ଖେଳ

ଅଲିମ୍ପିକ୍ସରେ ସାମିଲ ହେବ ଟି୨୦ କ୍ରିକେଟ

ମୁମ୍ବାଇ, ୧୪ା୧୦: ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟ ସାମିଲ ହେବାକୁ ଯାଉଛି। ଲସଆଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କର ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ ୪ଟି...

ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ମୁମ୍ବାଇ,୧୩ା୧୦: ୨୦୨୮ ଅଲିମ୍ପିକ୍ସରେ ପୁରୁଷ ଓ ମହିଳା କ୍ରିକେଟ ସାମିଲ ହେବାକୁ ଯାଉଛି। ଲସ୍‌ଏଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କ ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ।...

୨୪୫ ରନ୍‌ରେ ଅଟକିଲା ବାଂଲାଦେଶ

ଚେନ୍ନାଇ,୧୩।୧୦: ଚେନ୍ନାଇସ୍ଥିତ ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମଶନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ବାଂଲାଦେଶ ବ୍ୟାଟିଂ କରି ନିର୍ଦ୍ଧାରିତ...

ଭାରତ-ପାକ ମ୍ୟାଚ ପୂର୍ବରୁ କ୍ରିକେଟ ପ୍ରେମୀ ତିଆରିକଲେ ସୁନାର ବିଶ୍ୱକପ ଟ୍ରଫି, ଜାଣନ୍ତୁ ଖେଉଁ ଖେଳାଳିଙ୍କୁ ଦେବେ 

୨୦୨୩  କ୍ରିକେଟ୍‌ ବିଶ୍ୱକପ ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ କ୍ରିକେଟ୍‌ ପ୍ରେମୀ ଆଗାମୀ ଭାରତ-ପାକିସ୍ତାନକୁ ମ୍ୟାଚକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ବିଶେଷକରି ବିଶ୍ୱକପ ସମୟରେ ଉତ୍ସାହ ଦ୍ୱିଗୁଣିତ ହୁଏ। ଶନିବାର ଅନୁଷ୍ଠିତ ସବୁଠାରୁ ରୋମାଞ୍ଚକର ମ୍ୟାଚ ଗୁଜୁରାଟର ଅହମ୍ମଦାବାଦରେ...

ସେପ୍ଟେମ୍ବରରେ ଶୁବମନ ଗିଲ୍‌ ଶ୍ରେଷ୍ଠ କ୍ରିକେଟର

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ୱକପ୍‌ ମ୍ୟାଚ ପୂର୍ବରୁ ଶୁବମନ ଗିଲ୍‌ ଆଇସିସି ପୁରସ୍କାର ନିଜ ନାଁରେ କରିଛନ୍ତି। ସେପ୍ଟେମ୍ବର ମାସର ଶ୍ରେଷ୍ଠ ପୁରୁଷ କ୍ରିକେଟର ଭାବେ ତାଙ୍କୁ ମନୋନୀତ କରାଯାଇଛି। ସେପ୍ଟେମ୍ବରରେ ଦିନିକିଆ ହାରାହାରି...

‘ଭାରତ-ପାକିସ୍ତାନ ମ୍ୟାଚ ଅପେକ୍ଷା ମୋ ମା’ ଅଧିକ ଗୁରୁତ୍ୱପୂର୍ଣ୍ଣ’

ଅହମ୍ମଦାବାଦ,୧୩।୧୦: ଦିନିକିଆ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ସହ ଅଛି। ସମଗ୍ର ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଏହି ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ତେବେ ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା କହିଛନ୍ତି...

ଭାରତକୁ କ୍ଷମା ମାଗିଲେ ପାକିସ୍ତାନୀ ଆଙ୍କର୍‌

ନୂଆଦିଲ୍ଲୀ, ୧୦ା୧୦: ପାକିସ୍ତାନୀ ଆଙ୍କର୍‌ ଜୈନାବ ଆବାସ ନିଜ ଦେଶକୁ ଫେରିବା ପରେ ପ୍ରଥମ ଥର ପାଇଁ ଭାରତ ଏବଂ ବିଶ୍ୱକପକୁ ନେଇ ନୀରବତା ଭାଙ୍ଗିଛନ୍ତି। କ୍ରିକେଟ ବିଶ୍ୱକପ ୨୦୨୩ରେ ଆଇସିସି ଡିଜିଟାଲ ଦଳର ଏକ ଅଂଶ ଥିବା ଜୈନାବ...

ଟସ୍‌ ଜିତି ନ୍ୟୁଜିଲ୍ୟାଣ୍ଡର ବୋଲିଂ ନିଷ୍ପତ୍ତି

ଚେନ୍ନାଇ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ଏବଂ ବାଂଲାଦେଶ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ ଆରମ୍ଭ ହୋଇଛି। ଚେନ୍ନାଇର ଚେପାକ ସ୍ଥିତ ଏମ.ଏ ଚିଦାମ୍ବରମ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ନ୍ୟୁଜିଲ୍ୟାଣ୍ଡର ଅଧିନାୟକ କେନ ୱିଲିୟମଶନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି...

ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିପାରେ ବର୍ଷା, ପାଣିପାଗ ବିଭାଗର ସୂଚନା

ଅହମ୍ମଦାବାଦ,୧୩।୧୦: ଶନିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ ଖେଳାଯିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଦିନିକିଆ ବିଶ୍ୱକପ୍‌ରେ ବର୍ତ୍ତମାନର ସଂସ୍କରଣରେ ଉଭୟ ଦଳର ଫର୍ମ ଉତ୍କୃଷ୍ଟ ରହିଛି। ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ...

କେରଳ ସରକାରଙ୍କ ଉପରେ ଅବହେଳା ଅଭିଯୋଗ ଆଣିଲେ ହକି ତାରକା

ଥିରୁଭାନନ୍ତପୁରମ୍‌,୧୩।୧୦: ଭାରତୀୟ ହକି ତାରକା ପି ଆର୍‌ ଶ୍ରୀଜେଶ କେରଳ ସରକାରଙ୍କ ଉପରେ ଖେଳାଳି ଏବଂ ଆଥଲେଟମାନଙ୍କୁ ଅବହେଳା କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଚାଇନାରୁ ଫେରିବା ପରଠାରୁ କେହି ତାଙ୍କୁ ଭେଟିବାକୁ ଆସିନାହାଁନ୍ତି। ହକି ଖେଳାଳିଙ୍କ ଦାବିକୁ...

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନର ନିଦ ହଜିଲା

ଅହମ୍ମଦାବାଦ,୧୩।୧୦: ବିଶ୍ୱକପ ୨୦୨୩ର ଦ୍ୱାଦଶ ମ୍ୟାଚ ଅହମ୍ମଦାବାଦରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ପ୍ରସ୍ତୁତ ଅଛନ୍ତି। ଭାରତ ଉଭୟ ପ୍ରାରମ୍ଭିକ ମ୍ୟାଚ ଜିତିଛି। ଭାରତ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନକୁ ପରାସ୍ତ କରିଛନ୍ତି।...

ଅଷ୍ଟ୍ରେଲିଆକୁ ହରାଇ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ବିଜୟ

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଇଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୩୪ ରନ୍‌ରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri