ଦୁଲୀପ ଟ୍ରଫି ଫାଇନାଲ: ଇଶ୍ୱରଙ୍କ ଶତକ, ଦୃଢ଼ ସ୍ଥିତିରେ ଇଣ୍ଡିଆ ରେଡ୍
ବେଙ୍ଗାଲୁରୁ,୬।୯(ପି.ଟି.): ବେଙ୍ଗଲ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଈଶ୍ୱରନଙ୍କ ଦମ୍ଦାର ଶତକ ସହାୟତାରେ ଇଣ୍ଡିଆ ଗ୍ରୀନ୍ ବିପକ୍ଷ ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍ରେ ଇଣ୍ଡିଆ ରେଡ୍ ତା’ର ସ୍ଥିତି ଦୃଢ଼ କରିଛି। ସ୍ଥାନୀୟକ ଏମ୍. ଚିନ୍ନସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଦୁଲୀପ ଟ୍ରଫି ଫାଇନାଲ…
ଆଫଗାନିସ୍ତାନ ସ୍ଥିତି ଦୃଢ଼
ଚିଟାଗଙ୍ଗ,୬।୯- ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଆଫଗାନିସ୍ତାନ ଦଳ ଦୃଢ଼ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଆଫଗାନିସ୍ତାନ ୩୪୨ ରନ୍ କରିଥିବାବେଳେ ବାଂଲାଦେଶ ୮ ଉଇକେଟ ହରାଇ ୧୯୪ ରନ୍ କରିଛି।…
ରାଜ୍ୟ ଆସୋସିଏଶନ ନିର୍ବାଚନ ପାଇଁ ତାରିଖ ଘୁଞ୍ଚାଇଲା ବିସିସିଆଇ
ମୁମ୍ବାଇ,୬।୯(ପିଟି)- ସୁପ୍ରିମକୋର୍ଟଙ୍କ ଦ୍ୱାରା ବିସିସିଆଇ ପରିଚାଳନା ପାଇଁ ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଶୁକ୍ରବାର ରାଜ୍ୟ ଶାଖାଗୁଡ଼ିକର ନିର୍ବାଚନ ଶେଷ କରିବାର ଅନ୍ତିମ ତାରିଖକୁ ଦୁଇ ସପ୍ତାହ ଘୁଞ୍ଚାଇ ଦେଇଛି। ଫଳରେ ରାଜ୍ୟ ଆସୋସିଏଶନଗୁଡ଼ିକୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ପାଇଁ…
ଦକ୍ଷିଣ ଆଫ୍ରିକାରେ ମହିଳା ଟି୨୦ ସୁପର ଲିଗ୍ ଆରମ୍ଭ
ଜୋହାନ୍ସବର୍ଗ,୬।୯- ଆଗାମୀ ବର୍ଷ ହେବାକୁ ମହିଳା ଟି୨୦ ବିଶ୍ୱକପ୍ ପୂର୍ବରୁ ଦଳ ପ୍ରସ୍ତୁତ କରିବା ପାଇଁ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ) ଟକ୍ସ କ୍ରିକେଟ କ୍ଲବହାଉସଠାରେ ମହିଳା ଟି୨୦ ସୁପର ଲିଗ୍ ଆରମ୍ଭ କରିଛି। ୪ ଦଳକୁ ନେଇ ଶୁକ୍ରବାରଠାରୁ ଆରମ୍ଭ…
ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର
ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ମୁଖ୍ୟ ଚିନ୍ତାର କାରଣ। ଗୁରୁବାରଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଦକ୍ଷିଣ…
ଅନ୍ଧବିଶ୍ୱାସୀ ଥିଲେ ସଚିନ
କ୍ରିକେଟ ଇତିହାସର ସବୁଠୁ ବଡ଼ ନାମ ସଚିନ ତେନ୍ଦୁଲକର। ଦିନିକିଆ ହେଉ କିମ୍ବା ଟେଷ୍ଟ ଫର୍ମାଟର ପ୍ରାୟ ସମସ୍ତ ରେକର୍ଡ ତାଙ୍କ ନାମରେ ରହିଛି। ନିଜର ପ୍ରତିଭା ଓ ଧୈର୍ଯ୍ୟ ଯୋଗୁ ସଫଳତା ପାଇଥିଲେ ମଧ୍ୟ ତାଙ୍କର ଅନ୍ଧବିଶ୍ୱାସ ଥିଲା। ୨୪…
ବଳାତ୍କାର ଅଭିଯୁକ୍ତ କୋଚ୍ଙ୍କୁ ବ୍ୟାନ କଲା ଏସ୍ଏଫ୍ଆଇ
ନୂଆଦିଲ୍ଲୀ,୬।୯(ପିଟି): ସୁଇମିଂ ଫେଡେରେଶନ ଅଫ୍ ଇଣ୍ଡିଆ (ଏସ୍ଏଫ୍ଆଇ) ଶୁକ୍ରବାର ଗୋଆ ଆସୋସିଏଶନ ଦ୍ୱାରା ବିଦା ହୋଇଥିବା କୋଚ୍ ସୁରଜିତ ଗାଙ୍ଗୁଲିଙ୍କୁ ବାସନ୍ଦ କରିଛି। ଗୋଆ ସୁଇମିଂ ଆସୋସିଏଶନ (ଜିଏସ୍ଏ)ରେ କୋଚ୍ ଭାବେ କାର୍ଯ୍ୟ କରୁଥିବା ଗାଙ୍ଗୁଲି ତାଙ୍କ ନିକଟରେ ଟ୍ରେନିଂ ନେଉଥିବା…
ଟେଷ୍ଟରୁ ନବୀଙ୍କ ଅବସର ଘୋଷଣା
ଚିଟାଗଙ୍ଗ,୬।୯: ଚଳିତ ବାଂଲାଦେଶ ବିପକ୍ଷ ଟେଷ୍ଟ ମ୍ୟାଚ୍ ପରେ ଆଫଗାନିସ୍ତାନ ଅଲରାଉଣ୍ଡର ମହମ୍ମଦ ନବୀ ଲମ୍ବା ଫର୍ମାଟରୁ ଅବସର ନେବେ। ଏ ନେଇ ଆଫଗାନିସ୍ତାନ ଟିମ୍ ମ୍ୟାନେଜର ନାଜିମ ଜର ଅବଦୁରାହିମଜାଇ ସ୍ପଷ୍ଟ କରିଛନ୍ତି। ଧଳା ବଲ କ୍ରିକେଟରେ ଅଧିକ ସକ୍ରିୟ…
ଫାଇନାଲରେ ସେରେନା-ଆଣ୍ଡ୍ରିସ୍କୁ
ନ୍ୟୁୟର୍କ,୬।୯:କାନାଡାର ଟିନ୍ ଏଜ୍ ଖେଳାଳି ବିୟାଙ୍କା ଆଣ୍ଡ୍ରିସ୍କୁଙ୍କ ସଫଳତାର ଦୌଡ଼ ଏଠାରେ ଚାଲିଥିବା ୟୁଏସ୍ ଓପନରେ ଜାରି ରହିଛି। ସେ ସେମିଫାଇନାଲରେ ବେଲିଣ୍ଡା ବେନକିକ୍ଙ୍କୁ ୭-୬ (୭/୩), ୭-୫ ସେଟ୍ରେ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଚଳିତ ସିଜନରେ ଇଣ୍ଡିଆନ ଓ୍ବେଲ୍ସ…
ସ୍ମିଥ୍ଙ୍କ ଦ୍ୱିଶତକ
ମାଞ୍ଚେଷ୍ଟର, ୬ା୯ (ଏଏଫ୍ପି)-ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍ ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ପରେ ଇଂଲଣ୍ଡ ବିପକ୍ଷ ଚଳିତ ଆଶେସ ସିରିଜରେ ତାଙ୍କ ପ୍ରଭାବୀ ବ୍ୟାଟିଂ ଜାରି ରଖିଛନ୍ତି। ଓଲ୍ଡ ଟ୍ରାଫୋର୍ଡଠାରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ସ୍ମିଥଙ୍କ ଦ୍ୱିଶତକ ସହାୟତାରେ…
ନାଡାଲ ସେମିଫାଇନାଲରେ
ନ୍ୟୁୟର୍କ, ୬|୯ (ଏଏଫ୍ପି)-ରାଫାଲ ନାଡାଲ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୨୦ତମ ସିଡ୍ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ବିପକ୍ଷରେ ୬-୪, ୭-୫, ୬-୨ ସେଟ୍ରେ ବିଜୟ ହାସଲ କରିଛନ୍ତି। ଏଠାରେ ୩ ଥର…
ଦୁଲୀପ୍ ଟ୍ରଫି ଫାଇନାଲ: ଈଶ୍ୱରନଙ୍କ ଶତକ: ଦୃଢ଼ସ୍ଥିତିରେ ଇଣ୍ଡିଆ ରେଡ୍
ବେଙ୍ଗାଲୁରୁ, ୬।୯ (ପି.ଟି.)- ଓପନର୍ ଅଭିମନ୍ୟୁ ଈଶ୍ୱରନଙ୍କ ଅପରାଜିତ ଶତକୀୟ ଇନିଂସ ବଳରେ ଇଣ୍ଡିଆ ଗ୍ରୀନ୍ ବିପକ୍ଷରେ ଚାଲିଥିବା ଦୁଲୀପ୍ ଟ୍ରଫି ଫାଇନାଲରେ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍ ଦୃଢ଼ସ୍ଥିତିରେ ରହିଛି। ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଏହି…
Archives


