ଖେଳ

ୟୁନିଲାଇଟ୍‌ କପ୍‌ ଆନ୍ତଃ ସ୍କୁଲ ଫୁଟବଲ କିସ୍‌-ସୈନିକ ସ୍କୁଲ ଫାଇନାଲ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ କ୍ୟାପିଟାଲ ହାଇସ୍କୁଲକୁ ହରାଇ କିସ୍‌ ଫାଇନାଲରେ…

୫ମ ଥର ଡାକଶ୍ରୀ ଟାଇଟଲ ପାଇଁ ଜନ୍ମେଜୟ ଆଶାବାଦୀ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ସେପ୍ଟେମ୍ବର ୨୬ରୁ ୨୯ ପର୍ଯ୍ୟନ୍ତ ୩୫ତମ ସର୍ବଭାରତୀୟ ପୋଷ୍ଟାଲ ପ୍ରତିଯୋଗିତା ବ୍ରହ୍ମପୁରରେ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହନୁମାନ କ୍ଲବଠାରେ ଭାରୋତ୍ତୋଳନ, ଶକ୍ତିଉତ୍ତୋଳନ ଓ ବଡିବିଲ୍ଡଂ ଟ୍ରାଏଲ ଅନୁଷ୍ଠିତ ହୋଇଛି। ଡାକଶ୍ରୀ ଟାଇଟଲ ପାଇଁ ଟ୍ରାଏଲରେ…

ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌: ଦୂତୀଙ୍କୁ ଆଉ ଏକ ସ୍ବର୍ଣ୍ଣ

ଭୁବନେଶ୍ୱର, ୩୧।୮(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଲକ୍ଷ୍ନୌଠାରେ ଅନୁଷ୍ଠିତ ୫୯ତମ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟରରେ ସ୍ବର୍ଣ୍ଣପଦକ ଲାଭ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ରେସ୍‌କୁ ଦୂତୀ ୧୧.୩୮ ସେକେଣ୍ଡରେ ଶେଷ କରିଛନ୍ତି।…

ଭାରତ ଏ’ ପାଇଁ ଖେଳିବେ ଧାଓ୍ବନ

ନୂଆଦିଲ୍ଲୀ,୩୧।୮(ପି.ଟି.)- ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଜ୍ଞ ଭାରତୀୟ ଓପନର ଶିଖର ଧାଓ୍ବନ ଭାରତ ଏ’ ପାଇଁ ଖେଳିବେ। ଫର୍ମ ଫେରିପାଇବା ପାଇଁ ସେ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଦୁଇଟି ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ ଏ’ ତରଫରୁ…

ଆମେଚର ଇଭେଣ୍ଟରେ ପେସାଦାର ବକ୍ସରଙ୍କୁ ଅନୁମତି

ନୂଆଦିଲ୍ଲୀ,୩୧।୮(ପି.ଟି.)- ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଏକ ନିର୍ଣ୍ଣାୟକ ନିଷ୍ପତ୍ତି ନେଇଛି। ଘରୋଇ ଆମେଚର ଇଭେଣ୍ଟରେ ପେସାଦାର ବକ୍ସରଙ୍କୁ ଅଂଶଗ୍ରହଣ କରିବା ପାଇଁ ତତ୍କାଳ ନିର୍ଦ୍ଦେଶ ଦେଇଛି। ଗୁରୁବାର ଅନୁଷ୍ଠିତ ବିଏଫ୍‌ଆଇ କାର୍ଯ୍ୟକାରୀ କମିଟି ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି…

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ୍‌ର ବୃହତ୍‌ ସ୍କୋର

ବେଙ୍ଗାଲୁରୁ, ୩୧।୮(ପି.ଟି.)- ବେଙ୍ଗାଲୁରୁର ଅଲୁରସ୍ଥିତ କର୍ନାଟକ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ବିପକ୍ଷରେ ଇଣ୍ଡିଆ ଗ୍ରୀନ୍‌ ବୃହତ୍‌ ସ୍କୋର ହାସଲ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଗ୍ରୀନ୍‌ ଓପନର…

ବୋର୍ଡ ସଭାପତି ଏକାଦଶ ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ, ମାଧୁରୀ ମେହେଟ୍ଟା

ମୁମ୍ବାଇ, ୩୦ା୮ (ପି.ଟି.)-ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ବିପକ୍ଷ ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ପାଇଁ ୧୫ ଜଣିଆ ବୋର୍ଡ ସଭାପତି ଏକାଦଶ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଦୁଇ ଖେଳାଳି ମାଧୁରୀ ମେହେଟ୍ଟା ଏବଂ ସୁଶ୍ରୀ ଦିବ୍ୟଦର୍ଶିନୀ ସ୍ଥାନ…

ୟୁଏସ୍‌ ଓପନ୍‌: ଶରନ- ହୁଗୋ ଆଉଟ୍‌

ନ୍ୟୁୟର୍କ, ୩୦।୮ (ପି.ଟି.)-ଭାରତର ଡିିଭିଜ ଶରନ ଓ ତାଙ୍କ ମୋନାକୋ ପାର୍ଟନର ହୁଗୋ ନିସ୍‌ ୟୁଏସ୍‌ ଓପନ୍‌ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ଏହି ଯୋଡି ୪-୬, ୪-୬ ସିଧାସଳଖ ସେଟ୍‌ରେ ରବର୍ଟ…

ଚାଙ୍ଗ୍‌ଟେଙ୍କ ସହିତ ଚୁକ୍ତି କଲା ଚେନ୍ନାଇନ ଏଫ୍‌ସି

ଚେନ୍ନାଇ, ୩୦ା୮ (ପି.ଟି.)-ଦୁଇ ଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଚେନ୍ନାଇନ ଏଫ୍‌ସି ଭାରତର ଅନ୍ତର୍ଜାତୀୟ ଖେଳାଳି ୨୨ବର୍ଷୀୟ ଓ୍ବିଙ୍ଗର ଲାଲିଆନଜୁଆଲା ଚାଙ୍ଗ୍‌ଟେଙ୍କ ସହିତ ଏକ ଦୀର୍ଘ ମିଆଦି ଚୁକ୍ତି କରିଛି। ମିଜୋରାମର ଚାଙ୍ଗ୍‌ଟେ ଏହା ପୂର୍ବରୁ ଦିଲ୍ଲୀ ଡାଇନାମୋସ…

ପୂର୍ବତନ ବାର୍ସିଲୋନା କୋଚ୍‌ଙ୍କ ୯ବର୍ଷୀୟ ଝିଅର ମୃତ୍ୟୁ

ମାଡ୍ରିଡ୍‌,୩୦।୮: ପୂର୍ବତନ ସ୍ପାନିସ କୋଚ୍‌ ଲୁଇସ ଏନ୍‌ରିକ୍ୟୁଙ୍କ ୯ ବର୍ଷୀୟା ଝିଅ ଜାନାଙ୍କ ମୃତ୍ୟୁ ଘଟିଛି। ସେ ଅସ୍ଥି ଜନିତ କର୍କଟ ରୋଗରେ ପୀଡ଼ିତ ଥିଲେ। ଝିଅ ଜାନା ସହ ଅଧିକ ସମୟ ବିତାଇବା ଲାଗି ଏନ୍‌ରିକ୍ୟୁ ଗତ ଜୁନ୍‌ରେ ସ୍ପେନ୍‌…

ସାନିଆଙ୍କ ଫଟୋ ହେଲେ ପି.ଟି. ଉଷାଙ୍କ ନାମ

ନୂଆଦିଲ୍ଲୀ,୩୦।୮: ଆମ ଦେଶରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଥିବାବେଳେ ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାଠାରେ ହୋଇଥିବା ଏକ ବଡ଼ ତ୍ରୁଟି ସାମ୍ନାକୁ ଆସିଛି। ଏଠାରେ କ୍ରୀଡ଼ା ଦିବସ ଅବରରେ ଶୁଭେଚ୍ଛା ଜଣାଇବା ପାଇଁ ସାନିଆ ମିର୍ଜାଙ୍କ ଫଟୋ ଥିବା ଏକ…

ଭିନ୍ନ କ୍ରୀଡ଼ାରେ ଭାଗ୍ୟ ପରୀକ୍ଷା କରୁଛନ୍ତି ଧୋନୀ

ନୂଆଦିଲ୍ଲୀ,୩୦।୮: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ(ମାହି)ଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ ଲାଗି ଘୋଷିତ ଜାତୀୟ ଦଳରେ ସ୍ଥାନ ମିଳି ନାହିଁ। ଏହା ତାଙ୍କ ପ୍ରଶଂସକଙ୍କ ପାଇଁ ଦୁଃଖଦ ଖବର। ହେଲେ ମାହି ଏବେ ଭିନ୍ନ କ୍ରୀଡ଼ାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri