ଖେଳ

ବାଂଲାଦେଶ ବିପକ୍ଷ ଟେଷ୍ଟ ପରେ ନବୀ ଅବସର ନେବେ

ଚିଟ୍ଟାଗଙ୍ଗ,୮।୯(ପି.ଟି.)- ଆଫଗାନିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ନବୀ ଟେଷ୍ଟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ଏଠାରେ ଚାଲିଥିବା ଘରୋଇ ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ପରେ ସେ ଅବସର ନେବେ। ୩୪ ବର୍ଷୀୟ ଅଭିଜ୍ଞ ଅଲରାଉଣ୍ଡର ନବୀ…

ନିଃସର୍ତ୍ତ କ୍ଷମା ମାଗିଲେ କାର୍ତ୍ତିକ

ନୂଆଦିଲ୍ଳୀ,୮।୯(ପି.ଟି.)- ଭାରତୀୟ ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କିଛି ଦିନ ତଳେ କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ଏକ ମ୍ୟାଚକୁ ସେ ଶାହରୁଖ ଖାଁଙ୍କ ଦଳ…

ହ୍ୟାରୀ କେନଙ୍କ ହ୍ୟାଟ୍ରିକ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୮।୯- ୟୁରୋକପ୍‌ କ୍ୱାଲିଫାଇଙ୍ଗ୍‌ରେ ଇଂଲଣ୍ଡ ଗ୍ରୁପ୍‌ ଏ’ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ବୁଲଗେରିଆକୁ ୪-୦ ଗୋଲରେ ଅତି ସହଜରେ ପରାସ୍ତ କରିଛି। ଆରମ୍ଭରୁ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଖେଳିଥିବା ଇଂଲଣ୍ଡ ତରଫରୁ ହ୍ୟାରୀ କେନ ହ୍ୟାଟ୍ରିକ୍‌ ଗୋଲ ସ୍କୋର…

ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟ: ପର୍ତ୍ତୁଗାଲର ପ୍ରଥମ ବିଜୟ

ବେଲଗ୍ରେଡ୍‌,୮।୯(ଏଏଫ୍‌ପି): ୟୁରୋପିଆନ୍‌ ଚାମ୍ପିୟନ ପର୍ତ୍ତୁଗାଲ ୟୁରୋ କପ୍‌ ଯୋଗ୍ୟତା ପର୍ଯ୍ୟାୟରେ ତା’ର ପ୍ରଥମ ବିଜୟ ହାସଲ କରିଛି। ୨୦୨୦ ୟୁରୋ କପ୍‌ ପାଇଁ ଯୋଗ୍ୟତା ପର୍ଯ୍ୟାୟରେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଶନିବାର ଅନୁଷ୍ଠିତ ମୁକାବିଲାରେ ସର୍ବିଆକୁ ୪-୨ ଗୋଲ୍‌ରେ ପରାସ୍ତ କରିଛି।…

ସେରେନା ନିରାଶ

ନ୍ୟୁୟର୍କ, ୮।୯- ୟୁଏସ୍‌ ଓପନ୍‌ ଫାଇନାଲ ପରାଜୟ ପରେ ଆମେରିକୀୟ ଅଭିଜ୍ଞ ମହିଳା ଟେନିସ୍‌ ତାରକା ସେରେନା ଓ୍ବିଲିୟମ୍ସ ନୈରାଶ୍ୟ ଜାହିର କରିଛନ୍ତି। ଫାଇନାଲ ମ୍ୟାଚ୍‌ରେ ମୋର ପ୍ରଦର୍ଶନ ଅକ୍ଷମଣୀୟ ବୋଲି କହିଛନ୍ତି। ୨୦ ବର୍ଷ ତଳେ ସେରେନା ଏଠାରେ କ୍ୟାରିୟରର…

ୟୁଏସ୍‌ ଓପନ୍‌ ଟେନିସ୍‌: ସେରେନାଙ୍କୁ ହରାଇ ଆଣ୍ଡ୍ରେସ୍କୁ ଚାମ୍ପିୟନ

ନ୍ୟୁୟର୍କ,୮।୯(ଏଏଫପି): ୧୯ ବର୍ଷୀୟା କାନାଡ଼ା ମହିଳା ଟେନିସ୍‌ ତାରକା ବାଇଆଙ୍କା ଆଣ୍ଡ୍ରେସ୍କୁ ଏଥର ୟୁଏସ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ଫାଇନାଲ ମ୍ୟାଚରେ ଏହି ଉଦୀୟମାନ ମହିଳା ଖେଳାଳି ଆମେରିକାର…

ବାଜିଲା ଓସିଏ ନିର୍ବାଚନୀ ବିଗୁଲ: ୨୦ରେ ପ୍ରାର୍ଥିପତ୍ର ଦାଖଲ, ୨୭ରେ ନିର୍ବାଚନ

କଟକ ଅଫିସ,୮ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ ନେଇ ବିଗୁଲ ବାଜିଲା। ଶେଷରେ ଘୋଷଣା ହୋଇଛି ନିର୍ବାଚନ ତାରିଖ। ଆସନ୍ତା ୨୭ ତାରିଖରେ ରାଜ୍ୟର ଏହି କ୍ରିକେଟ ସଂଘର କର୍ମକର୍ତ୍ତା ନିର୍ବାଚନ ହେବ ବୋଲି ଓସିଏ ପକ୍ଷରୁ ଶନିବାର ସନ୍ଧ୍ୟାରେ…

୧୯ ବର୍ଷରୁ କମ୍‌ ଏସିଆ କପ: ଆଜାଦ୍‌, ତିଲକଙ୍କ ଶତକ: ପାକିସ୍ତାନକୁ ହରାଇଲା ଭାରତ

କଲମ୍ବୋ, ୮।୯- ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟରେ ଶନିବାର ଅନୁଷ୍ଠିତ ଏକ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଭାରତ ୬୦ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ମାତ୍‌ ଦେଇଛି। ଅର୍ଜୁନ ଆଜାଦ୍‌ ଓ ତିଳକ ବର୍ମାଶଥକ ହାସଲ କରି ଭାରତୀୟ ବିଜୟରେ…

ସଞ୍ଜୁ ସାମସନ୍‌ଙ୍କ ବଦାନ୍ୟତା: ଗ୍ରାଉଣ୍ଡ୍ସମ୍ୟାନକୁ ଦେଲେ ଦେଢ଼ଲକ୍ଷ ଲକ୍ଷ ଟଙ୍କା

ଥିରୁଭାନନ୍ତପୁରମ, ୮।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ୩୬ ରନରେ ଜିତିବା ସହ ଭାରତ-ଏ ସିରିଜକୁ ୪-୧ରେ ହାତେଇ ନେଇଛି। ଶୁକ୍ରବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ୨୦ ଓଭର ବିଶିଷ୍ଟ ୫ ଦିନିକିଆରେ ମ୍ୟାଚ୍‌ରେ ଭାରତ-ଏ…

ରାଜସ୍ଥାନ କ୍ରିକେଟ ଆସୋସିଏଶନ ଉପରୁ ସସ୍‌ପେଣ୍ଡ ଆଦେଶ ଉଠିଲା

ନୂଆଦିଲ୍ଲୀ, ୮ା୯ (ପି.ଟି.)-ଲୋଧା କମିଟି ଗାଇଡ୍‌ ଲାଇନ୍‌ ଅନୁସାରେ କାର୍ଯ୍ୟ କରୁଥିବା ହୃଦ୍‌ବୋଧ ହେqବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆର୍‌ସିଏ)ଉପରୁ ସସ୍‌ପେଣ୍ଡ ଆଦେଶକୁ ପ୍ରତ୍ୟାହାର କରିନେଇଛି। ଆରସିଏ ଇତିମଧ୍ୟରେ ଏହାର ନୂଆ ସମ୍ବିଧାନ…

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ମୋଞ୍ଜା (ଇଟାଲୀ), ୮ା୯ (ଏଏଫ୍‌ପି)- ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ପ୍ରଥମ ସ୍ଥାନ ପାଇଁ ୫ଥର ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କ ସହିତ ତାଙ୍କର ତୀବ୍ର ପ୍ରତିଯୋଗିତା…

ଏକମାତ୍ର ଟେଷ୍ଟ: ଦୃଢ଼ ସ୍ଥିତିରେ ଆଫଗାନିସ୍ତାନ

ଚିଟ୍ଟାଗଙ୍ଗ,୮।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଆଫଗାନିସ୍ତାନ ଉଭୟ ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଗ୍ରଣୀ ହାସଲ କରିବା ସହ ସ୍ଥିତି ଦୃଢ କରିଛି। ଟସ୍‌ ଜିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri