ପିତାଙ୍କ ମୃତ୍ୟୁ ପରେ ମା’ ବସ୍ କଣ୍ଡକ୍ଟର କାମ କରି ପୁଅକୁ କଲେ କ୍ରିକେଟର,ଏବେ ଭାରତୀୟ ଦଳରେ ମିଳିଲା ସ୍ଥାନ
ମୁମ୍ବାଇ, ୧।୯:ଶ୍ରୀଲଙ୍କାରେ ହେବାକୁ ଥିବା ୟୁଥ୍ ଏସିଆ କପ୍ ଟୁର୍ନାମେଣ୍ଟ ପାଇଁ ଅଣ୍ଡର-୧୯ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସାମିଲ୍ ହୋଇଛନ୍ତି ଜଣେ ବସ୍ କଣ୍ଡକ୍ଟରଙ୍କ ପୁଅ ଅଥର୍ବ ଆଙ୍କୋଲେକର। ୨୦୧୦ରେ ତାଙ୍କ ପିତାଙ୍କ ମୃତ୍ୟୁ ପରେ ପରିବାର…
୧୨ ବର୍ଷ ବୟସରେ ପିତାଙ୍କୁ ହରାଇଥିଲେ, ଟେଷ୍ଟରେ ପ୍ରଥମ ଶତକ ଲଗାଇବା ପରେ ପଡ଼ିଆରେ ଭାବୁକ ହେଲେ ହନୁମା
କିଙ୍ଗଷ୍ଟନ,୧।୯:ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ତା’ର ଦୃଢ ସ୍ଥିତିରେ ରହିଛି। ଏହି ମ୍ୟାଚ୍ରେ ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀ ୨୨୫ଟି ବଲର ସମ୍ମୁଖୀନ ହୋଇ ୧୬ ଚୌକା ସହ ୧୧୧ ରନର ଲଢ଼ୁଆ ଶତକୀୟ…
ଟିମ୍ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍ ଓ୍ବେବ୍ ସର୍ବାଗ୍ରେ
ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍ କୋଚ୍ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍ବୀ ଲିଗ୍ ଟ୍ରେନର ନିକ୍ ଓ୍ବେବ୍ ସାମିଲ ହୋଇଛନ୍ତି। ସେ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛନ୍ତି। ଓ୍ବେବ୍ ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳ…
ୟୁଏସ୍ ଓପନ୍: ଚତୁର୍ଥ ରାଉଣ୍ଡରେ ନାଡ଼ାଲ
ନ୍ୟୁୟର୍କ,୧।୯- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍ ଓପନର ଷଷ୍ଠ ଦିନରେ କେତେକ ସିଡେଡ୍ ଖେଳାଳି ଅଗ୍ରଗତି କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସ୍ପେନ୍ର ଦ୍ୱିତୀୟ ସିଡ ଖେଳାଳି ରାଫାଲ ନାଡାଲ ୬-୩, ୬-୪, ୬-୨ ସେଟରେ ଦକ୍ଷିଣ କୋରିଆର…
ଟେଷ୍ଟରେ ହ୍ୟାଟ୍ରିକ୍: ବୁମ୍ରା ତୃତୀୟ ଭାରତୀୟ
କିଙ୍ଗଷ୍ଟନ,୧।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ବୁମ୍ରା ଏଥି ସହିତ ଟେଷ୍ଟରେ ତୃତୀୟ ଭାରତୀୟ ଭାବେ…
ଆଇଏସ୍ଏସ୍ଏଫ୍ ବିଶ୍ୱକପ୍: ସ୍ବର୍ଣ୍ଣ ସହ ଯଶସ୍ବିନୀଙ୍କୁ ଅଲିମ୍ପିକ କୋଟା
ରିଓ ଡି ଜେନେରିଓ,୧।୯(ପି.ଟି.)- ଏଠାରେ ଚାଲିଥିବା ଚତୁର୍ଥ ଆଇଏସ୍ଏସ୍ଏଫ୍ ରାଇଫଲ/ ପିସ୍ତଲ ବଶ୍ୱକପ୍ରେ ଭାରତର ଯଶସ୍ବିନୀ ସିଂ ଦେସଓ୍ବାଲ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏଥିସହିତ ସେ ପୂରା ଢ଼ଙ୍ଗରେ ଭାରତ ପାଇଁ…
ବିହାରୀଙ୍କ ଶତକ ପରେ ବୁମ୍ରାଙ୍କ ହ୍ୟାଟ୍ରିକ୍: ଦୃଢ଼ ସ୍ଥିତିରେ ଭାରତ
କିଙ୍ଗଷ୍ଟନ,୧।୯(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଭାରତ ତା’ର ସ୍ଥିତି ଦୃଢ଼ କରିଛି। ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀଙ୍କ ଶତକ ଓ ଟେଲ ଏଣ୍ଡର ଇଶାନ୍ତ ଶର୍ମାଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ପ୍ରଥମ ଇନିଂସରେ…
ଇଣ୍ଡିଆନ୍ ସୁପର ଲିଗ୍: ଲଞ୍ଚ୍ ହେଲା ରାଜ୍ୟର ନିଜ କ୍ଲବ୍ ଓଡ଼ିଶା ଏଫ୍ସି
ଭୁବନେଶ୍ୱର,୧।୯(ସ୍ପୋଟର୍ସ ବ୍ୟୁରୋ)- ହାଇପ୍ରୋଫାଇଲ ଫୁଟବଲ ଲିଗ୍ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଓଡ଼ିଶା ଏଥର ନିଜର କ୍ଲବ୍ ଖେଳାଇବ। ଫଳରେ ରାଜ୍ୟର ଫୁଟବଲ ପ୍ରଶଂସକଙ୍କ ପାଇଁ ଏହା ଏକ ଖୁସି ଖବର ସାବ୍ୟସ୍ତ ହୋଇଛି। ରାଜ୍ୟର ଏହି ଫୁଟବଲ କ୍ଲବର ନାମ…
ଦୁଲୀପ୍ ଟ୍ରଫି ଲୋମରରଙ୍କ ଶତକ: ଇଣ୍ଡିଆ ରେଡ୍ର ଦୃଢ଼ ଜବାବ
ବେଙ୍ଗାଲୁରୁ,୧।୯ (ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍ସିଏ) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ଗ୍ରୀନ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍ରେ ଇଣ୍ଡିଆ ରେଡ୍ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ମହିପାଲ ଲୋମରରଙ୍କ ଶତକ ଓ କରୁଣ ନାୟାରଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ…
ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ୩୦ ଲକ୍ଷ ୯୫ ହଜାର ଟଙ୍କା ପୁରସ୍କାର
ଭୁବନେଶ୍ୱର, ୧।୯(ସ୍ପୋଟର୍ସ ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବ୍ୟାଡମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବଡବ୍ଲ୍ୟୁଏଫ୍) ପରା ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ରେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ଓଡ଼ିଶାର ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ନିଜ ପ୍ରଦର୍ଶନ ବଳରେ…
ସିନିୟର ପୁରୁଷ ହକି କ୍ୟାମ୍ପ୍: ଜାତୀୟ ଶିବିରରେ ୬ ଓଡ଼ିଆ
ନୂଆଦିଲ୍ଲୀ, ୧।୯ (ପି.ଟି.)- ଆଗାମୀ ବେଲ୍ଜିୟମ ଓ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ ଲାଗି ଜାତୀୟ ସିନିୟର ପୁରୁଷ ହକି ଦଳର କୋଚିଂ କ୍ୟାମ୍ପ୍ ସେପ୍ଟେମ୍ବର ୨ରୁ ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପରିସରରେ ଆରମ୍ଭ ହେବ। ଏଥିଲାଗି ହକି ଇଣ୍ଡିଆ…
ଆଶେସ୍ରୁ ଆଣ୍ଡରସନ ବାଦ୍
ଡର୍ବି, ୧।୯ (ଏଏଫ୍ପି)- ଇଂଲଣ୍ଡର ଅଗ୍ରଣୀ ଉଇକେଟ୍ ହାସଲକାରୀ ବୋଲର ଜେମ୍ସ ଆଣ୍ଡରସନ ଅଷ୍ଟ୍ରେଲିଆ ବିପକ୍ଷ ଚଳିତ ଆଶେସ ସିରିଜର ବଳକା ଟେଷ୍ଟ ମ୍ୟାଚ୍ରୁ ବାଦ୍ ପଡ଼ିଛନ୍ତି। ୩୭ ବର୍ଷୀୟ ଆଣ୍ଡରସନ ମାସଂପେଶୀଜନିତ ଆଘାତ ସମସ୍ୟା ଯୋଗୁ ପ୍ରଥମ ଟେଷ୍ଟରେ ମାତ୍ର…
Archives


