନ କ୍ରିକେଟର୍ ବୀରେନ୍ଦ୍ର ସେହ୍ବାଗ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ନିଜ ଟୁଇଟରରେ ଇମ୍ରାନଙ୍କ ଏକ ଭିଡିଓ ଶେୟାର କରି ସେ କହିଛନ୍ତି, ପାକିସ୍ତାନ ପ୍ରଧାନମନ୍ତ୍ରୀ ନିଜକୁ…
ଓସିଏ ପଦାଧିକାରୀଙ୍କୁ ଭେଟିଲା ଓସ୍ଜା ପ୍ରତିନିଧି ଦଳ
ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ”ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ ସହ ଏକାଡେମୀ ସ୍ଥାପନ କରିବା ଏବଂ କ୍ରିକେଟ ଭିତ୍ତିଭୂମିର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ କ୍ରିକେଟର ବିକାଶ ପାଇଁ ନୂଆ ଟିମ୍ ନିଷ୍ଠାର ସହ କାର୍ଯ୍ୟ କରିବ। ଏଥିପାଇଁ ସମସ୍ତଙ୍କ…
ଏକାଡେମୀରେ ଖେଳିବା ପାଇଁ ପୁଅଙ୍କ ଭଳି ଚୁଟି କାଟିଥିଲେ ଶେଫାଳି
ନୂଆଦିଲ୍ଲୀ, ୪6।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍ ଦଳ ବିପକ୍ଷ ୪ର୍ଥ ଟି୨୦ ମ୍ୟାଚ୍ରେ ଭାରତକୁ ଜିତାଇବାରେ ୧୫ ବର୍ଷୀୟା ଓପନର୍ ଶେଫାଳି ବର୍ମାଙ୍କ ଉଲ୍ଲେଖନୀୟ ଅବଦାନ ରହିଥିଲା। ଏହି ମ୍ୟାଚ୍ରେ ଶେଫାଳୀ ୩୩ ବଲରୁ ୪୬ ରନର ଦ୍ରୁତ…
ସପୋର୍ଟ ସ୍କୁଲ ସ୍ପୋଟର୍ସ ଫାଉଣ୍ଡେଶନର ଦ୍ୱିତୀୟ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ସପୋର୍ଟ ସ୍କୁଲ ସ୍ପୋଟର୍ସ ଫାଉଣ୍ଡେଶନ(ଏସଏସଏସଏଫ)ର ଦ୍ୱିତୀୟ କାର୍ଯ୍ୟକ୍ରମ ଗୁରୁବାର କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୬ରୁ ୧୨ ବର୍ଷ ମଧ୍ୟରେ ୫୦ ପିଲାଙ୍କର ୧୫ ପ୍ରକାର ଶାରୀରିକ ପରୀକ୍ଷା କରାଯାଇଥିଲା। ପିଲାଙ୍କ ବୟସ ଅନୁଶୀଳନ, ଫିଟ୍ନେସ…
ଜାତୀୟ ଶିବିରରେ ଜବାମଣୀ, ଆରତୀ, ସୋନୀ
କଟକ ଅଫିସ,୪ା୧୦- ଚଳିତମାସ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀଠାରେ ଜାତୀୟ ମହିଳା ଫୁଟବଲ ଦଳର ଶିବିର ଅନୁଷ୍ଠିତ ହେବ। ଏଏଫସି ମହିଳା ଏସିଆନ-୨୦୨୨ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ନିମନ୍ତେ ଏହି ଶିବିରରୁ ବଛାଯିବ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ।…
ବିସିସିଆଇ ନିର୍ବାଚନ: ସଞ୍ଜୟ ଓସିଏ ପ୍ରତିନିଧି
କଟକ ଅଫିସ,୪ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ପ୍ରତିନିଧି ଭାବେ ସାମିଲ ହେବେ ସମ୍ପାଦକ ସଞ୍ଜୟ ବେହେରା। ଗୁରୁବାର ଓସିଏ କାର୍ଯ୍ୟାଳୟରେ ନବ ନିର୍ବାଚିତ…
ମହିଳା ଟି୨୦: ଭାରତ ୫ ଉଇକେଟ୍ରେ ବିଜୟୀ
ସୁରତ, ୪।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍ ଦଳ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ୫ମ ଟି୨୦ ମ୍ୟାଚ୍କୁ ଭାରତ ୫ ଉଇକେଟ୍ରେ ଜିତିନେଇଛି। ଫଳରେ ୬ ମ୍ୟାଚ୍ବିଶିଷ୍ଟ ସିରିଜରେ ଘରୋଇ ଭାରତୀୟ ଦଳ ଏବେ ୩-୦ରେ ଅଗ୍ରଣୀ…
ବେଲଜିୟମ ଟୁର୍ରେ ଭାରତର ଶତପ୍ରତିଶତ ରେକର୍ଡ
ଆଣ୍ଟ୍ବେର୍ପ(ବେଲଜିୟମ), ୪।୧୦- ବେଲଜିୟମ ଟୁର୍ରେ ଭାରତୀୟ ହକି ଦଳ ଶତ ପ୍ରତିଶତ ବିଜୟ ରେକର୍ଡ ହାସଲ କରିଛି। ଦଳ ଖେଳିଥିବା ୫ଟି ଯାକ ମ୍ୟାଚରେ ବିଜୟ ହାସଲ କରିଛି। ଟୁର୍ର ପ୍ରଥମ ମ୍ୟାଚରେ ଭାରତ ବିଶ୍ୱ ଚାମ୍ପିୟନ ବେଲଜିୟମକୁ ୨-୦ ଗୋଲରେ…
୧୩୫ ମିଟର ଉଚ୍ଚ ସ୍ଥାନରେ ଗର୍ଲଫ୍ରେଣ୍ଡ୍ଙ୍କୁ କରିଥିଲେ ପ୍ରପୋଜ୍: ଆଜି ଟିମ୍ ଇଣ୍ଡିଆ ପାଇଁ ରଚିଲେ ଇତିହାସ
ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ଟେଷ୍ଟ କ୍ରିକେଟରେ ନିଜର ପ୍ରଥମ ଦ୍ୱିଶତକ ହାସଲ କରିଛନ୍ତି। ଭାଇଜାଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ମୟଙ୍କ ଏହି କୀର୍ତ୍ତିମାନ କରିଛନ୍ତି। ସେ ବୀରେନ୍ଦ୍ର ସେହଓ୍ବାଗ୍ ପରେ ଦ୍ୱିତୀୟ…
ରୋହିତ ଶର୍ମାଙ୍କୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ କ୍ରିକେଟର୍
ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମେ ଓପନିଂ କରି ଶତକ ଅର୍ଜନ କରିଛନ୍ତି ହିଟ୍ମ୍ୟାନ୍ ରୋହିତ ଶର୍ମା। ତାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ପାକିସ୍ତାନର ପୂର୍ବତନ ବୋଲର୍ ସୋଏବ ଅଖତର। ସେ କହିଛନ୍ତି, ୨୦୧୩ରେ ପ୍ରଥମଥର ପାଇଁ ରୋହିତଙ୍କୁ ଭେଟିଥିଲି। ଆଉ ତାଙ୍କୁ…
ପ୍ରଥମ ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତ ସ୍ଥିତି ଦୃଢ଼
ବିଶାଖାପାଟଣା,୩।୧୦(ପି.ଟି.)- ଓପନର ରୋହିତ ଶର୍ମାଙ୍କ ଶତକ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ପରେ ସ୍ପିନରମାନେ ଦମ୍ଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସ୍ଥିତ ଦୃଢ଼ କରିଛନ୍ତି। ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତ…
Archives


