ଖେଳ

ପିତା ହେବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌

ଅଜିଙ୍କେ ରାହାଣେଙ୍କ ପରେ ଆଉ ଜଣେ କ୍ରିକେଟର୍‌ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଦ୍ରୁତ ବୋଲର୍‌ ଧବଳ କୁଲକର୍ଣ୍ଣି। ସେ ନିଜ ଟୁଇଟର ଆକାଉଣ୍ଟରେ ଏହି ଖୁସି ଖବର ଜଣାଇଛନ୍ତି। ସ୍ତ୍ରୀ ଶ୍ରଦ୍ଧା ଖାରପୁଡେଙ୍କ ସହ ଏକ ଫଟୋ…

ଅବିନାଶଙ୍କୁ ସ୍ନୁକର, ବରୁଣଙ୍କୁ ବିଲିୟାର୍ଡସ ଟାଇଟଲ୍‌

କଟକ ଅଫିସ,୧୯ା୧୧- କଟକ କ୍ଲବଠାରେ ବିଲିୟାର୍ଡସ ଆଣ୍ଡ ସ୍ନୁକର ଆସୋସିଏଶନ ଅଫ ଓଡ଼ିଶା(ବିଏସ୍‌ଏଓ) ଓ ଓଡ଼ିଶା ମାଇନିଂ କର୍ପୋରେଶନର ମିଳିତ ଆନୁକୂଲ୍ୟରେ ୨୬ତମ ଅଲ ଓଡ଼ିଶା ବିଲିୟାର୍ଡସ ଓ ସ୍ନୁକର ରାଜ୍ୟ ର଼୍ୟାଙ୍କିଙ୍ଗ ଚାମ୍ପିୟନଶିପ ସୋମବାର ଉଦ୍‌ଘାଟିତ ହୋଇଛି। ପ୍ରଥମ ଦିବସରେ…

ବାରବାଟୀ ଫ୍ଲଡ୍‌ଲାଇଟ୍‌ ମରାମତି ଆରମ୍ଭ

କଟକ ଅଫିସ,୧୯ା୧୧- ଡିସେମ୍ବର ୨୨ରେ ହେବାକୁ ଥିବା ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ ମ୍ୟାଚ୍‌କୁ ଦୃଷ୍ଟିରେ ରଖି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପ୍ରସ୍ତୁତି ଆରମ୍ଭ କରିଛି। ସୋମବାର ‘ଦେବ ମସ୍କୋ’ ଟିମ୍‌ ଫ୍ଲଡ୍‌ଲାଇଟ୍‌ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ମରାମତି କରୁଥିବା ଉକ୍ତ…

୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌: ବ୍ରାଜିଲ ଚାମ୍ପିୟନ

ବ୍ରାସିଲା,୧୯।୧୧- ବ୍ରାଜିଲ ଚତୁର୍ଥ ଥର ପାଇଁ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଟାଇଟଲ ହାତେଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ବ୍ରାଜିଲ ୨-୧ ଗୋଲରେ ମେକ୍ସିକୋକୁ ହରାଇ ଦେଇଛି। ପ୍ରଥମେ ଗୋଲ ବରଣ କରିବା ପରେ ମଧ୍ୟ ବ୍ରାଜିଲ ମ୍ୟାଚ୍‌କୁ ଫେରିବା…

ଭର୍ଷ୍ଟାପେନଙ୍କୁ ବ୍ରାଜିଲିଆନ ଗ୍ରଁ। ପ୍ରି ଟାଇଟଲ

ସାଓ ପାଉଲୋ, ୧୯।୧୧ (ଏଏଫ୍‌ପି)- ରେଡ୍‌ ବୁଲ୍ସ ଡ୍ରାଇଭର ମାକ୍ସ ଭର୍ଷ୍ଟାପେନ ଏଠାରେ ଅନୁଷ୍ଠିତ ବ୍ରାଜିଲିଆନ୍‌ ଗ୍ରାଁ ପ୍ରି ଫର୍ମୁଲା ଓ୍ବାନ୍‌ ରେସ୍‌ରେ ଚାମ୍ପିୟନ ହୋଇଛନ୍ତି। ଭର୍ଷ୍ଟାପେନଙ୍କ କ୍ୟାରିୟରରେ ଏହା ମୋଟ୍‌ ୮ମ ଫର୍ମୁଲା ଓ୍ବାନ୍‌ ଟାଇଟଲ୍‌ ବିଜୟ ଥିଲା। ଏହି…

ଓଡ଼ିଶା ଏଫ୍‌ସିର ଗ୍ରାସ୍‌ରୁଟ୍‌ ପ୍ରୋଗ୍ରାମ ଆରମ୍ଭ

ଭୁବନେଶ୍ୱର, ୧୯।୧୧(ସ୍ପୋଟର୍‌ସ ବ୍ୟୁରୋ)- ତୃଣମୂଳ ସ୍ତରରୁ ଓଡ଼ିଶାରେ ଫୁଟ୍‌ବଲ ଖେଳର ବିକାଶ ଏବଂ ଛାତ୍ରୀଛାତ୍ରମାନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି ପକ୍ଷରୁ ଗ୍ରାସ୍‌ରୁଟ୍‌ ପ୍ରୋଗ୍ରାମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ସାଇ ଇଣ୍ଟରନ୍ୟାଶନାଲ…

କଳିଙ୍ଗରେ ହକି କ୍ୟାମ୍ପ୍‌ ଆରମ୍ଭ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସ ପରି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଭାରତୀୟ ସିନିୟର ପୁରୁଷ ହକି ଦଳର ପ୍ରଶିକ୍ଷଣ ଶିବିର ସୋମବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ଶିବିରରେ ଭାରତର…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ଭୁବନେଶ୍ୱର ଭାରତର ଭେନ୍ୟୁ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ୨୦୨୦ ଜାନୁୟାରୀ ୧୧ରୁ ଜୁନ୍‌ ୨୮ ପର୍ଯ୍ୟନ୍ତ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଦ୍ୱିତୀୟ ସଂସ୍କରଣ ବିଶ୍ୱର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ। ଏଥିରେ ମୋଟ୍‌ ୧୪୪ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ…

ମୋ ସଫଳତାର ରାଜ୍‌ ହେଉଛି ବିରିୟାନୀ: ସାମି

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ଏକ ଇନିଂସ ଓ ୧୩୦ ରନ୍‌ରେ ବିଜୟ ହାସଲ କରିଛି। ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସାମି। ଏହି ଟେଷ୍ଟରେ ସାମି ପ୍ରଥମ ଓ ଦ୍ୱିତୀୟ ଇନିଂସରେ…

ସିତ୍‌ପାସ୍‌ଙ୍କୁ ଏଟିପି ଫାଇନାଲ୍ସ ଟାଇଟଲ

ଲଣ୍ଡନ,୧୮।୧୧(ଏଏଫ୍‌ପି)- ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ ପ୍ରଥମ ସେଟ୍‌ ହରିବା ପରେ ମଧ୍ୟ ଡୋମିନିକ ଥିଏମଙ୍କୁ ପରାସ୍ତ କରି ଚଳିତ ଏଟିପି ଫାଇନାଲ୍ସ ଟାଇଟଲ ହାତେଇଛନ୍ତି। ୨୧ ବର୍ଷୀୟ ସିତ୍‌ସିପାସ୍‌ ୬-୭(୬/୮), ୬-୨, ୭-୬ (୭/୪) ସେଟ୍‌ରେ ଫାଇନାଲ ମ୍ୟାଚ୍‌କୁ ଜିତି ନେଇଛନ୍ତି।…

ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଯୋଗୁ ଅଷ୍ଟ୍ରେଲିଆ କ୍ରିକେଟର ବାସନ୍ଦ

ସିଡ୍‌ନୀ,୧୮।୧୧- କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ) ଦଳ ହବର୍ଟ ହିରକେନ୍ସ ଖେଳାଳି ଏମିଲି ସ୍ମିଥଙ୍କୁ ଏକ ବର୍ଷ ଲାଗି ବାସନ୍ଦ କରିଛି। ଅଫିସିଆଲ ଭାବେ ଏକ ଡବ୍ଲ୍ୟୁବିବିଏଲ ମ୍ୟାଚ୍‌ ଲାଗି ଦଳୀୟ ଲାଇନଅଫ୍‌ ପ୍ରକାଶ ପାଇବା…

‘ମୋ ପୁଅ ଆଜି ଯାହା ବି ସଫଳତା ପାଇଛି, ତାହା କେବଳ ଧୋନୀଙ୍କ ପାଇଁ’

ଭାରତୀୟ ପେସ୍‌ ବୋଲର୍‌ ଦୀପକ ଚହର ବାଂଲାଦେଶ ବିପକ୍ଷରେ ମ୍ୟାଜିକ ସ୍ପେଲ ଏବଂ ହ୍ୟାଟ୍ରିକ ସଫଳତା ପରେ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ପୁଅର ଏଭଳି ସଫଳତା ପରେ ତାଙ୍କ ପିତା ମଧ୍ୟ ନିଜକୁ ଭାଗ୍ୟବାନ ମନେ କରିଛନ୍ତି। ଦୀପକ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?