ଖେଳ

ଭଲ ଫଳାଫଳା ପାଇଁ ରିସ୍କ ନେବାକୁ ହେବ: କୋହଲି

ବେଙ୍ଗାଲୁରୁ,୨୩।୯(ପି.ଟି.)- ଆସନ୍ତାବର୍ଷ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ ଆୟୋଜନ ହେବାକୁ ଯାଉଥିବା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ସନ୍ତୁଳିତ ତଥା ଶକ୍ତିଶାଳୀ ଦଳ ଗଠନ ଉପରେ ଗୁରୁତ୍ୱ ଦେଇଛନ୍ତି। ତେବେ ଏଥିପାଇଁ ରିସ୍କ ନେବାକୁ ହେବ ବୋଲି ସେ ସ୍ପଷ୍ଟ…

ମାଳବିକାଙ୍କୁ କ୍ୟାରିୟରର ପ୍ରଥମ ଟାଇଟଲ

ମାଲେ(ମାଳଦୀପ),୨୩।୯(ପିଟି): ଯୁବା ଭାରତୀୟ ଶଟଲର ମାଳବିକା ବନସୋଦ ସୋମବାର ମାଳଦୀପ ଅନ୍ତର୍ଜାତୀୟ ଫ୍ୟୁଚର ସିରିଜ୍‌ରେ କ୍ୟାରିୟରର ପ୍ରଥମ ଟାଇଟଲ ହାସଲ କରିଛନ୍ତି। ମହିଳା ସିଙ୍ଗଲ୍ସ ବର୍ଗର ଫାଇନାଲରେ ସେ ମ୍ୟାନମାରର ଟପ୍‌ ସିଡ୍‌ ଥେଟ ତାର ଥୁଜାରଙ୍କୁ ସିଧାସଳଖ ସେଟ୍‌ରେ ହରାଇ…

ଟିମ୍‌ ଇଣ୍ଡିଆ ସମର୍ଥନରେ ବେଙ୍ଗାଲୁରୁ ପୋଲିସର ଟୁଇଟକୁ ସମାଲୋଚନା

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳକୁ ସମର୍ଥନ କରିବା ପାଇଁ ବେଙ୍ଗାଲୁରୁ ସହର ପୋଲିସ ପକ୍ଷରୁ ଏକ ଟୁଇଟ୍‌ କରାଯାଇଥିଲା। ବେଙ୍ଗାଲୁରୁ ସିଟି ପୋଲିସ ପକ୍ଷରୁ ନୋଟିସ କରାଯାଉଛି।…

କାହିଁକି ଏକାସଙ୍ଗେ ବ୍ୟାଟିଂ ପାଇଁ ଆସିଥିଲେ ପନ୍ତ, ଆୟାର

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌କୁ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ ୯ଉଇକେଟରେ ଜିତି ନେଇଛି। ଏହି ମ୍ୟାଚ୍‌ର ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାରତ ଇନିଂସର ୮ମ ଓଭରରେ ଶିଖର…

୩୪ ଟପିଲେ ରାୟୁଡୁ

ଚେନ୍ନଇ,୨୩।୯: ଭାରତୀୟ ଦଳର ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସୋମବାର ୩୪ ବର୍ଷରେ ପାଦ ଦେଇଛନ୍ତି। ୧୯୮୫ ସେପ୍ଟେମ୍ବର ୨୩ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାରେ ଜନ୍ମ ହୋଇଥିଲେ ରାୟୁଡୁ। ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ କରିଥିଲେ…

ସ୍ବତନ୍ତ୍ର ଟି୨୦ ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ଧାଓ୍ବନ

ବାଙ୍ଗାଲୋର,୨୨।୯(ପିଟି): ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଶିଖର ଧାଓ୍ବନ ୩୬ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଅବସରରେ ସେ ଟି୨୦ ଫର୍ମାଟରେ ଧାଓ୍ବାନ ୭୦୦୦ ରନ୍‌ ପୂରଣ କରି ସ୍ବତନ୍ତ୍ର…

ପୂର୍ବତନ ଭାରତୀୟ ଓପନର୍‌ଙ୍କ ପରଲୋକ

ନୂଆଦିଲ୍ଲୀ, ୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ମାଧବ ଆପ୍ଟେଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଅନେକ ଦିନ ହେବ ସେ ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଜ୍‌ କେଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…

ବାପା ବିକୁଥିଲେ କ୍ଷୀର, ପୁଅ ଦେଶ ପାଇଁ ଆଣିଲେ ପଦକ

ନୁର୍‌-ସୁଲତାନ(କଜାଖସ୍ତାନ),୨୩।୯: ଭାରତର ଯୁବ ରେସଲର୍‌ ଦୀପକ ପୁନିଆ ଆହତ କାରଣରୁ ୱାଲର୍‌ଡ ରେସଲିଂ ଚାମ୍ପିୟନଶିପର ଫାଇନାଲ ଓହରିଯାଇଛନ୍ତି, ଯାହା ଫଳରେ ତାଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡିଛି। ୱାଲର୍‌ଡ ଚାମ୍ପିୟନଶିପରେ ଭାଗ ନେବା ପୂର୍ବରୁ ଦୀପକ କାନ୍ଧଜନିତ ଆଘାତ ସମସ୍ୟାରେ…

କାହିଁକି ମୁହଁ ଲୁଚାଇଲେ କୋହଲି

ବେଙ୍ଗାଲୁରୁ,୨୩।୯: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ କ୍ୟାପଟେନ କ୍ୱିଣ୍ଟନ ଡି’କକଙ୍କ ଦମଦାର ବ୍ୟାଟିଂ ବଳରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚରେ ଭାରତକୁ ୯ ୱିକେଟରେ ପରାସ୍ତ କରି ତିନିମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ରେ ବରାବର…

ମହିଳା ଟି୨୦: ଅଭ୍ୟାସ ମ୍ୟାଚ୍‌ରେ ହାରିଲା ବୋର୍ଡ ସଭାପତି ଏକାଦଶ

ସୁରାଟ, ୨୩।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି୨୦ ଅଭ୍ୟାସ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ମହିଳା ଦଳଠାରୁ ବୋର୍ଡ ସଭାପତି ଏକାଦଶ ବୃହତ୍‌ ୮୩ ରନରେ ପରାସ୍ତ ହୋଇଛି। ଏହା ପୂର୍ବରୁ ଖେଳାଯାଇଥିବା ପ୍ରଥମ ଅଭ୍ୟାସ ମ୍ୟାଚ୍‌ ବର୍ଷା…

ଷ୍ଟାଡିୟମରେ ମହିଳାଙ୍କ ପ୍ରବେଶ ନେଇ ଇରାନକୁ ଫିଫାର ନିର୍ଦ୍ଦେଶ

ପ୍ୟାରିସ୍‌,୨୩।୯(ଏଏଫ୍‌ପି)- ଫୁଟବଲ୍‌ ଷ୍ଟାଡିୟମରେ ମହିଳା ପ୍ରଶଂସିକାଙ୍କ ପ୍ରବେଶ ନେଇ ଅନୁମତି ଦେବାକୁ ଫିଫା ଇରାନ୍‌କୁ ନିର୍ଦ୍ଦେଶ ଦେଇଛି। ବହୁ ଚର୍ଚ୍ଚିତ ‘ବ୍ଲୁ ଗର୍ଲ’ ଘଟଣାରେ ଜଣେ ମହିଳା ଆତ୍ମହତ୍ୟା କରିବା ପରେ ଫିଫା ଏ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି।…

ପ୍ରୋ କବାଡି ଲିଗ୍‌: ଗୁଜରାଟକୁ ହରାଇଲା ୟୁ ମୁମ୍ବା

ଜୟପୁର,୨୩।୯(ପି.ଟି.)- ପ୍ରୋ କବାଡି ଲିଗ୍‌ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ୟୁ ମୁମ୍ବା ୩୧- ୨୫ ବ୍ୟବଧାନରେ ଗୁଜରାଟ ଫର୍ଚ୍ୟୁନ୍‌ଜିଆଣ୍ଟ୍ସକୁ ପରାସ୍ତ କରିଛି। ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୟୁ ମୁମ୍ବା ପାଇଁ ଅଭିଷେକ ସିଂ ଏ ସୁପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri