ରୋନାଲ୍ଡୋଙ୍କ ରେକର୍ଡ
ଲିସବନ,୫।୯- ଜୁଭେଣ୍ଟସ ଫରଓ୍ବାର୍ଡ କ୍ରିଷ୍ଟିଆନୋ ରୋନାଲ୍ଡୋ ଦଶମ ଥର ପାଇଁ ଚଳିତ ବର୍ଷର ଶ୍ରେଷ୍ଠ ପର୍ତ୍ତୁଗୀଜ ଖେଳାଳି ପୁରସ୍କାର ହାସଲ କରିଛନ୍ତି। ଆଟଲେଟିକୋ ମାଡ୍ରିଡ୍ର ଜୋଆଓ ଫେଲିକ୍ସ ଓ ମାଞ୍ଚେଷ୍ଟର ସିଟିର ବର୍ନାଡୋ ସିଲ୍ଭାଙ୍କୁ ପଛରେ ପକାଇ ଏହି ସଫଳତା ପାଇଛନ୍ତି।…
ଅଲୋଡ଼ା ତାଲିକାରେ ଓ୍ବାର୍ନର
ମାଞ୍ଚେଷ୍ଟର,୫।୯: ଚଳିତ ଆଶେସ ସିରିଜ୍ରେ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନରଙ୍କ ଖରାପ ଫର୍ମ ଜାରି ରହିଛି। ସେ ଏଠାରେ ଖେଳାଯାଉଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ଖାତା ଖୋଲିବା ପୂର୍ବରୁ ଆଉଟ୍ ହୋଇଛନ୍ତି। ଷ୍ଟୁଆର୍ଟ ବ୍ରଡଙ୍କ ଅଫ୍…
୧୦ ମିନିଟ୍ରେ ବିକ୍ରି ହେଲା ଫେଡରର-ନାଡାଲଙ୍କ ସମସ୍ତ ମ୍ୟାଚ୍ ଟିକେଟ
ଜୋହାନ୍ସବର୍ଗ,୫।୯(ଏଏଫ୍ପି)- ଟେନିସ ଇତିହାସର ଦୁଇ କିମ୍ବଦନ୍ତୀ ରୋଜର ଫେଡରର ଓ ରାଫାଲ ନାଡାଲଙ୍କ ମ୍ୟାଚ୍ ଉପଭୋଗ କରିବା ଲାଗି ବିଶ୍ୱର ଟେନିସ ପ୍ରଶଂସକମାନେ ସର୍ବଦା ଅପେକ୍ଷା କରି ରହିଥାନ୍ତି। ଏହି ଦୁଇ ଷ୍ଟାର ଖେଳାଳିଙ୍କ ମଧ୍ୟରେ ଆଗାମୀ ଫେବୃୟାରୀ ୭ତାରିଖରେ ହେବାକୁ…
ଭାରତୀୟ କ୍ରିକେଟ ଖେଳାଳିଙ୍କ ଗୁରୁ, ଯାହାଙ୍କ ବିନା ସଫଳତା ପାଇବା ଥିଲା ଅସମ୍ଭବ
ଆଜି ସେପ୍ଟେମ୍ବର ୫ ତାରିଖ, ଗୁରୁ ଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି। କୁହାଯାଏ, ଜଣେ ଗୁରୁଙ୍କ ବିନା ଜୀବନରେ ସଫଳତା ପାଇବା…
ଆଶାରାମ ବାପୁ, ରାମରହିମ୍ ଜେଲ୍ ଯାଇଛନ୍ତି,ଶାମି ବି ଯିବେ: ହାସିନ୍ ଜହାନ
କୋଲକାତା,୫।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍ ପେସ ବୋଲର ମହମ୍ମଦ ଶାମିଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି ହୋଇଛି। ଶାମିଙ୍କ ପତ୍ନୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ…
‘କୋହଲି ନୁହେଁ, ଏବେ ବି ଧୋନୀ ଶ୍ରେଷ୍ଠ ଅଧିନାୟକ’
ନୂଆଦିଲ୍ଲୀ,୫।୯:ଓ୍ବେଷ୍ଟଇଣ୍ଡିଜରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ କେବଳ ଟେଷ୍ଟ ସିରିଜ୍ ଜିତିନାହିଁ ବରଂ ଟେଷ୍ଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାର ମଧ୍ୟ ସୌଭାଗ୍ୟଲାଭ କରିଛନ୍ତି ସେ। ବିରାଟ ୪୮ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇ ୨୮ଟି ବିଜୟ…
ଦୁଲୀପ୍ ଟ୍ରଫି ଫାଇନାଲ: ଇଣ୍ଡିଆ ଗ୍ରୀନର ବ୍ୟାଟିଂ ବିପର୍ଯ୍ୟୟ
ବେଙ୍ଗାଲୁରୁ, ୫।୯ (ପି.ଟି.)- ଘରୋଇ କ୍ରିକେଟ୍ର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ଦୁଲୀପ୍ ଟ୍ରଫିର ଫାଇନାଲ ମ୍ୟାଚ୍ ଇଣ୍ଡିଆ ଗ୍ରୀନ୍ ଓ ଇଣ୍ଡିଆ ରେଡ୍ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆରମ୍ଭ ହୋଇଛି। ପିଙ୍କ୍ ବଲ୍ରେ ଖେଳାଯାଉଥିବା ଏହି ପାଞ୍ଚଦିବସୀୟ…
ଏଫଆଇଏଚ୍ ପ୍ରୋ ଲିଗ୍: ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ
ନୂଆଦିଲ୍ଲୀ, ୫।୯(ପି.ଟି.)- ଏଫଆଇଏଚ୍ ପ୍ରୋ ଲିଗ୍ରେ ଭାରତୀୟ ପୁରୁଷ ହକି ଦଳ ଆସନ୍ତାବର୍ଷ ଜାନୁୟାରୀ୧୮ରେ ଏହାର ପ୍ରଥମ ମ୍ୟାଚ ଘରୋଇ ପରିବେଶରେ ଖେଳିବ। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେବ ନେଦରଲାଣ୍ଡ୍ସ। ଏଫଆଇଏଚ୍ ପ୍ରୋ ଲିଗ୍ ସିଜନ-୨ ପାଇଁ ବୁଧବାର ଘୋଷିତ କାର୍ଯ୍ୟସୂଚୀ…
ଚତୁର୍ଥ ଅନ୍ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା
ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍ ଅଫିସିଆଲ ଦିନିକିଆ ମ୍ୟାଚ୍ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ ଗୁରବାରକୁ…
ୟୁଏସ୍ ଓପନ୍: ବିପର୍ଯ୍ୟୟ: କ୍ୱାର୍ଟରରୁ ଫେଡରରଙ୍କ ବିଦାୟ
ନ୍ୟୁୟର୍କ, ୫।୯ (ଏଏଫ୍ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍ ଓପନ୍ର କ୍ୱାର୍ଟର ଫାଇନାଲରେ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା କିମ୍ବଦନ୍ତୀ ସୁଇଜରଲାଣ୍ଡ ଟେନିସ ଖେଳାଳି ରୋଜର ଫେଡରର କ୍ୱାର୍ଟର…
ଚାଇନିଜ ତାଇପେ ଓପନ୍: ଦ୍ୱିତୀୟ ରାଉଣ୍ଡରେ ସୌରଭ
ତାଇପେଇ, ୫।୯ (ପି.ଟି.)- ପୂର୍ବତନ ଚାମ୍ପିୟନ ସୌରଭ ବର୍ମା ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୫ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନିଜ ତାଇପେଇ ଓପନ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ…
ଅନୁପମାଙ୍କ ପାଇଁ ଏସିଆନ ଗେମ୍ସ ସମ୍ଭାବନା; ଓଡ଼ିଶା ଜୁଜୁଟ୍ସୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୫।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗ୍ ଜୁଠାରେ ଅନୁଷ୍ଠିତ ବିଶ୍ୱ ମାର୍ଶାଲ ଆର୍ଟର ଅଲିମ୍ପିକ୍ ଭାବେ ବିବେଚିତ ହେଉଥିବା ମାଷ୍ଟରଶିପ୍ ପ୍ରତିଯୋଗିତାର ଜୁଜୁଟ୍ସୁ ଫାଇଟିଂ(କଣ୍ଟାକ୍ଟ )ରେ ବ୍ରୋଞ୍ଜ ପଦକ ଜିତିଥିବା ଅନୁପମା ଓଡ଼ିଶା ଫେରି ଆସିଛନ୍ତି। ପ୍ରଦର୍ଶନ ଆଧାରରେ ସେ…
Archives


