ଖେଳ

ଇଂଲଣ୍ଡରେ ରହିବାକୁ ଯୋଜନା କରୁଛନ୍ତି ଅମିର

କରାଚୀ, ୨୮।୭- ନିକଟରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ବାମହାତୀ ପେସର ମହମ୍ମଦ ଅମିର ଏବେ ବ୍ରିଟିଶ ସ୍ଥାୟୀ ବାସିନ୍ଦା ହେବା ପାଇଁ ଉଦ୍ୟମ ଚଲାଇ ଥିବା ସୂତ୍ରରୁ ଜଣାପଡ଼ିଛି। ଅମିର ୨୦୧୬ ସେପ୍ଟେମ୍ବରରେ ଜଣେ ବ୍ରିଟିଶ ମହିଳାଙ୍କୁ ବିବାହ...

ମନ ଜିତିଲେ ବିରାଟ

ନୂଆଦିଲ୍ଲୀ, ୨୮।୭- ମୁମ୍ବାଇର ବରେଲିସ୍ଥିତ ଏନ୍‌ଏସ୍‌ସିଆଇ ଡୋମଠାରେ ଶନିବାର ୟୁ ମୁମ୍ବା ଓ ପୁନେରି ପଲଟନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇଥିଲେ। ମ୍ୟାଚ୍‌ ପୂର୍ବରୁ କୋହଲି ଜାତୀୟ...

ଯୁବିଙ୍କ ଦମ୍‌ରେ ଜିତିଲା ଟରୋଣ୍ଟୋ

ନୂଆଦିଲ୍ଲୀ,୨୮।୭(ପିଟି)- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି) ବିସ୍ଫୋରକ ବ୍ୟାଟିଂ ଯୋଗୁ ଟରୋଣ୍ଟୋ ନ୍ୟାଶନାଲ୍ସ ଚଳିତ ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ରେ ପ୍ରଥମ ବିଜୟ ହାସଲ କରିଛି। ବ୍ରମ୍ପଟନଠାରେ ଶନିବାର ଏଡ୍‌ମଣ୍ଟନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଯୁବି...

କେବୁଲ କାର୍‌ରୁ ଡେଇଁଲେ ଦୁଇ ଭାରତୀୟ ଫୁଟବଲର

ପଣଜୀ,୨୮।୭- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଦୁଇ ସଦସ୍ୟ ଗୁରୁତର ଆହତ ହେବାରୁ ବର୍ତ୍ତିଯାଇଛନ୍ତି। ତୁର୍କି ଗସ୍ତରେ ଥିବା ଭାରତୀୟ ଦଳ ଶନିବାର ସ୍ଥାନୀୟ କ୍ଲବ ସହ ଏକ ମ୍ୟାଚ୍‌ ଖେଳିବା ପରେ କୋଚ୍‌ ଫ୍ଲଏଡ ପିଣ୍ଟୋ ଖେଳାଳିଙ୍କୁ...

ପାକିସ୍ତାନ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ, ୨୮।୭- ଭାରତୀୟ ଡେଭିସ କପ୍‌ ଦଳ ଦୀର୍ଘ ୫୫ ବର୍ଷ ପରେ ପାକିସ୍ତାନ ଗସ୍ତ କରିବାକୁ ଯାଉଛି। ଏ ନେଇ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ସାଧାରଣ ସମ୍ପାଦକ ହିରନମୟ ଚାଟାର୍ଜୀ ରବିବାର ସ୍ପଷ୍ଟ କରିଛନ୍ତି। ଆମେ ପାକିସ୍ତାନ...

ପ୍ରେସିଡେଣ୍ଟ କପ୍‌ ବକ୍ସିଂ: ଫାଇନାଲରେ ମେରୀକମ୍‌, ବିଧୁରୀ

ନୂଆଦିଲ୍ଲୀ,୨୮।୭(ପି.ଟି.)- ଇଣ୍ଡୋନେସିଆର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ମହିଳା ବକ୍ସର ମେରୀକମ୍‌ ଓ ପୁରୁଷ ତାରକା ବକ୍ସର ଗୌରବ ବିଧୁରୀ ଫାଇନାଲରେ ପ୍ରବେଶ କରିଛନ୍ତି। ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ...

ଲାଗୋସ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ଲାସିକ୍‌: ଋତୁପର୍ଣ୍ଣାଙ୍କୁ ରୌପ୍ୟ, କାଂସ୍ୟ

ଭୁବନେଶ୍ୱର,୨୮ା୭(ସ୍ପୋଟର୍‌ସ ବ୍ୟୁରୋ) – ଓଡ଼ିଶାର ଷ୍ଟାର ଶଟ୍‌ଲର ରୁତୁପର୍ଣ୍ଣା ପଣ୍ଡା ନାଇଜେରିଆରେ ଅନୁଷ୍ଠିତ ଲାଗୋସ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ଲାସିକ୍‌ ଟୁର୍ନାମେଣ୍ଟରେ ଯୁଗଳ ସଫଳତା ହାସଲ କରିଛନ୍ତି। ୨୫,୦୦୦ ୟୁଏସ୍‌ ଡଲାର ପୁରସ୍କାର ବିଶିଷ୍ଟ ପ୍ରତିଯୋଗିତାର ଋତୁପର୍ଣ୍ଣା ମିକ୍ସଡ୍‌ ଡବଲ୍ସରେ ରୌପ୍ୟ...

ଥାଇଲାଣ୍ଡ୍‌ ଓପନ୍‌: ଆଶିଷଙ୍କୁ ସ୍ବର୍ଣ୍ଣ, ଭାରତକୁ ୮ ପଦକ

ନୂଆଦିଲ୍ଲୀ, ୨୮।୭ (ପି.ଟି.)- ଏସିଆନ୍‌ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଆଶିଷ କୁମାର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ୍‌ ଓପନ୍‌ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଆଶିଷ ଏହି...

ଧର୍ମସେନାଙ୍କ ସପକ୍ଷରେ ଆଇସିସି

ନୂଆଦିଲ୍ଲୀ,୨୮ା୭(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ମୁହଁ ଖୋଲିଛି। ଗତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟର କୁମାର ଧର୍ମସେନାଙ୍କ ବିବାଦୀୟ ନିଷ୍ପତ୍ତିକୁ ଯଥାର୍ଥ ବୋଲି କହିଛି। ଜୁଲାଇ ୧୪ରେ ଇଂଲଣ୍ଡର ଲଡର୍‌ସଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ମଧ୍ୟରେ...

ଆସେସ୍‌ : କାରେ ବାଦ୍‌ ପଡିବା ନେଇ ପୂର୍ବତନ କ୍ରିକେଟରଙ୍କ ଅସନ୍ତୋଷ

ସିଡ୍‌ନୀ,୨୮।୭(ଏଏଫ୍‌ପି)- ଆସେସ୍‌ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳରୁ ଆଲେକ୍ସ କାରେଙ୍କୁ ବାଦ୍‌ ଦିଆଯାଇଛି। ତେବେ ଏହାକୁ କେତେକ ପୂର୍ବତନ କ୍ରିକେଟର ନାପସନ୍ଦ କରିଛନ୍ତି। ପୂର୍ବତନ କ୍ରିକେଟର ମାର୍କ ଓ୍ବ, ସେନ୍‌ ଓ୍ବାର୍ନ କାରେ ବାଦ୍‌ ପଡିବା ନେଇ ଆଶ୍ଚର୍ଯ୍ୟ ପ୍ରକଟ...

ଅମୀରଙ୍କ ଅବସର ନିଷ୍ପତ୍ତିକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

କରାଚୀ,୨୮।୭(ପି.ଟି.)- ପାକିସ୍ତାନ ତାରକା ଦ୍ରୁତ ବୋଲର ମହମ୍ମଦ ଅମୀର ମାତ୍ର ୨୭ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ତେବେ ଏହା ଅନେକଙ୍କର ହଜମ ହୋଇନାହିଁ। ପୂର୍ବତନ ପାକିସ୍ତାନ ମହାନ୍‌ ଦ୍ରୁତ ବୋଲର ଓ୍ବାସିମ ଆକ୍ରମ ଓ...

ବହୁମୂଲ୍ୟ ଚୁକ୍ତି କରିବାକୁ ଯାଉଛନ୍ତି ବାଲେ

ପ୍ୟାରିସ୍‌, ୨୮।୭(ଏଏଫ୍‌ପି)- ରିୟଲ ମାଡ୍ରିଡ ଫରଓ୍ବାର୍ଡ ଗ୍ୟାରେଥ ବାଲେ ଏକ ବହୁମୂଲ୍ୟ ଚୁକ୍ତି କରିବାକୁ ଯାଉଛନ୍ତି। ସେ ଚାଇନିଜ ସୁପର ଲିଗ୍‌ କ୍ଳବ୍‌ ଜିଆଙ୍ଗସୁ ସୁନିଙ୍ଗ ସହ ଏକ ହାଇପ୍ରୋଫାଇଲ ଚୁକ୍ତିରେ ସ୍ବାକ୍ଷର କରିବାକୁ ଯାଉଛନ୍ତି। ଗୋଟିଏ ସପ୍ତାହକୁ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri