ଖେଳ

ପ୍ରିମିୟର ବ୍ୟାଡମିଣ୍ଟନ ଲିଗ୍‌ ଖେଳାଳି ନିଲାମ: ସିନ୍ଧୁ, ତାଇ ସବୁଠାରୁ ଦାମୀ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ପ୍ରିମିୟମ ବ୍ୟାଡମିଣ୍ଟନ ଲିଗ୍‌ (ପିବିଏଲ) ପଞ୍ଚମ ସସ୍କରଣ ପାଇଁ ଏଠାରେ ଖେଳାଳି ନିଲାମ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁଙ୍କୁ ସର୍ବାଧିକ ୭୭ ଲକ୍ଷ ଟଙ୍କା ବିନିମୟରେ ହାଇଦ୍ରାବାଦ ହଣ୍ଟର୍ସ କ୍ରୟ କରିଛି। ସେହିପରି ବିଶ୍ୱର ୧ ନମ୍ବର…

ଆର୍ଚରଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ସୁରକ୍ଷା ବ୍ୟବସ୍ଥା କଡ଼ା କଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୨୭।୧୧(ଏଏଫ୍‌ପି)- ହାମିଲଟନରେ ଆଗକୁ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ନ୍ୟୁଜିଲାଣ୍ଡ କ୍ରିକେଟ ସୁରକ୍ଷା ତଥା ନିରାପତ୍ତା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିଛି। ମାଉଣ୍ଟ ମାନୁଗାନୁଇରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ଖେଳିବା ଅବସରରେ ଇଂଲଣ୍ଡ ଯୁବ ଦ୍ରୁତ ବୋଲର ଜୋଫ୍ରା…

ଇଣ୍ଡିଆନ ସୁପର ଲିଗ୍‌: ଜାମ୍‌ସେଦପୁର ବିଜୟୀ

ମାରଗାଓ,୨୭।୧୧(ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଜାମ୍‌ସେଦପୁର ଏଫ୍‌ସି ୧-୦ ଗୋଲରେ ଏଫ୍‌ସି ଗୋଆକୁ ପରାସ୍ତ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ସର୍ଗିଓ କ୍ୟାସଲ ୧୭ତମ ମିନିଟ୍‌ରେ ଗୋଲ…

ଧୋନୀଙ୍କ ଅବସର ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ହୋଇପାରନ୍ତି ଏହି ୨ ଖେଳାଳି

୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ ଦୂରେଇ ଅଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ କେବେ ପୁଣି କ୍ରିକେଟକୁ ଫେରିବେ କି ଅବସର ନେବେ ସେନେଇ ଚର୍ଚ୍ଚା ଲାଗି ରହିଛି। ଏସବୁ ଭିତରେ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ…

ମୃତ୍ୟୁର ୫ ବର୍ଷପରେ ହ୍ୟୁଗ୍ସଙ୍କୁ ପ୍ରଶଂସା

ମେଲବୋର୍ନ,୨୬।୧୧(ପି.ଟି.)- ମୃତ୍ୟୁର ୫ ବର୍ଷ ପରେ ଫିଲିପ୍‌ ହ୍ୟୁଗ୍ସଙ୍କୁ ପୁଣି ମନେ ପକାଇଛି କ୍ରିକେଟ ଅଷ୍ଟ୍ରେଲିଆ। ଏକ ପ୍ରଥମଶ୍ରେଣୀ ଘରୋଇ କ୍ରିକେଟ ମ୍ୟାଚ୍‌ ଖେଳିବା ଅବସରରେ ଶର୍ଟ ପିଚ୍‌ ବଲ୍‌ ଦ୍ୱାର ଆହତ ହୋଇ ଅଷ୍ଟ୍ରେଲୀୟ କ୍ରିକେଟର ହ୍ୟୁଗ୍ସ ପ୍ରାଣତ୍ୟାଗ କରିଥିଲେ।…

ମୁଖ୍ୟ ପର୍ଯ୍ୟାୟରେ ତନଭୀ, ଋତୁପର୍ଣ୍ଣା

ଲକ୍ଷ୍ନୌ, ୨୬।୧୧ (ପି.ଟି.)- ଭାରତୀୟ ମହିଳା ଶଟ୍‌ଲର ତନଭୀ ଲାଡ୍‌ ଓ ଋତୁପର୍ଣ୍ଣା ଦାସ ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଯୋଗ୍ୟତା ପର୍ଯ୍ୟାୟର ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ତନଭୀ ୧୯-୨୧,…

ସ୍ମିଥ୍‌ଙ୍କ ନିକଟତର ହେଲେ କୋହଲି

ଦୁବାଇ, ୨୬।୧୧ (ପି.ଟି.)- ଭାରତର ସର୍ବପ୍ରଥମ ଦିବାରାତ୍ର ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ରେ ଚମତ୍କାର ଶତକ ହାସଲ କରି ବାଂଲାଦେଶ ବିପକ୍ଷରେ ଦଳକୁ ଇନିଂସ କରାଇଥିବା ଅଧିନାୟକ ବିରାଟ କୋହଲିଙ୍କ ଟେଷ୍ଟ ମାନ୍ୟତାରେ ଉନ୍ନତି ଘଟିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)…

ମୁମ୍ବାଇ ଆକ୍ରମଣକୁ ମନେପକାଇଲେ କ୍ରିକେଟର୍‌

ମୁମ୍ବାଇ,୨୬।୧୧: ୨୬/୧୧ ମୁମ୍ବାଇ ଆକ୍ରମଣକୁ ଆଜି ୧୧ ବର୍ଷ ପୂରଣ ହୋଇଛି।ଏହି ଆକ୍ରମଣରେ ମୃତାହତ ହୋଇଥିବା ସମସ୍ତ ନିରୀହ ଲୋକଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି କ୍ରିକେଟ ଖେଳାଳି। ଅଧିନାୟକ ବିରାଟ କୋହଲି ମୁମ୍ବାଇ ବିସ୍ଫୋରଣ କଥା ମନେପକାଇଛନ୍ତି।…

ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍‌: ଅତନୁଙ୍କୁ ବ୍ରୋଞ୍ଜ

ବ୍ୟାଙ୍କକ୍‌, ୨୬।୧୧ (ପି.ଟି.)- ଭାରତୀୟ ତୀରନ୍ଦାଜ ଅତନୁ ଦାସ ଏଠାରେ ଚାଲିଥିବା ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ରିକର୍ଭ ବ୍ୟକ୍ତିଗତ ଇଭେଣ୍ଟରେ ଅତନୁ ଏହି ସଫଳତା ପାଇଛନ୍ତି। ଭାରତୀୟ ତୀରନ୍ଦାଜୀ ମହାସଂଘକୁ ବାସନ୍ଦ କରାଯାଇଥିବାରୁ ଅତନୁ ନିରପେକ୍ଷ…

ମୋତେ ଦୁନିଆ ବୋଝ ଭାବୁଛି, ସମ୍ମାନ ମିଳୁନି..ଏତିକି କହି ବିଦାୟ ନେଲେ ଏହି ଖେଳାଳିି

ନୂଆଦିଲ୍ଲୀ,୨୬।୧୧: ଗତ କିଛିଦିନ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌। ଦକ୍ଷିଣ ଆଫିକାରେ ଖେଲାଯାଉଥିବା ମଞ୍ଜାସୀ ଟି-୨୦ ଲିଗ୍‌ରୁ ବିଦାୟ ନେଇଛନ୍ତି। ଏହି ଲିଗ୍‌ରେ ଜୋଜି ଷ୍ଟାର୍ସ ପକ୍ଷରୁ ଖେଳୁଥିବା ଗେଲ୍‌ ଗତ ୬ଟି…

ବଡ ଭାଇ ପରେ ସାନ ଭାଇଙ୍କ ଜଲଓ୍ବା, ୪ ଓଭରରେ ୫ ରନ ଦେଇ ନେଲେ ୩ଟି ଉଇକେଟ୍‌

ସୁରତ,୨୬।୧୧: କିଛି ଦିନ ପୂର୍ବରୁ ବାଂଲାଦେଶ ବିପକ୍ଷ ଟି-୨୦ରେ ହ୍ୟାଟ୍ରିକ୍‌ ନେଇ ଚର୍ଚ୍ଚାର ପରିସରକୁ ଆସିଥିଲେ ଦୀପକ ଚହର। ଦୀପକଙ୍କ ପରେ ଏବେ ତାଙ୍କ ସାନ ଭାଇ ରାହୁଲ ଚହର ମଧ୍ୟ ବୋଲିଂରେ ଜଲଓ୍ବା ଦେଖାଇଛନ୍ତି। ସୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟରେ…

୨୦୧୯ ବିଶ୍ୱକପ୍‌ ସେମିଫାଇନାଲ ପରାଜୟକୁ ନେଇ କୋହଲି କହିଲେ, ମୁଁ ଅହଂକାରୀ ଥିଲି

ନୂଆଦିଲ୍ଲୀ, ୨୬।୧୨: ୨୦୧୯ରେ ଭାରତ ସବୁଫର୍ମାଟରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଇଂଲଣ୍ଡରେ ଆୟୋଜିତ ବିଶ୍ୱକପରେ ଖରାପ ପ୍ରଦର୍ଶନକୁ କେବେ ଭୁଲି ହେବ ନାହିଁ। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ଏପର୍ଯ୍ୟନ୍ତ ଭୁଲିପାରି ନାହାନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏହି ପରାଜୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?