ଟାଇମ୍ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଦୂତୀ
ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଟାଇମ୍ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି ଭାରତର ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ। ବିଜ୍ନେଶ, ମନୋରଞ୍ଜନ, ସ୍ପୋଟର୍ସ, ରାଜନୀତି, ସ୍ବାସ୍ଥ୍ୟ ଓ ବିଜ୍ଞାନ କ୍ଷେତ୍ରରେ ସକ୍ରିୟଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଏହି…
ଆଇପିଏଲ୍ ୨୦୨୦: ମୁମ୍ବାଇ ପାଇଁ ଖେଳିବେ ବୋଲ୍ଟ
ନୂଆଦିଲ୍ଲୀ, ୧୩।୧୧ (ପି.ଟି.): ନ୍ୟୁଜିଲାଣ୍ଡ ବାମହାତୀ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ। ସେହିଭଳି ଉତ୍ତର ପ୍ରଦେଶ ଯୁବ ବୋଲର ଅଙ୍କିତ ରାଜପୁତ ରାଜସ୍ଥାନ ରୟାଲ୍ସ ପକ୍ଷରୁ…
ପଞ୍ଜାବରେ କବାଡ଼ି ବିଶ୍ୱକପ୍
ଚଣ୍ଡିଗଡ଼, ୧୩।୧୧ (ପି.ଟି.):୨୦୧୯ କବାଡ଼ି ବିଶ୍ୱକପ୍ ପଞ୍ଜାବରେ ଅନୁଷ୍ଠିତ ହେବ। ଡିସେମ୍ବର ୧ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଆୟୋଜିତ ହେବ। ସେହିଭଳି ଶିଖ୍ ଗୁରୁ ‘ଗୁରୁ ନାନକ ଦେବ ଜୀ’ଙ୍କ ୫୫୦ତମ ଜନ୍ମବାର୍ଷିକ ଏହି ବର୍ଷ ପାଳନ କରାଯାଉଥିବାରୁ ବିଶ୍ୱକପ୍କୁ…
ସିନ୍ଧୁଙ୍କ ବିଜୟ ଆରମ୍ଭ: ସାଇନା ଆଉଟ୍
ହଂକଂ,୧୩।୧୧(ଏଏଫ୍ପି)- ବିଶ୍ୱ ଚାମ୍ପିୟନ ପି. ଭି. ସିନ୍ଧୁ ବିଜୟ ସହ ହଂକଂ ଓପନରେ ଅଭିଯାନ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଇଭେଣ୍ଟର ପ୍ରଥମ ବାଧା ଅତିକ୍ରମ କରିବାରେ ସାଇନା ନେହ୍ବାଲ ଓ ସମୀର…
ସ୍ପେନ ରେକର୍ଡ ସ୍କୋରର ଭିଲାଙ୍କ ଅବସର ଘୋଷଣା
ଟୋକିଓ,୧୩।୧୧(ଏଏଫ୍ପି)- ସ୍ପେନ ପାଇଁ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ଗୋଲ କରିଥିବା ଷ୍ଟାର ଷ୍ଟ୍ରାଇକର ଡେଭିଡ୍ ଭିଲା ଆସନ୍ତା ମାସରେ ଅବସର ନେବେ। ଜାଜ୍ଜ୍ୱଲ୍ୟମୟ କ୍ୟାରିୟରରେ ସେ ଫିଫା ବିଶ୍ୱକପ୍, ୟୁରୋପିଆନ ଚାମ୍ପିୟନଶିପ ଓ ଚାମ୍ପିୟନ୍ସ ଲିଗ୍ ଜିତି ସାରିଛନ୍ତି। ୩୭ ବର୍ଷୀୟ…
ରାୟୁଡୁ, କେଦାର, ମୁରଲୀଙ୍କୁ ଛାଡ଼ିପାରେ ସିଏସ୍କେ
ନୂଆଦିଲ୍ଲୀ,୧୩।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅମ୍ବାତି ରାୟୁଡୁ, କେଦାର ଯାଦବ ଓ ମୁରଲୀ ବିଜୟଙ୍କୁ ଛାଡ଼ିବାର ବିଶେଷ ସମ୍ଭାବନା ରହିଛି। ଏ ନେଇ କିଛି କ୍ରିକେଟ ଆଧାରିତ ଓ୍ବେବସାଇଟ୍ରେ ଖବର…
ଦୀପକଙ୍କ ଟ୍ୟାଲେଣ୍ଟକୁ ୨୦୧୦ରେ ଚିହ୍ନଟ କରିଥିଲେ ଆକାଶ ଚୋପ୍ରା
ନୂଆଦିଲ୍ଲୀ,୧୩।୧୧- ପୂର୍ବତନ ଭାରତୀୟ ଟେଷ୍ଟ ଓପନର ଆକାଶ ଚୋପ୍ରା ବିନା ଦ୍ୱନ୍ଦ୍ୱରେ ଅନ୍ୟତମ ଲୋକପ୍ରିୟ କ୍ରିକେଟ ଭାଷ୍ୟକାର। ନିକଟରେ ହ୍ୟାଟ୍ରିକ ଉଇକେଟ ନେଇ ଚର୍ଚ୍ଚାକୁ ଆସିଥିବା ଦୀପକ ଚହରଙ୍କ ଟ୍ୟାଲେଣ୍ଟକୁ ପ୍ରଥମେ ଆକାଶ ଚିହ୍ନଟ କରିଥିଲେ। ଯେତେବେଳେ ଭାରତୀୟ ପେସ ବୋଲିଂ…
ଅଡି ପାଗଳ କୋହଲି
ବିଳାସପୂର୍ଣ୍ଣ କାର ପ୍ରେମରେ ଭାରତୀୟ କ୍ରିକେଟରଙ୍କ ପଡ଼ିବା କିଛି ନୂଆ ଖବର ନୁହେଁ। କିନ୍ତୁ ଅଧିନାୟକ ବିରାଟ କୋହଲି ଅଡି କାର ପାଇଁ ପାଗଳ ପ୍ରାୟ। କିନ୍ତୁ ଅଧିନାୟକ ବିରାଟ କୋହଲି ଅଡି କାର ପାଇଁ ପାଗଳ ପ୍ରାୟ। ତାଙ୍କ ଗ୍ୟାରେଜରେ…
ଦୀପକ ଚହରଙ୍କ ବୋଲିଂ ଦେଖି ଏମିତି କହିଲେ ତାଙ୍କ ଭଉଣୀ
ନୂଆଦିଲ୍ଲୀ,୧୩।୧୧: ନିର୍ଣ୍ଣାୟକ ଟି-୨୦ରେ ବାଂଲାଦେଶ ବ୍ୟାଟିଂ ଲାଇନଅପ୍ ଛିନଛତ୍ର କରି ଦେଇଥିବା ଟିମ ଇଣ୍ଡିଆର ଦ୍ରୁତ ବୋଲିର ଦୀପକ ଚହର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଉକ୍ତ ମ୍ୟାଚ୍ରେ ଦୀପକ କେବଳ ଭଲ ବୋଲିଂ କରି ନ ଥିଲେ ବରଂ…
ଓ୍ବାଇଡ୍ ଯୋଗୁ ହ୍ୟାଟ୍ରିକରୁ ବଞ୍ଚିତ ହେଲେ ଦୀପକ
ନୂଆଦିଲ୍ଲୀ,୧୩।୧୧- ୨୭ ବର୍ଷୀୟ ଭାରତୀୟ ମଧ୍ୟଗତିର ବୋଲର ଦୀପକ ଚହର ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିବାରୁ ଅଳ୍ପକେ ବଞ୍ଚିତ ହୋଇଛନ୍ତି। ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ବିଦର୍ଭ ବିପକ୍ଷ ମ୍ୟାଚ୍ରେ…
ଆଜିର ଦିନରେ ଓଡିଆଇ କ୍ରିକେଟରେ ସର୍ବାଧିକ ରନ୍ କରିଥିଲେ ରୋହିତ
ନୂଆଦିଲ୍ଲୀ,୧୩।୧୧- ହିଟ୍ମ୍ୟାନ ଭାବେ ପରିଚିତ ଭାରତୀୟ ଓପନର ରୋହିତ ଶର୍ମା ଆଜକୁ ଠିକ୍ ୫ ବର୍ଷ ତଳେ ଅର୍ଥାତ୍ ୨୦୧୪ ନଭେମ୍ବର ୧୩ ତାରିଖରେ ଅନ୍ତର୍ଜାତୀୟ ଦିନିକିଆ (ଓଡିଆଇ) କ୍ରିକେଟର ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିଲେ। କଲିକତାସ୍ଥିତ ଐତିହାସିକ ଇଡେନ୍ ଗାର୍ଡେନ୍ସଠାରେ…
ଏକ ଦିବସୀୟ ଫୁଟବଲ୍: ନିମେଇସାପୁର ଚାମ୍ପିୟନ
ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହାକୁ ବିଡିଓ ଜୀବନ ଚନ୍ଦ୍ର ମଲ୍ଲିକ ଉଦ୍ଘାଟନ କରିଥିଲେ। ଯୁବକ ସଂଘ ସଭାପତି…

