ଖେଳ

କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଉଦ୍‌ଯାପିତ: ହର୍ଷିତ ଚାମ୍ପିୟନ, ଶ୍ରୀୟାଂଶ ରନର୍ସଅପ୍‌

କଟକ ଅଫିସ,୪ା୯- ଷ୍ଟେଶନବଜାରସ୍ଥିତ ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନରେ ଏସ୍‌୍‌ଆର୍‌ ଚେସ୍‌ ସେଣ୍ଟର ଦ୍ୱାରା ଆୟୋଜିତ ଦ୍ୱିତୀୟ କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ୮ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୭.୫ ପଏଣ୍ଟ…

ରାଜ୍ୟ ସ୍କୁଲ ଓପନ ଚେସ୍‌: ଅବିନାଶ ଚାମ୍ପିୟନ

ଭୁବନେଶ୍ୱର, ୪।୯(କ୍ରୀଡ଼ା ପ୍ରତିନିଧି)-ପୁରୁଣା ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ କୈଳାସ ସଦନରେ ମଙ୍ଗଳବାର ରାଜ୍ୟ ସ୍କୁଲ ଓପନ ଚେସ୍‌ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମଦର୍ସ ପବ୍ଲିକ୍‌ ସ୍କୁଲର ଅବିନାଶ ଆଚାର୍ଯ୍ୟ ୬.୫ ପଏଣ୍ଟ ସହ ଚାମ୍ପିୟନ ହୋଇଛନ୍ତି। କୀର୍ତ୍ତି ଅନୁରାଗ…

ସ୍ବିତୋଲିନା ସେମିଫାଇନାଲରେ

ନ୍ୟୁୟର୍କ,୪ା୯- ପଞ୍ଚମ ସିଡ୍‌ ତଥା ୟୁକ୍ରେନ୍‌ର ଏଲିନା ସ୍ବିତୋଲିନା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ସେ ବ୍ରିଟିଶ ନମ୍ବର ଓ୍ବାନ ଖେଳାଳି ଜୋହାନ୍ନା କୋଣ୍ଟାଙ୍କୁ ୬-୪, ୬-୪…

ଏସିଆନ ଜୁନିୟର ଟିଟି: ଦକ୍ଷିଣ କୋରିଆକୁ ହରାଇ ଭାରତ ଫାଇନାଲରେ

ଉଳାନବତାର, ୪ା୯(ପି.ଟି.)-ଭାରତର ଜୁନିୟର ବାଳକ ଦଳ ଏଠାରେ ଚାଲିଥିବା ୨୨ତମ ଏସିଆନ ଜୁନିୟର ଓ କ୍ୟାଡେଟ୍‌ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ୩-୨ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହି ବିଜୟ…

ଇଣ୍ଡୋ-ପାକ୍‌ କ୍ୱାଲିଫାୟର ୟୁରୋପରେ ନୁହେଁ: ଏଫ୍‌ଆଇଏଚ୍‌

ନୂଆଦିଲ୍ଲୀ, ୪ା୯ (ପି.ଟି.)-ୟୁରୋପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅଲିମ୍ପିକ କ୍ୱାଲିଫାଇଂ ମ୍ୟାଚ ଖେଳାଯିବା କୌଣସି ଯୋଜନା ନ ଥିବା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇ୍‌ଏଚ୍‌) ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଦୁଇ ପଡୋଶୀ ରାଷ୍ଟ୍ର ମଧ୍ୟରେ ରାଜନୈତିକ ଉତ୍ତେଜନା ଦେଖା…

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍‌ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯…

ଆଶେସ: ସଂଘର୍ଷପୂର୍ଣ୍ଣ ହେବ ଚତୁର୍ଥ ଟେଷ୍ଟ

ମାଞ୍ଚେଷ୍ଟର, ୪।୯(ଏ.ଏଫ୍‌.ପି.)- ବିଶ୍ୱ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହାଇପ୍ରୋଫାଇଲ ଆଶେସ ସିରିଜର ଚତୁର୍ଥ ଟେଷ୍ଟରେ ପରସ୍ପରକୁ ଭେଟିବେ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: କୋହଲିଙ୍କୁ ହଟାଇ ଶୀର୍ଷରେ ସ୍ମିଥ୍‌

ଦୁବାଇ,୪।୯(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ୧ ନମ୍ବର ସ୍ଥାନ ହରାଇଛନ୍ତି। ସେ ଗୋଟିଏ ସ୍ଥାନ ତଳକୁ ଖସି ୨ ନମ୍ବର ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ…

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି ସିଜନ…

ସମୁଦ୍ର କୂଳରେ ବଂଶୀ ବଜାଉଛନ୍ତି ଧାଓ୍ବନ

ନୂଆଦିଲ୍ଲୀ, ୩।୯: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଏକଦିବସୀୟ ସିରିଜ୍‌ ଶେଷ ହେବା ପରେ ଭାରତ ଫେରିଛନ୍ତି ଓପନର୍‌ ଶିଖର ଧାଓ୍ବନ୍‌। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏସବୁ ଭିତରେ କ୍ରିକେଟ ଛଡା ଶିଖରଙ୍କ ଆଉ ଏକ ପ୍ରତିଭା ମଧ୍ୟ…

ମା’ ହେବାକୁ ଯାଉଛନ୍ତି ଏହି ଭାରତୀୟ ଖେଳାଳି

ଭାରତର ଷ୍ଟାର କୁସ୍ତି ଖେଳାଳି ଗୀତା ଫୋଗଟ୍‌ ଖୁବଶିଘ୍ର ମା’ ହେବାକୁ ଯାଉଛନ୍ତି। ଏହି ଖୁସି ଖବର ସେ ନିଜ ଫ୍ୟାନମାନଙ୍କ ସହ ଶେୟାର୍‌ କରିଛନ୍ତି। ଏହାସହ ସେ ସୋସିଆଲ୍‌ ମିଡିଆରେ ଏକ ଭାବପ୍ରବଣ ମେସେଜ୍‌ ମଧ୍ୟ ଲେଖିଛନ୍ତି। ଯେତେବେଳେ ପେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri