ଖେଳ

ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ

କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର ଭାରତ ଘରୋଇ ଦଳକୁ ଫଲୋଅନ ଡାକରା ଦେଇନାହିଁ। ଦ୍ୱିତୀୟ ଇନିଂସ ଆରମ୍ଭ କରି ଭାରତ…

ଶରଣାର୍ଥତ୍ ଭାବେ ଅଲିମ୍ପିକ୍ସରେ ଖେଳିପାରିବେ ଇରାନିଆନ ମୋଲାଇ

ଟୋକିଓ,୨।୯(ଏଏଫ୍‌ପି): ନିକଟରେ ବିଶ୍ୱ ଚାମ୍ପିୟନଶିପ ପ୍ରିତଯୋଗିତାରେ ଏକ ଫାଇଟ୍‌ ଜାଣିଶୁଣି ହାରିବା ପାଇଁ ନିର୍ଦ୍ଦେଶ ପାଇଥିବା ନେଇ ଦାବି କରୁଥିବା ଇରାନିଆନ ଜୁଡୋ ଷ୍ଟାର ସାଇଦ ମୋଲାଇ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଖେଳିପାରନ୍ତି। କିନ୍ତୁ ତାଙ୍କୁ ଶରଣାର୍ଥୀ ଆଥ୍‌ଲେଟ୍‌ ଭାବେ ଅଂଶଗ୍ରହଣ…

୧୫୦ ଟେଷ୍ଟ ଉଇକେଟ କ୍ଲବରେ ସାମି

କିଙ୍ଗ୍‌ଷ୍ଟନ,୨।୯: ଭାରତୀୟ ପେସର ମହମ୍ମଦ ସାମି ରବିବାର ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଘରୋଇ ଅଲରାଉଣ୍ଡର ରଖିମ କର୍ନଓ୍ବାଲଙ୍କୁ ଅଜିଙ୍କ୍ୟ ରାହାନେଙ୍କ ହାତରେ କ୍ୟାଚ୍‌ ଆଉଟ କରାଇ ଟେଷ୍ଟ କ୍ୟାରିୟରରେ ୧୫୦…

ମାଲିଙ୍ଗାଙ୍କ ବିଶ୍ୱ ରେକର୍ଡ

କାଣ୍ଡି,୨।୯(ଏଏଫ୍‌ପି): ଶ୍ରୀଲଙ୍କା ପେସର ଲସିଥ ମାଲିଙ୍ଗା ରବିବାର ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସର ସର୍ବାଧିକ ଉଇକେଟ ନେଇଥିବା ବୋଲର ହେବାର ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ମ୍ୟାଚ୍‌ରେ କଲିନ ଡେ’ ଗ୍ରାଣ୍ଡହୋମଙ୍କୁ କ୍ଲିନ ବୋଲ୍ଡ କରି…

୧୫୦୦ ମି. ଦୌଡ଼ରେ ନିଜ ରେକର୍ଡ ଭାଙ୍ଗିଲେ ଜିନ୍‌ସନ

ବର୍ଲିନ୍‌,୨।୯(ପିଟି): ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକଧାରୀ ଜିନ୍‌ସନ ଜନ୍‌ସନ ଆଇଏସ୍‌ଟିଏଏଫ୍‌ ଇଭେଣ୍ଟର ୧୫୦୦ ମିଟର ଦୌଡ଼ରେ ରୌପ୍ୟ ପଦକ ଜିତିବା ସହ ସୃଷ୍ଟି କରିଛନ୍ତି ନୂଆ ଜାତୀୟ ରେକର୍ଡ। ଏହି ଦୌଡ଼ରେ ଜନ୍‌ସନ ୩ ମିନିଟ୍‌ ୩୫.୨୪ ସେକେଣ୍ଡ ଟାଇମିଂ ହାସଲ…

ଲୋମାଚେଙ୍କୋଙ୍କୁ ଡବ୍ଲ୍ୟୁବିସି ଟାଇଟଲ

ଲଣ୍ଡନ, ୧ା୮ (ଏଏଫ୍‌ପି)- ବିଶ୍ୱର ଶ୍ରେଷ୍ଠ ‘ପାଉଣ୍ଡ ଫର୍‌ ପାଉଣ୍ଡ’ ଫାଇଟର ରୂପେ ପରିଚିତ ଭାସିଲ ଲୋମାଚେଙ୍କୋ ଏଠାରେ ଏକ ରୋମାଞ୍ଚକ ମୁକାବିଲାରେ ବ୍ରିଟିଶ ଚ୍ୟାଲେଞ୍ଜର ଲ୍ୟୁକ୍‌ କ୍ୟାମ୍ପବେଲ୍‌ଙ୍କୁ ହରାଇ ଡବ୍ଲ୍ୟୁବିସି ଲାଇଟ୍‌ ଓ୍ବେଟ୍‌ ଟାଇଟଲ ହାସଲ କରିଛନ୍ତି। ୩୧ ବର୍ଷୀୟ…

ପିଏସ୍‌ଜି ସହ ରହିବେ ନେମାର

ପ୍ୟାରିସ,୧।୯(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଫରଓ୍ବାର୍ଡ ନେମାର ଜୁନିୟରଙ୍କ ସହ ଚୁକ୍ତି କରିବାରେ ବିଫଳ ହୋଇଛି ଲା ଲିଗା ଲିଗ୍‌ ଚାମ୍ପିୟନ ବାର୍ସିଲୋନା। ଫଳରେ ସେ ଗତ ସିଜନ ଭଳି ଏଥର ମଧ୍ୟ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ପାଇଁ ଖେଳିବେ ବୋଲି…

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ- ରେଡ୍‌ ମ୍ୟାଚ୍‌ ଡ୍ର

ବେଙ୍ଗାଲୁରୁ,୧।୯(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଇଣ୍ଡିଆ ଗ୍ରୀନ୍‌ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ଅନୁଷ୍ଠିତ ୪ ଦିନିଆ ଦୁଲୀପ ଟ୍ରଫି କ୍ରିକେଟ ମ୍ୟାଚ୍‌ ରବିବାର ଅମୀମାଂସିତ ଭାବେ ଶେଷ ହୋଇଛି। ତେବେ ପ୍ରଥମ ଇନିଂସରେ ମାତ୍ର…

କେବଳ ଏହି ଗୋଟିଏ ତାରିଖ ହିଁ ଥିଲା ସଚିନଙ୍କ ପାଇଁ ଅଶୁଭ, ଏହି ଦିନ ସେ ଶତକ ଲଗାଇପାରୁ ନ ଥିଲେ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ କ୍ୟାରିୟର ଗୋଟିଏ ମାସର ପ୍ରତି ତାରିଖରେ ଶତକ କିମ୍ବା ଦ୍ୱିଶତକ ଲଗାଇଛନ୍ତି, କିନ୍ତୁ ଗୋଟିଏ…

ବାଓଟୋ ଏଟିପି ଚ୍ୟାଲେଞ୍ଜର : ସିଙ୍ଗଲ୍ସ, ଡବଲ୍ସରେ ମୁକୁନ୍ଦ ରନର୍ସ-ଅପ୍‌

ବାଓଟୋ,୧।୯(ପି.ଟି.)- ଚାଇନାର ବାଓଟୋରେ ଅନୁଷ୍ଠିତ ହୋଇଥିବା ୫୪,୧୬୦ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ କ୍ଲେ- କୋର୍ଟ ଏଟିପି ଚ୍ୟାଲେଞ୍ଜର ଇଭେଣ୍ଟରେ ଭାରତର ଶଶି କୁମାର ମୁକୁନ୍ଦ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ କରି ଦୁଇଟି ଇଭେଣ୍ଟରେ ରନର୍ସଅପ୍‌ ହୋଇଛନ୍ତି। ସେ ପୁରୁଷ…

ଜାତୀୟ ମହିଳା ହକି କ୍ୟାମ୍ପରେ ୫ ଓଡ଼ିଆ

ନୂଆଦିଲ୍ଲୀ,୧।୯(ପି.ଟି.): ସୋମବାରଠାରୁ ବେଙ୍ଗାଲୁରୁର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପରିସରରେ ଆରମ୍ଭ ହେବାକୁ ଯାଉଥିବା ଜାତୀୟ ମହିଳା ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୩୩ ଜଣିଆ ଦଳ ଘୋଷଣା କରିଛି। ଏଥିରେ ୫ ଜଣ ଓଡ଼ିଆ ସ୍ଥାନ…

ଟିମ୍‌ ଇଣ୍ଡିଆର ଏହି ବ୍ୟାଟ୍ସମ୍ୟାନ୍‌ ଇଶାନ୍ତ ଶର୍ମାଙ୍କ ବ୍ୟାଟିଂ କୋଚ୍‌

କିଙ୍ଗଷ୍ଟନ,୧।୯: ଭାରତର ଷ୍ଟାର୍‌ ବୋଲର୍‌ ଇଶାନ୍ତ ଶର୍ମା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ଇଶାନ୍ତ ୮୦ଟି ବଲ ଖେଳି ୭ ଚୌକା ସହ ୫୭ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଇଶାନ୍ତଙ୍କ ବ୍ୟାଟିଂ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri