ଶୀତଦିନେ ଆୟୋଜନ ହେବ ଫିଫା ବିଶ୍ୱକପ
ଦୋହା,୫।୯(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍ ଶୀତଦିନରେ ଆୟୋଜନ ହେବା ନେଇ ପ୍ରାକ୍ ସୂଚନା ମିଳିଛି। ବିଶ୍ୱକପ୍ର ଲୋଗୋ ଉନ୍ମୋଚନରୁ ଏହା ଜଣାପଡୁଛି। କାତାରରେ ଏହି ବିଶ୍ୱକପ୍ ଆୟୋଜନ ନେଇ ପୂର୍ବରୁ ଏକାଧିକ ବାର ବିବାଦ ସୃଷ୍ଟି ହୋଇଥିଲା। ଏହି ମୋଗା ଇଭେଣ୍ଟ…
ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍ଙ୍କ ଅର୍ଦ୍ଧଶତକ
ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।…
ଇଷ୍ଟ ଜୋନ୍ ସ୍ନୁକର ଚାମ୍ପିୟନଶିପ୍: ଭାଗନେବେ ୭୦ରୁ ଊର୍ଦ୍ଧ୍ୱ ଖେଳାଳି
ଭୁବନେଶ୍ୱର, ୫।୯(ପି.ଟି.)- ଫାଲକନ ଚିଲିକା ଫ୍ରେଶ୍ ଆନୁକୂଲ୍ୟରେ ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଷ୍ଟ ଜୋନ୍ ସ୍ନୁକର ଚାମ୍ପିୟନଶିପ୍। ଏହି ପ୍ରତିଯୋଗିତା ୧୪ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପଡୋଶୀ ରାଜ୍ୟ…
ଦୁଲୀପ୍ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର
ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍ ପ୍ରତିଯୋଗିତା ଦୁଲୀପ୍ ଟ୍ରଫିର ଫାଇନାଲ ମ୍ୟାଚ୍ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…
ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ
ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍ ବିଶ୍ୱକପ୍ ବିଜୟୀ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍ଜୀ ଦଳ ପାଇଁ ୯ଟି ସିଜନ…
ଡୋନାଲ୍ଡ, ଲିଲି, ଓ୍ବାକରଙ୍କଠାରୁ ଆଗରେ ବୁମରା
ନୂଆଦିଲ୍ଲୀ,୪।୯: ଭାରତୀୟ ପେସର ଯଶପ୍ରୀତ ବୁମରା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ରେ ନିଜର ସମ୍ପୂର୍ଣ୍ଣ କ୍ଲାସ ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍ରେ ୯.୨୩ ହାରରେ ମୋଟ ୧୩ ଉଇକେଟ ନେଇଛନ୍ତି। ମାତ୍ର ୨୧ ମାସର…
ମିସ୍ବା ପାକିସ୍ତାନ ଦଳର ମୁଖ୍ୟ କୋଚ୍
ଲାହୋର,୪।୯(ଏଏଫ୍ପି): ପାକିସ୍ତାନ ବୁଧବାର ପୂର୍ବତନ ଅଧିନାୟକ ମିସ୍ବା ଉଲ ହକ୍ଙ୍କୁ ମୁଖ୍ୟ କୋଚ୍ ଓ ମୁଖ୍ୟ ଚୟନକର୍ତ୍ତା ପଦରେ ନିଯୁକ୍ତ କରିଛି। କ୍ରିକେଟ ପାଗଳ ଦେଶ ପାକିସ୍ତାନ ୨୦୧୯ ଆଇସିସି ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲା। ଏଥିଯୋଗୁ କୋଚ୍…
ଅଶ୍ୱିନଙ୍କୁ ଛାଡ଼ିବ କିଙ୍ଗ୍ସ ଏକାଦଶ
ନୂଆଦିଲ୍ଲୀ,୪।୯(ପିଟି): ଆଇପିଏଲର ଆଗାମୀ ସଂସ୍କରଣରେ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି) ଛାଡ଼ିବା ନେଇ ସ୍ପଷ୍ଟ କରିଛି। ସେ ଗତ ଦୁଇ ସିଜନ ଲାଗି ପଞ୍ଜାବ ଦଳର ଅଧିନାୟକ ଥିଲେ। ୨୦୧୮ ଓ ୧୯ରେ ପଞ୍ଜାବ ଦଳ…
ଜିମ୍ବାଓ୍ବେ ଅଧିନାୟକ ମାସକାଡ୍ଜାଙ୍କ ଅବସର ଘୋଷଣା
ହରାରେ,୪।୯: ଜିମ୍ବାଓ୍ବେ କ୍ରିକେଟ ଦଳର ଅଧିନାୟକ ହାମିଲଟନ ମାସକାଡ୍ଜା ୧୮ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରକୁ ଅନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବାଂଲାଦେଶରେ ହେବାକୁ ଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍ ତାଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ଇଭେଣ୍ଟ ହେବ ବୋଲି ସେ ଘୋଷଣା…
ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ ସେ ପ୍ରେରଣା। ସଚିନଙ୍କ ବ୍ୟାଟିଂ ବିଶ୍ୱର ଅନେକ କ୍ରିକେଟରଙ୍କୁ ମଧ୍ୟ ପସନ୍ଦ ଆସିଥାଏ। ସଚିନଙ୍କ…
୭ ବର୍ଷୀୟ ଫ୍ୟାନଙ୍କ ଅଟୋଗ୍ରାଫ ନେଲେ କୋହଲି
ହରାରେ,୪।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଲୋକପ୍ରିୟତା କେତେ ଅଧିକ ତାହା ସଭିଙ୍କୁ ଜଣା। କିନ୍ତୁ ଟିମ୍ ଇଣ୍ଡିଆ କ୍ୟାପଟେନ ଜଣେ ୭ ବର୍ଷୀୟ କୁନି ପ୍ରଶଂସକଙ୍କ ଅଟୋଗ୍ରାଫ ନେଇଛନ୍ତି। ନିକଟରେ ଟୁଇଟରରେ ଭାଇରାଲ ହୋଇଥିବା ଭିଡିଓରେ ଏହା…
ସେମିରେ ସେରେନା, ଫେଡରର ଆଉଟ୍
ନ୍ୟୁୟର୍କ,୪।୯: ମହିଳା କିମ୍ବଦନ୍ତୀ ଖେଳାଳି ସେରେନା ଓ୍ବିଲିୟମ୍ସ ୟୁଏସ୍ ଓପନର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ସୁଇଜରଲାଣ୍ଡର ରୋଜର ଫେଡରର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ମଙ୍ଗଳବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ମ୍ୟାଚ୍ରେ ସେରେନା ୬-୧, ୬-୦ରେ ଚାଇନାର ଓ୍ବାଙ୍ଗ ଜିଆଙ୍ଗଙ୍କୁ ହରାଇ…
Archives


