ଖେଳ

ଶୁଟିଂ ବିଶ୍ୱକପ୍‌: ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ରିଓ ଡି ଜେନିରୋ, ୩।୯ (ପି.ଟି.)- ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍‌ରେ ଭାରତର ଷ୍ଟାର୍‌ ଶୁଟର୍‌ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍‌ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଏହି ଇଭେଣ୍ଟରେ…

ସୁନୀଲ ଜୋଶୀ ୟୁପି ରଣ୍‌ଜୀ କୋଚ୍‌ ନିଯୁକ୍ତ

ଲକ୍ଷ୍ନୌ, ୩।୯ (ପି.ଟି.)- ପୂର୍ବତନ ଭାରତୀୟ ସ୍ପିନର ସୁନୀଲ ଜୋଶୀଙ୍କୁ ଉତ୍ତର ପ୍ରଦେଶ (ୟୁପି) ରଣ୍‌ଜୀ କ୍ରିକେଟ୍‌ ଦଳର ନୂତନ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ଏକବର୍ଷ ପର୍ଯ୍ୟନ୍ତ ଜୋଶୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି ବୋଲି ଉତ୍ତର ପ୍ରଦେଶ କ୍ରିକେଟ୍‌…

ଅଷ୍ଟ୍ରେଲିଆ ଦଳକୁ ସ୍ମିଥ୍‌ଙ୍କ ପ୍ରତ୍ୟାବର୍ତ୍ତନ

ମାଞ୍ଚେଷ୍ଟର, ୩।୯ (ଏପି)- ଘରୋଇ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଆଶେସ ସିରିଜର ୪ର୍ଥ ମ୍ୟାଚ୍‌ ଆରମ୍ଭ ହେବ। ଏଥିଲାଗି ମଙ୍ଗଳବାର ୧୨ ଜଣିଆ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ବରିଷ୍ଠ ବ୍ୟାଟ୍ସମ୍ୟାନ ଷ୍ଟିଭ…

ଟି୨୦ କ୍ରିକେଟ୍‌ରୁ ମିଥାଲିଙ୍କ ଅବସର

ନୂଆଦିଲ୍ଲୀ, ୩।୯ (ପି.ଟି.)- ଭାରତର ସିନିୟର ମହିଳା କ୍ରିକେଟର୍‌ ମିଥାଲି ରାଜ ମଙ୍ଗଳବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦୨୧ ଆଇସିସି ବିଶ୍ୱକପ୍‌କୁ ନଜରରେ ରଖି ମିଥାଲି ୫୦ ଓଭର ବିଶିଷ୍ଟ କ୍ରିକେଟ୍‌ ଉପରେ ଫୋକସ୍‌ କରିବାକୁ ଏହି…

କ୍ରିକେଟ ଖେଳରେ ମଙ୍କଡିଙ୍ଗ ଆଉଟ କ’ଣ ଜାଣନ୍ତି କି?

କ୍ରିକେଟ ଖେଳରେ ଅନେକ ପ୍ରକାରର ଆଉଟ୍‌ ରହିଛି। ସେଥିମଧ୍ୟରୁ ମଙ୍କଡିଙ୍ଗ ଆଉଟ୍‌ ଅନ୍ୟତମ। ଏହି ଆଉଟ୍‌ ଜଣାଶୁଣା ହୋଇ ନ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ୯ ଜଣ ବ୍ୟାଟ୍ସମ୍ୟାନ୍‌ ଏହି ଆଉଟ୍‌ ହୋଇଛନ୍ତି। ମଙ୍କଡିଙ୍ଗ ଆଉଟ କଣ? ମ୍ୟାଚ ଚାଲୁଥିବା ସମୟରେ…

ଧୋନୀଙ୍କୁ ପଛରେ ପକାଇ ବିରାଟ ହେଲେ ସବୁଠୁ ସଫଳ ଅଧିନାୟକ

ରବିନ୍ଦ୍ର ଜାଡେଜା ଏବଂ ମହମ୍ମଦ ଶାମିଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୨୫୭ ରନରେ ପରାସ୍ତ ସିରିଜ୍‌କୁ ୨-୦ରେ କ୍ଲିନ୍‌ସୁଇପ୍‌ କରିଛି। ସିରିଜ୍‌ ହାତେଇବା ସହ ଅଧିନାୟକ ବିରାଟ କୋହଲି ଭାରତର ସବୁଠୁ ସଫଳତମ ଅଧିନାୟକ ହୋଇପାରିଛନ୍ତି। ଏହାସହ ସେ…

ଚାର୍ଜଶିଟ୍‌ ନ ଦେଖିବା ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବନି: ବିସିସିଆଇ

ନୂଆଦିଲ୍ଲୀ, ୨।୯- ଘରୋଇ ହିଂସା ମାମଲାରେ କ୍ରିକେଟର୍‌ ମହମ୍ମଦ ଶାମିଙ୍କ ନାମରେ ଗିରଫ ପର୍‌ଓ୍ବାନା ଜାରି ହୋଇଛି। ଆଗାମୀ ୧୫ ଦିନ ମଧ୍ୟରେ କୋର୍ଟରେ ହାଜର ହେବା ପାଇଁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଚାର୍ଜଶିଟ୍‌ ନ ଦେଖିଲା ପର୍ଯ୍ୟନ୍ତ କୌଣସି…

ଶାମିଙ୍କ ନାମରେ ଗିରଫ ପରଓ୍ବାନ

କୋଲକାତା, ୩।୯- ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ନାମରେ ସୋମବାର ଗିରଫ ପରଓ୍ବାନା ଜାରି ହୋଇଛି। ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଫାଇଲ୍‌ ହୋଇଥିବା ଘରୋଇ ହିଂସା ମାମଲାରେ ଶାମିଙ୍କ ସମେତ ତାଙ୍କ…

ଓସାକା ପରାସ୍ତ

ନ୍ୟୁୟର୍କ, ୩ା୯- ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ଜାପାନର ନାଓମି ଓସାକା ୟୁଏସ ଓପନ ମହିଳା ସିଙ୍ଗଲ୍ସ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ସୋମବାର ଅନୁଷ୍ଠିତ ଏକ ପ୍ରି-କ୍ୱାର୍ଟରଫାଇନାଲ ମ୍ୟାଚରେ ସୁଇଜରଲାଣ୍ଡର ବେଲିଣ୍ଡା ବେନ୍‌ସିକ୍‌ ତାଙ୍କୁ ୭-୫, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି।…

ରାଜ୍ୟ ଓପନ ଜୁଡୋ ଚାମ୍ପିୟନଶିପ୍‌ :ଭୁବନେଶ୍ୱର, କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୩।୯(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ଓପନ ଜୁଡୋ (ସବ୍‌ଜୁନିୟର, କ୍ୟାଡେଟ, ଜୁନିୟର, ସିନିୟର) ଚାମ୍ପିୟନଶିପ୍‌ ଓ ଚୟନ ଟ୍ରାଏଲ ପାରାଦୀପର ମ୍ୟୁନିସପାଲ କଲ୍ୟାଣମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଅଗଷ୍ଟ ୩୧ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୧ରେ ଶେଷ ହୋଇଥିଲା। ଉଭୟ…

ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା :ଜୁଜୁଟ୍‌ସୁ କଣ୍ଟାକ୍ଟରେ ଅନୁପମାଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୩।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗଜୁଠାରେ ଚାଲିଥିବା ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତାରେ ଭାରତରୁ ଏକମାତ୍ର ଏଲାଇଟ ଖେଳାଳିଭାବେ ଅଂଶଗ୍ରହଣ କରିଥିବା ଉତ୍କଳ କରାଟେ ସ୍କୁଲର ଅନୁପମା ସ୍ବାଇଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେ ପ୍ରତିଯୋଗିତାର ଜୁଜୁଟ୍‌ସୁ…

ଓ୍ବେଷ୍ଟଇଣ୍ଡିଜର ଦ୍ୱିତୀୟ ଇନିଂସ ୨୧୦ରେ ସୀମିତ :ଟେଷ୍ଟ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

କିଙ୍ଗଷ୍ଟନ(ଜାମାଇକା), ୩ା୯- ସାବିନା ପାର୍କରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୨୫୭ ରନରେ ବିଜୟୀ ହୋଇଛି। ୪୬୮ ରନ ବିଜୟ ଲକ୍ଷ୍ୟର ପିଛା କରିଥିବା ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସରେ ୨୧୦ ରନକରି ଅଲଆଉଟ ହୋଇ ଯାଇଥିଲା। ଫଳରେ ୨ ମ୍ୟାଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri