ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ୍ : ସାତ୍ତ୍ୱିକ୍- ଚିରାଗଙ୍କୁ ଡବଲ୍ଡ ଟାଇଟଲ
ବ୍ୟାଙ୍କକ୍,୪।୮: ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍ ସୁପର ୫୦୦...
ଟି୨୦: ଭାରତ ପାକିସ୍ତାନ ବିଶ୍ୱ ରେକର୍ଡର ସମକକ୍ଷ
ନୂଆଦିଲ୍ଲୀ, ୪।୮(ପି.ଟି.): ଶନିବାର ଫ୍ଲୋରିଡାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିବା ପରେ ଭାରତ ପାକିସ୍ତାନ ହାସଲ କରିଥିବା ଏକ ବିରଳ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ପାକିସ୍ତାନ ଏକମାତ୍ର ଦଳ ଭାବେ...
ଇର୍ଫାନ, ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଛାଡିଯିବାକୁ କୁହାଗଲା
ନୂଆଦିଲ୍ଲୀ,୪।୮: ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ ଓ ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଯଥାଶୀଘ୍ର ଛାଡିଯିବାକୁ କୁହାଯାଇଛି। କାଶ୍ମୀର ଉପତ୍ୟାକାରେ ଦେଖାଦେଇଥିବା ହିଂସା ଜନିତ ଅସ୍ଥିରତାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ତରଫରୁ ସିକ୍ୟୁରିଟି ଆଡଭାଇଜରୀ ବା ସୁରକ୍ଷା ଜନିତ...
ଭାରତ ପାଇଁ ଖେଳିବି ବୋଲି ଭାବି ନ ଥିଲି : ସଇନି
ଲଡରହିଲ(ଆମେରିକା),୪।୮(ପି.ଟି.): ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ବେଶ୍ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ପଦାର୍ପଣ କରି...
ଓ୍ବାଶିଂଟନ ଫାଇନାଲରେ କିର୍ଗିୟସ୍
ଓ୍ବାଶିଂଟନ,୪।୮(ଏଏଫ୍ପି): ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ନିକ୍ ଗିର୍ଗିୟସ୍ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍ରେ କିର୍ଗିୟସ ଟପ୍ ସିଡ ଗ୍ରୀସ୍ର ଷ୍ଟିଫାନୋସ ସିଟ୍ସିପାସଙ୍କୁ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗର...
ଦ୍ୱିତୀୟ ଅନ୍ଅଫିସିଆଲ ଟେଷ୍ଟ: ଭାରତ-ଏ’ର ସହଜ ବିଜୟ
ପୋର୍ଟ ଅଫ୍ ସ୍ପେନ୍,୪।୮(ପି.ଟି.)- ଅଫ୍ ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ୫ ଉଇକେଟ ସଫଳତା ଏବଂ ମୟଙ୍କ ଅଗ୍ରଓ୍ବାଲ, ପ୍ରିୟଙ୍କ ପଞ୍ଜଲ, ଅଭିମନ୍ୟୁ ଈଶ୍ୱରନ ଓ ଅନମୋଲପ୍ରୀତ୍ ସିଂଙ୍କ ଅର୍ଦ୍ଧଶତକ ବଳରେ ଭାରତ-ଏ ଏଠାରେ ଅନୁଷ୍ଠିତ ୨ୟ ଅନ୍ଅଫିସିଆଲ ମ୍ୟାଚ୍ରେ ଘରୋଇ...
ଗୋଟିଏ ଓଭରରୁ ଗେଲ୍ଙ୍କ ୩୨ ରନ ସଂଗ୍ରହ
ବ୍ରମ୍ପଟନ (କାନାଡା), ୪।୮- ପାକିସ୍ତାନ ଲେଗ୍-ସ୍ପିନର ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍ ସଂଗ୍ରହ କରିଛନ୍ତି ଦୁର୍ଦ୍ଧର୍ଷ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍। ଏଠାରେ ଚାଲିଥିବା ଗ୍ଲୋବାଲ ଟି୨୦ ଲିଗ୍ରେ ଭାଙ୍କୋଭର ନାଇଟ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଗେଲ୍...
ରେକର୍ଡ ସହ ଭର୍ଷ୍ଟାପେନ୍ଙ୍କ ପୋଲ ପୋଜିଶନ
ହଙ୍ଗାରୋରିଂ (ହଙ୍ଗେରୀ), ୪ା୮ (ଏଏଫ୍ପି)-ରେକର୍ଡ ବ୍ରେକିଂ ସ୍ପିଡ୍ ସହ ରେଡ୍ବୁଲ୍ର ମାକ୍ସ ଭର୍ଷ୍ଟାପେନ୍ ଫର୍ମୁଲାଓ୍ବାନ୍ରେ ତାଙ୍କ ବହୁ ପ୍ରତିକ୍ଷିତ ପ୍ରଥମ ପୋଲ ପୋଜିଶନ ହାସଲ କରିଛନ୍ତି। ଶନିବାର ହଙ୍ଗେରିଆନ ଗ୍ରାଁ ପ୍ରିର କ୍ୱାଲିଫାଇଙ୍ଗ ସେସନ ଅନୁଷ୍ଠିତ ହୋଇଥିଲା। ଡ୍ରାଇଭରମାନଙ୍କ ମଧ୍ୟରେ...
ଜୟପୁର ପିଙ୍କ୍ ପାନ୍ଥର୍ସ ବିଜୟୀ
ପାଟନା, ୪ା୮ (ପି.ଟି.)-ଚଳିତ ଭିଭୋ ପ୍ରୋ-କବାଡ଼ି ସିଜନ-୭ରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଜୟପୁର ପିଙ୍କ୍ ପାନ୍ଥର୍ସ ବିଜୟ ଲାଭ କରିଛି। ଦଳ ୩୪-୨୧ରେ ପାଟନା ପାଇରେଟ୍ସକୁ ପରାସ୍ତ କରିଛି। ମ୍ୟାଚରେ ସନ୍ଦୀପ ଧୂଲ ଏବଂ ଅମିତ ହୁଦାଙ୍କ ନେତୃତ୍ୱରେ ପିଙ୍କ୍...
ଲଭ୍ଲିନା, ନୀରଜ ଜିତିଲେ ସ୍ବର୍ଣ୍ଣ
ନୂଆଦିଲ୍ଲୀ, ୪ା୮ (ପି.ଟି.)-ରୁଷିଆର କାସ୍ପିସ୍କଠାରେ ଚାଲିଥିବା ମାଗୋମ୍ଡ ସଲାମ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ଭଲ ପ୍ରଦର୍ଶନ କରିଛନ୍ତି। ଶନିବାର ଲଭ୍ଲିନା ବୋର୍ଗୋହେନ୍ ଏବଂ ନୀରଜ ସ୍ବର୍ଣ୍ଣ ଜିତିଥିବାବେଳେ ଗୌରବ ସୋଲାଙ୍କି ରୌପ୍ୟ ଜିତିଛନ୍ତି। ଟୁର୍ନାମେଣ୍ଟରେ...
ଏଆଇଟିଏ ର଼୍ୟାଙ୍କିଙ୍ଗ୍ ଟୁର୍ନାମେଣ୍ଟ: ମହମ୍ମଦ ଫହାଦ ଚାମ୍ପିୟନ
ଚେନ୍ନାଇ, ୪।୮(ପି.ଟି.)- ସ୍ଥାନୀୟ କ୍ରିଷ୍ଣନ୍ ଟେନିସ ସେଣ୍ଟରରେ ଅନୁଷ୍ଠିତ ହୋଇଥିବା ପୁରୁଷ ଏଆଇଟିଏ ର଼୍ୟାଙ୍କିଙ୍ଗ୍ ଟୁର୍ନାମେଣ୍ଟରେ ସ୍ଥାନୀୟ ଖେଳାଳି ମହମ୍ମଦ ଫହାଦ ଟାଇଟଲ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍ରେ ସେ ଗୁଜରାଟ୍ର ମେଘ୍ ଭାର୍ଗଭ...
ଏସିଆନ୍ ଗେମ୍ସ ତ୍ରୁଟି ଦୋହରାଇବୁନି: ଲାଲରେମ୍ସିଆମି
ବେଙ୍ଗାଲୁରୁ,୪।୮(ପି.ଟି.)- ଟୋକିଓ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବାରେ ଆମେ ସକ୍ଷମ ହେବୁ ବୋଲି ଭାରତୀୟ ମହିଳା ହକି ଦଳ ଫରଓ୍ବାର୍ଡ ଲାଲରେମସିଆମି ବିଶ୍ୱାସର ସହିତ କହିଛନ୍ତି। ଗତବର୍ଷ ଏସିଆନ୍ ଗେମ୍ସରେ ଭାରତ ଫାଇନାଲରେ ଜାପାନଠାରୁ ୧-୨ ଗୋଲରେ...
Archives


