ଖେଳ

ଏଟିପି ଫାଇନାଲ୍ସ: ତିସିତ୍‌ପାସ- ଥିମ୍‌ ଟାଇଟଲ ମୁକାବିଲା

ଲଣ୍ଡନ,୧୭।୧୧(ଏଏଫ୍‌ପି): ସିଜନ ଶେଷରେ ଆୟୋଜନ ହେଉଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ରବିବାର ଅଷ୍ଟ୍ରିଆର ଡୋମିନିକ ଥିମ ଓ ଗ୍ରୀସର ଷ୍ଟିଫାନୋସ ତିସିତ୍‌ପାସ ପରସ୍ପରକୁ ଭେଟିବେ। ଥିମ ଶନିବାର ଖେଳାଯାଇଥିବା…

ପ୍ରଥମ ଟେଷ୍ଟରୁ ପାଟିନସନ ବାସନ୍ଦ

ସିଡନୀ,୧୭।୧୧(ଏଏଫ୍‌ପି): ବ୍ରିସ୍‌ବେନ୍‌ରେ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜେମ୍ସ ପାଟିନସନ ବାସନ୍ଦ ହୋଇଛନ୍ତି। ଜଣେ ଖେଳାଳିଙ୍କୁ ଦୁର୍ବ୍ୟବହାର ତଥା ଗାଳି କରିଥିବାରୁ ରବିବାର କ୍ରିକେଟ ଅଷ୍ଟ୍ରେଲିଆ ତାଙ୍କୁ ଗୋଟିଏ…

ଟ୍ବିଲାଇଟ୍‌ ଟ୍ରେନିଂ: ଇନ୍ଦୋରରେ ଅଧିକ ୨ ଦିନ ରହିବେ କ୍ରିକେଟର

ଇନ୍ଦୋର,୧୭।୧୧(ପି.ଟି.)- ପ୍ରଥମଥର ପାଇଁ ଭାରତୀୟ କ୍ରିକେଟ ଦଳ ଆସନ୍ତା ୨୨ ତାରିତଖରୁ ଐତିହାସିକ ଇଡେନ ଗାର୍ଡେନରେ ଦିବାରାତ୍ର ଟେଷ୍ଟ ଖେଳିବ। ପିଙ୍କ୍‌ ବଲ୍‌ ବା ଗୋଲାପୀ ବଲ୍‌ରେ ଏହି ମ୍ୟାଚ ଖେଳାଯିବ। ଫଳରେ ସନ୍ଧ୍ୟା ତଥା ରାତିରେ ଅଭ୍ୟାସ କରିବା ଅର୍ଥାତ୍‌…

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ସାଭରଠାରେ ଚାଲିଥିବା ଏସିଆନ କ୍ରିକେଟ କାଉନସିଲ (ଏସିସି)…

ଜନତଙ୍କୁ ୫ ଉଇକେଟ: ଦ୍ୱିତୀୟ ଟି୨୦ରେ ଆଫ୍‌ଗାନିସ୍ତାନ ବିଜୟୀ

ଲକ୍ଷ୍ନୌ,୧୭।୧୧(ପି.ଟି.)- ୨୧ ବର୍ଷୀୟ ମିଡିୟମ ପେସର କରିମ ଜନତଙ୍କ ଦମ୍‌ଦାର ପ୍ରଦର୍ଶନ (୫/୧୧) ସହାୟତାରେ ଆଫଗାନିସ୍ତାନ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪୧ ରନରେ ପରାସ୍ତ କରିଛି। ଶନିବାର ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି…

ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ: ସରିତା ଦେବୀ ଆଥଲେଟ୍ସ କମିଶନକୁ ନିର୍ବାଚିତ

ନୂଆଦିଲ୍ଲୀ, ୧୭ା୧୧ (ପି.ଟି.)-ଭାରତର ଭେଟରାନ ମହିଳା ବକ୍ସର ଏଲ୍‌. ସରିତା ଦେବୀ ନିର୍ଦ୍ୱନ୍ଦ୍ୱରେ ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ) ଆଥଲେଟ୍ସ କମିଶନକୁ ନିର୍ବାଚିତ ହୋଇଛନ୍ତି। ସେ ଏସିଆନ ବ୍ଲକରୁ ପ୍ରତିନିଧିତ୍ୱ କରିବେ। ପଦବୀ ପାଇଁ ଏସିଆରୁ ସେ ଏକମାତ୍ର ପ୍ରାର୍ଥୀ ବୋଲି…

ଫେଡରରଙ୍କୁ ହରାଇଲେ ତିସିତ୍‌ସିପାସ୍‌

ଲଣ୍ଡନ୧୭ା୧୧ (ଏଏଫ୍‌ପି)-ଏଟିପି ଫାଇନାଲ୍ସରେ ପ୍ରଥମ ପଦାର୍ପଣରେ ଗ୍ରୀସ୍‌ର ଷ୍ଟିଫାନୋସ ତିସିତ୍‌ସିପାସ୍‌ ବଡ଼ ସଫଳତା ହାସଲ କରିଛନ୍ତି। ଶନିବାର ସେ ୬ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ୩୮ ବର୍ଷୀୟ…

ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍‌ରେ ଇଣ୍ଡୋନେସିଆର ମମନ ନୁର୍‌ଜାମନଙ୍କୁ ପରାସ୍ତ…

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶକୁ ମାତ୍ର ୩ ଦିନ ମଧ୍ୟରେ ଏକ ଇନିଂସ ଓ ୧୩୦ ରନରେ…

ସେମିରୁ ବିଦାୟ ନେଲେ ଶ୍ରୀକାନ୍ତ

ହଂକଂ,୧୬ା୧୧ (ପି.ଟି.): ଭାରତର କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ୪୦୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶନିବାର ସ୍ଥାନୀୟ ଫେରାଇଟ୍‌ ଲି ଚିଅକ୍‌ ୟୁଙ୍କଠାରୁ ସେ ୯-୨୧, ୨୩-୧୫ରେ ହାରିଯାଇଛନ୍ତି। ଏହି…

ସର୍ବାଧିକ ଥର ଇନିଂସ ବିଜୟ ହାସଲ କରିଥିବା ଭାରତୀୟ ଅଧିନାୟକ କୋହଲି

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଏକ ଇନିଂସ ଓ ୧୩୦ ରନ୍‌ରେ ଜିତି ନେଇଛି। ଏହା ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳର ଦଶମ ଇନିଂସ ବିଜୟ। ଏଥିସହିତ ଭାରତୀୟ…

ଭାରତର ଇନିଂସ ବିଜୟ

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଏକ ଇନିଂସ ୧୩୦ ରନ୍‌ରେ ଜିତି ନେଇଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍‌ରେ ମାତ୍ର ୩ ଦିନରେ ବିଜୟ ହାସଲ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?