ଆଇଏଏଏଫ୍ ଉପସଭାପତି ପ୍ରାର୍ଥୀ ଏଏଫ୍ଆଇ ସଭାପତି ସୁମରିଓ୍ବାଲା
ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍ଲେଟିକ୍ସ ଫେଡେରେଶନ (ଏଏଫ୍ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ। ଆଇଏଏଏଫ୍ର ୫୨ତମ କଂଗ୍ରେସ ନିର୍ବାଚନ ବୈଠକ ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ...
ଟେଷ୍ଟ କ୍ରିକେଟରୁ ଅମିରଙ୍କ ସନ୍ନ୍ୟାସ
କରାଚୀ,୨୬।୭(ପିଟି)- ପାକିସ୍ତାନର ବାମହାତୀ ପେସର ମହମ୍ମଦ ଅମିର ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସୀମିତ ଓଭର ଫର୍ମାଟକୁ ଅଧିକ ଗୁରୁତ୍ୱ ଦେବା ଲାଗି ସେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ରିକେଟର ପାରମ୍ପରିକ ଫର୍ମାଟରେ ପାକିସ୍ତାନ ପକ୍ଷରୁ...
ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ
ବୁଏନ୍ସ ଆରିଜ,୨୬।୭(ଏ.ଏଫ୍.ପି.)- ବକ୍ସିଂ ରିଙ୍ଗରେ ଆଘାତ ଲାଗିବା କାରଣରୁ ଆର୍ଜେଣ୍ଟିନା ବକ୍ସର ହୁଗୋ ସାଣ୍ଟିଲାନଙ୍କ ମୃତ୍ୟୁ ଘଟିଛି। ଚଳିତ ସପ୍ତାହରେ ଏହା ଦ୍ୱିତୀୟ ଘଟଣା, ଯେଉଁଥିରେ ରିଙ୍ଗରେ ଲାଗିଥିବା ଆଘାତ ଯୋଗୁ ବକ୍ସରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ରୁଷିଆନ ବକ୍ସର...
ଛୁରା ମାଡ଼ରୁ ବର୍ତ୍ତିଲେ ଷ୍ଟାର ଫୁଟବଲ ଖେଳାଳି
ଲଣ୍ଡନ,୨୬।୭(ଏଏଫ୍ପି)- ଉତ୍ତର ଲଣ୍ଡନରେ ଆର୍ସେନାଲ ଫୁଟବଲର ମେସୁଟ ଓଜିଲ ଓ ସଇଦ କୋଲାସିନାକ ଛୁରା ମାଡ଼ରୁ ବର୍ତ୍ତି ଯାଇଛନ୍ତି। ସେଠାରେ ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ଦୁର୍ବୃତ୍ତ ସେମାନଙ୍କୁ ଛୁରିରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ କୋଲାସିନାକ ଦୁର୍ବୃତ୍ତଙ୍କ...
ସିନ୍ଧୁ ହାରିଲେ, ସେମିରେ ପ୍ରଣୀଥ
ଟୋକିଓ,୨୬।୭- ଚଳିତ ସିଜନରେ ଭଲ ଫର୍ମରେ ଥିବା ଭାରତୀୟ ଶଟଲର ବି. ସାଇ ପ୍ରଣୀଥ ସହଜ ବିଜୟ ସହ ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଷ୍ଟାର ମହିଳା ଶଟଲର ପି. ଭି....
ଆଉଟ୍ ନ ହେବା ସତ୍ତ୍ୱେ ପ୍ୟାଭିଲିଅନ ଫେରିଲେ ଯୁବି
ନୂଆଦିଲ୍ଲୀ,୨୬।୭- ଯୁବରାଜ ସିଂ (ଯୁବି) ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପ୍ରଥମ ଥର ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟ ଖେଳିଛନ୍ତି। ଗ୍ଲୋବାଲ ଟି୨୦ କାନାଡା ଲିଗ୍ ଦ୍ୱିତୀୟ ସଂସ୍କରଣର ଉଦ୍ଘାଟନୀ ମ୍ୟାଚ୍ରେ ପୂର୍ବତନ ଭାରତୀୟ ଅଲରାଉଣ୍ଡର ପଦାର୍ପଣ କରିଛନ୍ତି। ଗୁରୁବାର ବ୍ରାମ୍ପଟନସ୍ଥିତ...
ବିରୁଷ୍କାଙ୍କୁ ଅନ୍ଫଲୋ କଲେ ରୋହିତ
ମୁମ୍ବାଇ,୨୬।୭- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଇନ୍ଷ୍ଟାଗ୍ରାମରେ ଜଣେ ବଡ଼ ଫଲୋଅର ହରାଇଛନ୍ତି। ଦଳର ଉପଅଧିନାୟକ ରୋହିତ ଉଭୟ ବିରାଟ ଓ ଅନୁଷ୍କା (ବିରୁଷ୍କା)ଙ୍କୁ ଅନ୍ଫଲୋ କରିଛନ୍ତି। ଏହା ଭାରତୀୟ...
ରୋମାଞ୍ଚକ ସ୍ଥିତିରେ ଲଡର୍ସ ଟେଷ୍ଟ
ଲଣ୍ଡନ, ୨୫ା୭ (ଏଏଫ୍ପି)-ଲଡର୍ସଠାରେ ଚାଲିଥିବା ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚରେ ଜ୍ୟାକ୍ ଲିଚ୍ ଏବଂ ଜାସନ ରୟ ସେମାନଙ୍କର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ହାସଲ କରିଛନ୍ତି। ଉଭୟେ ଦ୍ୱିତୀୟ ଉଇକେଟ ଯୋଡ଼ିରେ ୧୪୫ରନ ଯୋଗ କରିବା ଦ୍ୱାରା ଇଂଲଣ୍ଡ...
ଆଜି ସିଓଏ ବୈଠକ: ରାଜ୍ୟ ସଂଘ ନିର୍ବାଚନ ମୁଖ୍ୟ ପ୍ରସଙ୍ଗ
ନୂଆଦିଲ୍ଲୀ,୨୬ା୭(ପି.ଟି.)-ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ପରିଚାଳନା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି(ସିଓଏ)ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏଥିରେ ରାଜ୍ୟ ସଂଘଗୁଡ଼ିକର ନିର୍ବାଚନ ନିର୍ଦ୍ଧାରିତ ସମୟରେ ଶେଷ କରିବା ଏବଂ ଏନ୍ସିଏ ବ୍ୟାଟିଂ ପରାମର୍ଶଦାତା...
ଭାରତୀୟ ଦଳରେ ଓଡ଼ିଶାର ନୀଲମ, ଆଶିଷ
ନୂଆଦିଲ୍ଲୀ, ୨୫।୭-ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଗୁରୁବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ୨ ଓଡ଼ିଆ ଖେଳାଳି ନୀଲମ ସଞ୍ଜୀପ୍ ଖେସ୍...
ଏଆଇଏଫ୍ଏଫ୍କୁ ଫିଫାର ଚିଠି
କୋଲକାତା, ୨୫ା୭ (ପି.ଟି.)-ଭାରତୀୟ ଫୁଟ୍ବଲର ବର୍ତ୍ତମାନ ଦୃଶ୍ୟପଟ୍ଟ ସମ୍ପର୍କରେ ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍)ଠାରୁ ଅପ୍ଡେଟ୍ ଚାହିଁିଛି ବିଶ୍ୱ ଫୁଟ୍ବଲ ପରିଚାଳନା ସଂସ୍ଥା ‘ଫିଫା’। ତେବେ ଦେଶର ଶ୍ରେଷ୍ଠ ଫୁଟ୍ବଲ ଲିଗ୍ ମାନ୍ୟତାକୁ ନେଇ ଦେଖା ଦେଇଥିବା ବିବାଦର ସମାଧାନ...
ନିର୍ବାଚନ ଅଧିକାରୀ ନିଯୁକ୍ତି ନେଇ ସିଓଏର ନୂଆ ନିର୍ଦ୍ଦେଶନାମା
ନୂଆଦିଲ୍ଲୀ,୨୬ା୭(ପି.ଟି.)-ବିସିସିଆଇ ସହ ଅନୁବନ୍ଧିତ ରାଜ୍ୟ ସଂଘଗୁଡ଼ିକର ଆଗାମୀ ନିର୍ବାଚନରେ ନିଯୁକ୍ତ ହେବାକୁ ଥିବା ନିର୍ବାଚନ ଅଧିକାରୀଙ୍କୁ ନେଇ ପ୍ରଶାସକ କମିଟି(ସିଓଏ) ପକ୍ଷରୁ ଗୁରୁବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି। ଭାରତର ପୂର୍ବତନ ଯୁଗ୍ମ କିମ୍ବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଆୟୋଗ...
Archives


