ଖେଳ

ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମି ବିଶ୍ୱସ୍ତରୀୟ: ମାର୍ଟିନ

ଭୁବନେଶ୍ୱର,୮।୯(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ କ୍ରୀଡ଼ା ବିଜ୍ଞାନ ନେଇ ଶନିବାର ଏକ ବକ୍ତୃତାମାଳା ଆୟୋଜନ କରାଯାଇଛି। ଏଥିରେ ଇଂଲଣ୍ଡର ବର୍ମିଂହାମ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ଏକ୍ସରସାଇଜ୍‌ ସାଇନ୍ସର କୋଚିଂ ବିଭାଗର ବରିଷ୍ଠ…

ଆମେରିକୀୟ ଓକିଲଙ୍କ ସହ ସାମିଙ୍କ ପରାମର୍ଶ

ନୂଆଦିଲ୍ଳୀ,୮।୯- ସ୍ତ୍ରୀ ହସିନ ଜାହାଁ ଘରୋଇ ହିଂସା ନେଇ ଦାଏର କରିଥିବା କେସ୍‌ର ସମ୍ମୁଖୀନ ହେବା ପାଇଁ ଭାରତୀୟ ତାରକା ଦ୍ରୁତ ବୋଲର ମହମ୍ମଦ ସାମି ଆଇନଗତ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆମେରିକୀୟ ଆଇନଜୀବୀ ସଲିମ ରହମାନଙ୍କ ସହ ସେ କ୍ରମାଗତ…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଜାକିର, ଜିତେନ, ରାକେଶ, ରାଜାଙ୍କ ଦମ୍‌ଦାର ପ୍ରଦର୍ଶନ

ଭୁବନେଶ୍ୱର, ୮।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଶନିବାର ତୃତୀୟ ଦିବସରେ ପହଞ୍ଚତ୍ଛି। ଶନିବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଜଗଦୀଶ ମହାନ୍ତି ୩-୨ରେ ଶରଦ ବେହେରାଙ୍କୁ ପରାସ୍ତ କରିଛନ୍ତି। ସେହିପରି ଜାକିର ଖାଁ ୩-୦ରେ…

ଆଶେସ ଚତୁର୍ଥ ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମାଞ୍ଚେଷ୍ଟର, ୮।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଆଶେସ ଟେଷ୍ଟ ନିର୍ଣ୍ଣାୟକ ମୋଡରେ ପହଞ୍ଚିଛି। ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌ ଜିତି…

ଫୁଟବଲ ଖେଳାଳି ଇଟୋଙ୍କ ଅବସର

ପ୍ୟାରିସ, ୭ା୯ (ଏଏଫ୍‌ପି)-କାମେରୁନ୍‌ର ୪ଥର ଆଫ୍ରିକାନ ପ୍ଲେୟର ଅଫ୍‌ ଦି ଇୟର ସାମୁଏଲ ଇଟୋ ଶନିବାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ୩୮ବର୍ଷୀୟ ଏହି ଷ୍ଟ୍ରାଇକର ତାଙ୍କ କ୍ୟାରିୟରରେ ବାର୍ସିଲୋନା, ଇଣ୍ଟର ମିଲାନ ଏବଂ ଚେଲ୍‌ସି ଦଳ ତରଫରୁ ପ୍ରତିନିଧିତ୍ୱ କରିଛନ୍ତି।…

ଦୁଲୀପ ଟ୍ରଫି: ଇଣ୍ଡିଆ ରେଡ୍‌ ଚାମ୍ପିୟନ

ବେଙ୍ଗାଲୁରୁ,୭।୯(ପି.ଟି.)-ବିଦର୍ଭ ସ୍ପିନର ଅକ୍ଷୟ ଓ୍ବାଖରେଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଣ୍ଡିଆ ରେଡ୍‌ ଦୁଲୀପ ଟ୍ରଫି ଟାଇଟଲ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳଯାଇଥିବା ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ରେଡ ଏକ ଇନିଂସ ଓ ୩୮ ରନରେ ଇଣ୍ଡିଆ…

ପହଞ୍ଚିଲା ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୭।୯(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଦଳ ଶନିବାର ଭାରତରେ ପହଞ୍ଚିଛି। ଭାରତ ଫେରି ମୁଁ ଉତ୍ସାହିତ ଅଛି। ପୁଣି କ୍ରିକେଟ ଖେଳିବା ପାଇଁ ଲକ୍ଷ୍ୟ ରଖିଥିବା ଟୁଇଟ୍‌ କରି ଜଣାଇଛନ୍ତି ପେସର କାଗିସୋ ରବାଡା। ଦକ୍ଷିଣ…

କୋମାରେ ଆମେରିକାନ ରେସ୍‌ର

କୋମାରେ ଆମେରିକାନ ରେସ୍‌ର ମୋଞ୍ଜା,୭।୯: ଆମେରିକାନ-ଇକ୍ୱାଡରିଆନ ଫର୍ମୁଲା ଟୁ ରେସର ଜୁଆନ ମାନୁଏଲ କୋରେଆ ଗତ ସପ୍ତାହରେ ବେଲଜିୟମଠାରେ ଦୁର୍ଘଟଣାର ଶିକାର ହୋଇଥିଲେ। ଉକ୍ତ ଦୁର୍ଘଟଣାରେ ଫ୍ରେଞ୍ଚ ଡ୍ରାଇଭର ଆନ୍ଥୋନୀ ହବର୍ଟଙ୍କ ମୃତ୍ୟୁ ଘଟିଥିଲା। ଏବେ ଶ୍ୱାସକ୍ରିୟ କ୍ଷୀଣ ହେବାରୁ କୋରେଆ…

ସ୍ବପ୍ନ ରହିଗଲା ଅଧା, ହେଲେ ବିଶ୍ୱାସ ମରି ନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୭।୯- ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟାନ-୨ ଲ୍ୟାଣ୍ଡର ‘ବିକ୍ରମ’କୁ ଚନ୍ଦ୍ର ପୃଷ୍ଠରେ ଅବତାର କରାଇପାରି ନାହିଁ। ଲକ୍ଷ୍ୟ ସ୍ଥଳଠାରୁ ୨.୧ କିମି ଦୂରରେ ଥିବାବେଳେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ପ୍ରୋଜେକ୍ଟରେ…

ମାଲିଙ୍ଗାଙ୍କ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ପାଲେକେଲେ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ଟି୨୦ ମ୍ୟାଚ୍‌ରେ କ୍ରମାଗତ ୪ ବଲରେ ୪ ଉଇକେଟ ନେଇଥିବା ଭେଟେରାନ ଶ୍ରୀଲଙ୍କା ପେସର ଲାସିଥ ମାଲିଙ୍ଗାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି ଦେଖିବାକୁ ମିଳିଛି। ସେ ପୂର୍ବାପେକ୍ଷା ୨୦ ସୋପାନ ଉପରକୁ ଆସି ୨୧ତମ ସ୍ଥାନ…

ବାର୍ସିଲୋନା ଛାଡ଼ିପାରିବେ ମେସି

ମାଡ୍ରିଡ୍‌, ୭।୯(ଏଏଫ୍‌ପି)- ସ୍ପାନିଶ ଦଳ ଆର୍ଜେଣ୍ଟିନା ଖେଳାଳି ଲିଓନେଲ ମେସିଙ୍କ ଭବିଷ୍ୟତ ନେଇ ଚିନ୍ତିତ ନୁହନ୍ତି ବାର୍ସିଲୋନା ସଭାପତି ଯୋସେପ ମାରିଆ ବାର୍ଟୋମେ। ମେସି ଚଳିତ ସିଜନ ଶେଷରେ କ୍ଲବ ଛାଡ଼ିପାରିବେ। ୫ ଥର ବାଲୋନ ଡି’ଅର ପୁରସ୍କାର ପ୍ରାପ୍ତ ୨୦୧୭ରେ…

୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ନିକଟତର ନାଡାଲ

ନ୍ୟୁୟର୍କ,୭।୯- କିମ୍ବଦନ୍ତୀ ରାଫାଲ ନାଡାଲ ଏଠାରେ ରବିବାର ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ। ୟୁଏସ୍‌ ଓପନ ଫାଇନାଲରେ ସେ ଇଟାଲୀ ମାଟ୍ଟେଓ ବରେଟିନିଙ୍କୁ ହରାଇ ଦେଇଛନ୍ତି। ୩୩ ବର୍ଷୀୟ ସ୍ପାନିଶ ଖେଳାଳି ମ୍ୟାଚ୍‌କୁ ୭-୬(୮/୬), ୬-୪, ୬-୧ ସେଟ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri