ଖେଳ

ପିଙ୍କ୍‌ବଲ୍‌ରେ ଭାରତୀୟ ଦଳର ଅଭ୍ୟାସ

ଇନ୍ଦୋର, ୧୩।୧୧(ପି.ଟି.)-ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ କ୍ରିକେଟ ଟେଷ୍ଟ ଏଠାରେ ଗୁରୁବାରଠାରୁ ଆରମ୍ଭ ହେବ। ଏହାପରେ କଲିକତାର ଇଡେନ ଗାର୍ଡେନରେ ଦ୍ୱିତୀୟ ଟେଷ୍ଟ ୨୨ ତାରିଖରୁ ଖେଳାଯିବ। କୋଲକାତାରେ ଭାରତ ପ୍ରଥମଥରପାଇଁ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଥିବାରୁ ଏଠାରେ ଉଭୟ…

ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌: ଟପ୍‌-୧୦ରେ ସାଇ ପ୍ରଣୀଥ

ନୂଆଦିଲ୍ଲୀ, ୧୩।୧୧(ପି.ଟି.)-ମଙ୍ଗଳବାର ପ୍ରକାଶିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌ର ପୁରୁଷ ସିଙ୍ଗଲ୍ସ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି ଭାରତର ବି. ସାଇ ପ୍ରଣୀଥ। ସେ ପୂର୍ବ ର଼୍ୟାଙ୍କିଙ୍ଗ୍‌ଠାରୁ ଗୋଟିଏ ପାହାଚ ଉପରକୁ ଉଠି ୧୦ମ ସ୍ଥାନ ଅଧିକାର କରିଛନ୍ତି। ତେବେ କିଡାମ୍ବି ଶ୍ରୀକାନ୍ତ ୩ଟି…

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଖୋ ଖୋ: ଉତ୍କଳ ବିଶ୍ୱବିଦ୍ୟାଳୟକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୧୩।୧୧(ସ୍ପୋଟର୍‌ସ ବ୍ୟୁରୋ)-ପଶ୍ଚିମବଙ୍ଗର କଲ୍ୟାଣୀଠାରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ମହିଳା ଖୋ-ଖୋ ପ୍ରତିଯୋଗିତାରେ ଉତ୍କଳ ବିଶ୍ୱବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛି। ଫଳରେ ଦଳ ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଖୋ-ଖୋ ପ୍ରତିଯୋଗିତାରେ ଭାଗନେବାକୁ ଯୋଗ୍ୟତା ହାସଲ କରିଛି। ଲିଗ…

ଜାପାନ ପାରାବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୧୩।୧୧(କ୍ରୀଡ଼ା ପ୍ରତିନିଧି)-ଜାପାନ ପାରାବ୍ୟାଡ୍‌ମିଣ୍ଟନ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଚଳିତମାସ ୧୩ରୁ ୧୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ଜାପାନର ଟୋକିଓସ୍ଥିତ ୨୦୨୦ ପାରାଅଲିମ୍ପିକ୍‌ ଗେମ୍‌ ପାଇଁ ଉଦ୍ଦିଷ୍ଟ ଷ୍ଟାଡିୟମରେ ଆୟୋଜିତ ହେବ। ଏଥିରେ ବିଶ୍ୱର ୧୯୨ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ପ୍ରତିଯୋଗିତା…

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଆରମ୍ଭ: ବାରବାଟୀରେ ଫ୍ଲଡଲାଇଟ୍‌ ମରାମତି; ଗ୍ୟାଲେରି ଅନୁଧ୍ୟାନ କଲା ସରକାରୀ ଏଜେନ୍ସି

କଟକ ଅଫିସ,୧୩ା୧୧- ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ପୂର୍ବରୁ ଷ୍ଟାଡିୟମର ନବକଳେବର ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ତ୍ତୃପକ୍ଷ ତତ୍ପର ହୋଇଛନ୍ତି। ଭାଙ୍ଗିରୁଜି ଯାଇଥିବା ଷ୍ଟାଡିୟମର ଫ୍ଲଡଲାଇଟ୍‌ ଗୁଡ଼ିକ ମରାମତି ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ…

ମାତୃ ବିୟୋଗ ସତ୍ତ୍ୱେ ସ୍ବଦେଶ ଫେରିଲେନି ନସୀମ

ପର୍ଥ, ୧୨।୧୧- ଅଷ୍ଟ୍ରେଲିଆ ଗସ୍ତରେ ଥିବା ପାକିସ୍ତାନର ଦଳର ଯୁବ ଦ୍ରୁତ ବୋଲର ନସୀମ ଶାହଙ୍କ ପାଇଁ ମଙ୍ଗଳବାର ବେଶ୍‌ ଦୁଃଖଦାୟକ ସମୟ ରହିଥିଲା। ସୋମବାର ବିଳମ୍ବିତ ରାତିରେ ମା’ଙ୍କ ବିୟୋଗ ଘଟିଥିବା ଖବର ନସୀମ ଜାଣିବାକୁ ପାଇଥିଲେ। ତେବେ ଜିଓ…

ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ: ଦୀପକଙ୍କ ଦ୍ୱିତୀୟ ହ୍ୟାଟ୍ରିକ

ଥିରୁଭାନନ୍ତପୁରମ,୧୨।୧୧- ୨୭ ବର୍ଷୀୟ ଭାରତୀୟ ମଧ୍ୟଗତିର ବୋଲର ଦୀପକ ଚହର ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିବାର ବିରଳ ସୌଭାଗ୍ୟ ଲାଭ କରିଛନ୍ତି। ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ବିଦର୍ଭ ବିପକ୍ଷ…

ଲାଇଟ୍ସରେ ପ୍ରାକ୍ଟିସ କରିବ ବିରାଟ ବାହିନୀ

ଇନ୍ଦୋର,୧୨।୧୧- ଭାରତୀୟ ଦଳ ପ୍ରଥମ ଥର ପାଇଁ ଦିବା ରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ମ୍ୟାଚ୍‌ ଇଡେନ ଗାଡେନ୍ସଠାରେ ଚଳିତ ମାସ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିନେଇ ଟିମ୍‌ ମ୍ୟାନେଜମେଣ୍ଟ ମଧ୍ୟପ୍ରଦେଶ…

ଦିନେ ପିତାଙ୍କ କାନ୍ଧ ଉପରେ ବସି ସଚିନ..ସଚିନ… ଚିତ୍କାର କରୁଥିଲେ, ଆଜି ଭାଙ୍ଗିଲେ ତାଙ୍କ ରେକର୍ଡ

ନାଗପୁର, ୧୨।୧୧: ପଡିଆ ବାହାରେ ବସି ନିଜ ଆଦର୍ଶ ଖେଳାଳିଙ୍କୁ ଚିୟର୍‌ କରୁଥିବା ଜଣେ ପ୍ରଶଂସକ, ଦିନେ ତାଙ୍କ ରେକର୍ଡ ଭାଙ୍ଗିବେ ତାହା କେହି ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। କିନ୍ତୁ ଏମିତି କରି ଦେଖାଇଛନ୍ତି ୧୫ ବର୍ଷୀୟ ଶେଫାଳି…

ସ୍କୁଲ ପିଲାଙ୍କ ସହ କ୍ରିକେଟ ଖେଳିଲେ କୋହଲି

ଇନ୍ଦୋର,୧୨।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ଆସନ୍ତା ୧୪ ତାରିଖରେ ଆରମ୍ଭ ହେବ। ହୋଲକର ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ ଖେଳିବାକୁ ଉଭୟ ଦଳ ଇନ୍ଦୋରରେ ପହଞ୍ଚିଛନ୍ତି। ମଙ୍ଗଳବାର ଅଧିନାୟକ ବିରାଟ କୋହଲି ଏକ ବିଜ୍ଞାପନ ଶୁଟିଂ…

ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ବୁମରାଙ୍କ ରାଜ୍‌

ଦୁବାଇ,୧୨।୧୧- ଆଇସିସି ଦିନିକିଆ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରା ରାଜୁତି ଜାରି ରଖିଛନ୍ତି। କୋହଲି ସର୍ବାଧିକ ୮୯୫ ରେଟିଂ ପଏଣ୍ଟ ସହ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷସ୍ଥାନ ବାଜୟ ରଖିଛନ୍ତି। ତାଙ୍କ ପଛକୁ ରହିଛନ୍ତି…

ଦୀପକ ଚହର ନୁହେଁ, ଏହି ଭାରତୀୟ ଖେଳାଳି ନେଇଥିଲେ ଟି୨୦ରେ ପ୍ରଥମ ହ୍ୟାଟ୍ରିକ୍‌

ନୂଆଦିଲ୍ଲୀ,୧୨।୧୧:ବାଲାଂଦେଶ ବିପକ୍ଷରେ ଖେଳାଯାଇଥିବା ଶେଷ ଟି୨୦ ମ୍ୟାଚରେ ହ୍ୟାଟ୍ରିକ୍‌ ସହ ୬ ଉଇକେଟ ନେଇ ଭାରତ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦୀପକ ଚହରଙ୍କୁ ଚାରିଆଡୁ ପ୍ରଶଂସା ମିଳୁଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ମଧ୍ୟ ଚହରଙ୍କୁ ଶୁଭେଚ୍ଛା ଜଣାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?