ଖେଳ

ଡନ୍‌ ବ୍ରାଡ୍‌ମ୍ୟାନ୍‌ କେତୋଟି ଛକା ମାରିଛନ୍ତି ଜାଣିଛନ୍ତି କି, ଶୁଣି ହେବେ ଆଶ୍ଚର୍ଯ୍ୟ

କ୍ରିକେଟ କଥା ଯେବେ ବି ଆଲୋଚନା ହୁଏ,ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ଙ୍କ କଥା ନିଶ୍ଚିତ ଚର୍ଚ୍ଚାକୁ ଆସେ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦…

ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ: ସୌରଭ ଗାଙ୍ଗୁଲି

ମୁମ୍ବାଇ, ୨୬।୮: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ ବୋଲି ଭାରୀୟ ଦଳର ପୂର୍ବତନ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦୁଇ ଦୁଇଥର ବିଶ୍ୱକପ୍‌ ବିଜେତା ଦଳର ଅଧିନାୟକ ସବୁବେଳେ ଦଳ ପାଇଁ ଖେଳିବେ ନାହିଁ।…

ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା : ଭାରତରୁ ଏକମାତ୍ର ଅନୁପମା

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଚୁଙ୍ଗଜୁଠାରେ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ବିଶ୍ୱ ମାର୍ଶାଲ ଆର୍ଟ ମାଷ୍ଟରଶିପ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଭାରତରୁ ଏକମାତ୍ର ଏଲାଇଟ ଖେଳାଳିଭାବେ ଉତ୍କଳ କରାଟେ ସ୍କୁଲର ଅନୁପମା ସ୍ବାଇଁ ଅଂଶଗ୍ରହଣ କରିବେ।…

ମୁମ୍ବାଇ ଦଳରେ ଅର୍ଜୁନ

ମୁମ୍ବାଇ, ୨୭।୮- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ମୁମ୍ବାଇ କ୍ରିକେଟ୍‌ ଦଳରେ ସ୍ଥାନ ପାଇଛନ୍ତି। ନାଗପୁରରେ ସେପ୍ଟେମ୍ବର ୫ରୁ ହେବାକୁ ଥିବା ‘ବପୁନା କପ୍‌’ ଲାଗି ସୋମବାର ମୁମ୍ବାଇ କ୍ରିକେଟ୍‌ ଆସୋସିଏଶନ (ଏମ୍‌ସିଏ) ପକ୍ଷରୁ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ…

ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଶ୍ରୀ ଅରବିନ୍ଦ, ସୈନିକ ସ୍କୁଲ ସେମିରେ

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ୍‌ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ଶ୍ରୀ ଅରବିନ୍ଦ ନୋଡାଲ ବିଦ୍ୟାପୀଠ ଓ ସୈନିକ ସ୍କୁଲ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ୨ଟି…

ଆରମ୍ଭ ହେଲା ଓସିଏ ନିର୍ବାଚନ ପ୍ରକ୍ରିୟା: ଦାୟିତ୍ୱ ଗ୍ରହଣ କଲେ ମାଖନଲାଲ

କଟକ ଅଫିସ,୨୭ା୮- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନିର୍ବାଚନ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ବିହାରର ପୂର୍ବତନ ନିର୍ବାଚନ କମିଶନର ମାଖନଲାଲ ମଜୁମଦାର। ମାଖନଲାଲଙ୍କୁ ଓସିଏ କାର୍ଯ୍ୟାଳୟ ପରିସରରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। କାର୍ଯ୍ୟକାରୀ କମିଟି ଅଧ୍ୟକ୍ଷ ଧୀରେନ ପଲାଇ…

ପ୍ରୋ-କବାଡ଼ି ଲିଗ୍‌ ବେଙ୍ଗଲକୁ ହରାଇଲା ହରିୟାଣା

ନୂଆଦିଲ୍ଲୀ, ୨୭ା୮ (ପି.ଟି.)- ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌) ସିଜନ ୭ରେ ସୋମବାର ହରିୟାଣା ଷ୍ଟିଲର୍ସ ୩୬-୩୩ରେ ବେଙ୍ଗଲ ଓ୍ବାରିୟର୍ସକୁ ପରାସ୍ତ କରିଛି। ମ୍ୟାଚରେ ବିଜୟୀ ଦଳର ଷ୍ଟାର ଖେଳାଳି ଥିଲେ ବିକାଶ କାଣ୍ଡୋଲା। ସେ ୧୧ ପଏଣ୍ଟ ସ୍କୋର କରିଥିଲେ। ପିକେଏଲ…

ଏନଡିିଟିଏଲ୍‌ ଉପରୁ ସସ୍‌ପେଣ୍ଡ ପ୍ରତ୍ୟାହାର ଉଦ୍ୟମ ଚାଲିଛି: କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରୋଟୋରିରୁ ଆସନ୍ତା ଦୁଇ ମାସ ମଧ୍ୟରେ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ଉଦ୍ୟମ ହେଉଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କରିନ ରିଜିଜୁ ସୋମବାର ସୂଚନା ଦେଇଛନ୍ତି। ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ମହାନିର୍ଦ୍ଦେଶକ ନବିନ…

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପ୍ରସଙ୍ଗ: ଏଥିକ୍ସ ଅଫିସରଙ୍କ ନିକଟରେ ହାଜର ହେବେ ଡ୍ରାଭିଡ

ନୂଆଦିଲ୍ଲୀ,୨୭ା୮(ପି.ଟି.)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗରେ ଭାରତର ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ସେପ୍ଟେମ୍ବର ୨୬ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନଙ୍କ ନିକଟରେ ହାଜର ହେବାକୁ ପଡ଼ିବ। ଡ୍ରାଭିଡ ବର୍ତ୍ତମାନ ବେଙ୍ଗାଲୁରୁସ୍ଥିତ…

ଶ୍ରୀଲଙ୍କାକୁ ହରାଇ ସିରିଜ ବରାବର୍‌ କଲା ନ୍ୟୁଜିଲାଣ୍ଡ

କଲମ୍ବୋ, ୨୬।୮ (ଏଏଫ୍‌ପି)- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଘରୋଇ ଶ୍ରୀଲଙ୍କା ବିପକ୍ଷରେ ଅନୁଷ୍ଠିତ ଅନ୍ତିମ ତଥା ୨ୟ ଟେଷ୍ଟ ମ୍ୟାଚ୍‌କୁ ନ୍ୟୁଜିଲାଣ୍ଡ ଇନିଂସ ଓ ୬୫ ରନରେ ଜିତିନେଇଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌କୁ ୬ ଉଇକେଟ୍‌ରେ ହାରିଥିବା କେନ୍‌…

ଦୁଲୀପ୍‌ ଟ୍ରଫି: ନାୟାରଙ୍କ ୧୬୬* ଇଣ୍ଡିଆ ବ୍ଲୁ-ଇଣ୍ଡିଆ ରେଡ୍‌ ମ୍ୟାଚ୍‌ ଡ୍ର’

ବେଙ୍ଗାଲୁରୁ, ୨୬।୮ (ପି.ଟି.)- କରୁନ ନାୟାରଙ୍କ ଦମ୍‌ଦାର ଅପରାଜିତ ଶତକ ସତ୍ତ୍ୱେ ଇଣ୍ଡିଆ ବ୍ଲୁ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ଏଠାରେ ଅନୁଷ୍ଠିତ ଦୁଲୀପ୍‌ ଟ୍ରଫି ମ୍ୟାଚ୍‌ ଶେଷରେ ବିନା ହାର୍‌ଜିତ୍‌ରେ ଶେଷ ହୋଇଛି। ତେବେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ…

କ୍ରିକେଟ କମିଟି ପଦତ୍ୟାଗ କଲେ ମିସବା

କରାଚୀ,୨୬।୮: ପୂର୍ବତନ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ମିସବା ଉଲ ହକ୍‌ ପିସିବି କ୍ରିକେଟ କମିଟି ପଦରୁ ଇସ୍ତଫା ଦେଇଛନ୍ତି। ଜାତୀୟ ଦଳର ମୁଖ୍ୟ କୋଚ୍‌ ପାଇଁ ଆବେଦନ କରିବା ନିମନ୍ତେ ସେ ଏଭଳି ପଦକ୍ଷେପ ନେଇଛନ୍ତି। ମିସବା ସୋମବାର ଅପରାହ୍ନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri