ଖେଳ

ପେସାଦାର ପ୍ରଦର୍ଶନ ନ କରିବାରୁ ସୁଆରେଜ ଦଣ୍ଡିତ

ନ୍ୟୁୟର୍କ,୩୦।୮: ୟୁଏସ୍‌ ଓପନ ଟୁର୍ନାମେଣ୍ଟ ପକ୍ଷରୁ କାର୍ଲା ସୁଆରେଜ ନାଭାରୋଙ୍କୁ ଗୁରୁବାର ଦଣ୍ଡିତ କରାଯାଇଛି। ସେ ପ୍ରଥମ ରାଉଣ୍ଡ ପରଫର୍ମାନ୍ସ ନିୟମ ଭଙ୍ଗ କରିଛନ୍ତି। ୩୦ ବର୍ଷୀୟା ସ୍ପାନିଶ ଖେଳାଳି ପ୍ରଥମ ରାଉଣ୍ଡରେ ତିମେଆ ବାବସଙ୍କଠାରୁ ପ୍ରଥମ ସେଟ୍‌ ୬-୨ ବ୍ୟବଧାନରେ…

ଧୋନୀଙ୍କୁ ଉପେକ୍ଷା କରିବାର ପ୍ରଶ୍ନ ଉଠୁନାହିଁ: ଚୟନକର୍ତ୍ତା

ନୂଆଦିଲ୍ଲୀ,୩୦।୮: ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ଭାରତୀୟ ଦଳ ଘୋଷଣା କରାଯିବା ପରେ କ୍ରିକେଟ ପଣ୍ଡିତମାନେ ମହେନ୍ଦ୍ର ସିଂ ଧୋନୀଙ୍କୁ ଉପେକ୍ଷା କରାଯିବା ନେଇ ପ୍ରଶ୍ନ ଉଠାଇଥିଲେ। ଏଭଳି ଗୁଜବ ଶୁଣିବା ପରେ ଜଣେ ଚୟନକର୍ତ୍ତା ମୁହଁ…

ୟୁଟର୍ନ ନେଲେ ରାୟୁଡୁ

ହାଇଦ୍ରାବାଦ,୩୦।୮: କ୍ରିକେଟରୁ ଅବସର ଘୋଷଣା କରିବାର ଦୁଇମାସ ପରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୟୁଟର୍ନ ନେଇଛନ୍ତି। ଅବସର ନିଷ୍ପତ୍ତି ଏକ ଭାବବିହ୍ବଳ ଥିଲା। ଏବେ ୩୩ ବର୍ଷୀୟ କ୍ରିକେଟର ଚୟନ ପାଇଁ ଉପଲବ୍ଧ ଥିବା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)କୁ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ଅଭିଷେକଙ୍କୁ ସ୍ବର୍ଣ୍ଣ, ସୌରଭଙ୍କୁ ବ୍ରୋଞ୍ଜ

ରିଓ ଡି’ ଜାନିରୋ,୩୦।୮: ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ର ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ସହ ବ୍ରୋଞ୍ଜ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଅଭିଷେକ ବର୍ମା ସ୍ବର୍ଣ୍ଣ…

ଗଲ୍ଫ ଖେଳୁଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମ୍‌.ଏସ. ଧୋନୀ ଏବେ ଆମେରିକାରେ ଛୁଟି କଟାଉଛନ୍ତି। ଟେରିଟୋରିଆଲ ଆର୍ମିରେ ତାଲିମ୍‌ ନେବା ପରେ ଧୋନୀ ସାଥୀ ଖେଳାଳି କେଦାର ଯାଦବଙ୍କ ସହ ଆମେରିକା ଯାଇଛନ୍ତି। ସେଠାରେ ସେ ନିଜ ବନ୍ଧୁଙ୍କ ସହ ଗଲ୍ଫ…

ପାକିସ୍ତାନ ଗସ୍ତ କରିବାକୁ ଚାହୁଁ ନାହାନ୍ତି ସିନିୟର ଶ୍ରୀଲଙ୍କା କ୍ରିକେଟର

କଲମ୍ବୋ,୩୦।୮: ଆସନ୍ତା ସେପ୍ଟେମ୍ବର ଓ ଅକ୍ଟୋବର ମଧ୍ୟରେ ପାକିସ୍ତାନ ଗସ୍ତରେ ଆସି ଶ୍ରୀଲଙ୍କା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଖେଳିବ। ଏହି ସିରିଜ୍‌ରେ ଶ୍ରୀଲଙ୍କାର ସିନିୟର କ୍ରିକେଟର ଅଂଶଗ୍ରହଣ କରିବାକୁ ଚାହୁଁ ନାହାନ୍ତି। ଏ ନେଇ ପାକିସ୍ତାନର…

ଯୋଜନାବଦ୍ଧ ଉଦ୍ୟମ ଜରୁରୀ

ଆମ ଦେଶ ଲୋକ ସଂଖ୍ୟା ଦୃଷ୍ଟିରୁ ଯେତିକି ଅଗ୍ରଗତି କରିଛି କ୍ରୀଡା କ୍ଷେତ୍ରରେ ଗୋଟିଏ ଅଲିମ୍ପିକ ପଦକ ପାଇଁ ସେତିକି ସଂଘର୍ଷର ସାମ୍ନା କରୁୂଛି । ବିଶ୍ୱସ୍ତରୀୟ କ୍ରୀଡା ପ୍ରତିଯୋଗିତା ଗୁଡିକରେ ପଦକଟିଏ ପାଇଁ ଆମକୁ ବହୁ କଷ୍ଟ ସ୍ବୀକାର କରିବାକୁ…

ସାବାସ୍‌ ସିନ୍ଧୁ

ଭାରତର ତାରକା ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏବେ ଟପ୍‌ ଫର୍ମରେ। ନିଜ ଜାଜ୍ୱଲ୍ୟମାନ କ୍ୟାରିୟରରେ ସେ ଯୋଡ଼ିଛନ୍ତି ଆଉ ଏକ ସ୍ବର୍ଣ୍ଣିମ ସଫଳତା। ସୁଇଜରଲାଣ୍ଡର ବାସେଲଠାରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ମହିଳା ସିଙ୍ଗଲ୍ସରେ ସେ ହାସଲ କରିଛନ୍ତି…

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ

ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ…

ଓସିଏ ନିର୍ବାଚନ: ଅକ୍ଟୋବର ୨୦ ସୁଦ୍ଧା ସରିବ

କଟକ ଅଫିସ,୩୦ା୮- ଆସନ୍ତା ଅକ୍ଟୋବର ୨୦ ତାରିଖ ମଧ୍ୟରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏ ନେଇ ଗୁରୁବାର ଓସିଏର ନିର୍ବାଚନ ଅଧିକାରୀ ମାଖନ ଲାଲ ମଜୁମଦାର ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି। ଓସିଏ ନିର୍ବାଚନକୁ ନେଇ ଏବେ…

ସେରେନା, ଫେଡରରଙ୍କ କଷ୍ଟସାଧ୍ୟ ବିଜୟ

ନ୍ୟୁୟର୍କ, ୩୦ା୮ (ଏଏଫ୍‌ପି)- ଚଳିତ ୟୁଏସ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସେରେନା ଓ୍ବିଲିୟମ୍ସ ଓ ଗତଥର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ନୋଭାକ୍‌ ଜୋକୋଭିଚ୍‌ଙ୍କ ଭଳି ଖେଳାଳି କଷ୍ଟସାଧ୍ୟ ବିଜୟ ସହ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବର୍ଷାରେ ବାଧାପ୍ରାପ୍ତ ଖେଳରେ…

ସୁସ୍ଥ ଜୀବନ ପାଇଁ ବ୍ୟାୟାମ ଜରୁରୀ: ୬ କ୍ରୀଡ଼ା ଖବରଦାତା ସମ୍ମାନିତ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)-ସ୍ବାସ୍ଥ୍ୟ ହିଁ ସମ୍ପଦ। ଜଣେ ସୁସ୍ଥ ରହିଲେ ଯାଇ ସତେଜ ମାନସିକତାରେ କାର୍ଯ୍ୟ କରିପାରିବ। ତେଣୁ ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ନିଜ ପାଇଁ କିଛି ସମୟ ବାହାର କରି ବ୍ୟାୟାମରେ ନିୟୋଜିତ କରିବାକୁ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri