ଖେଳ

କମ୍‌ ରନ୍‌ ଦେଇ ଅଧିକ ଉଇକେଟ ନେବାର ରେକର୍ଡ

ନର୍ଥ ସାଉଣ୍ଡ,୨୬।୮: ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ବୃହତ୍‌ ବ୍ୟବଧାନରେ ଜିତିନେଇଛି। ବିଜୟରେ ୟର୍କର ସ୍ପେଶାଲିଷ୍ଟ ଯଶ୍‌ପ୍ରୀତ ବୁମ୍‌ରା ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଏହି ମ୍ୟାଚ୍‌ରେ ଖୁବ କମ୍‌ ରନ୍‌ ଦେଇ ଅଧିକ…

ବୁମରା ପ୍ରଥମ ଏସୀୟ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ),୨୬।୮(ପିଟି): ଭାରତୀୟ ପେସର ଯଶପ୍ରୀତ ବୁମରାଙ୍କ ବଲକୁ ଓ୍ବେଷ୍ଟଇଣ୍ଡିଆନ ବ୍ୟାଟ୍ସମ୍ୟାନମାନେ ଖେଳିବାକୁ ସମର୍ଥ ହୋଇ ନ ଥିଲେ। ସେ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ୭ ରନ୍‌ ଦେଇ ୫ ଉଇକେଟ ନେଇଥିଲେ। ଏଥିସହ ସେ ପ୍ରଥମ ଏସୀୟ ବୋଲର ଭାବେ…

ସମରସେଟ୍‌ ପାଇଁ ଖେଳିବେ ବିଜୟ

ଚେନ୍ନାଇ,୨୬।୮(ପିଟି): ଭାରତୀୟ ଦଳରୁ ବାଦ୍‌ ପଡ଼ିଥିବା ଓପନର ମୁରଲୀ ବିଜୟ ଇଂଲିଶ କାଉଣ୍ଟି ଦଳ ସମରସେଟ ପାଇଁ ଖେଳିବେ। ଅନ୍ତିମ ୩ ମ୍ୟାଚ୍‌ରେ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ତାମିଲନାଡୁର ଷ୍ଟାଇଲିଶ ବ୍ୟାଟ୍ସମ୍ୟାନ ପାକିସ୍ତାନ କ୍ରିକେଟର ଆଝାର ଅଲିଙ୍କ ସ୍ଥାନ ନେଇଛନ୍ତି।…

ଅଶ୍ୱିନଙ୍କଠାରୁ ଅଲଗା ହୋଇପାରେ କିଙ୍ଗ୍ସ ଏକାଦଶ ପଞ୍ଜାବ

ଚଣ୍ଡିଗଡ଼,୨୬।୮: ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଣ୍ଟିଗୁଆ ଟେଷ୍ଟରେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇ ନ ଥିବାବେଳେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କିଙ୍ଗ୍ସ ଏକାଦଶ ପଞ୍ଜାବଠାରୁ ସମ୍ଭବତଃ ଅଲଗା ହୋଇପାରନ୍ତି। ଅଶ୍ୱିନଙ୍କ ନେତୃତ୍ୱରେ ଗତ…

ସ୍ତ୍ରୀଙ୍କଠାରୁ ବି ଏହି ଖେଳାଳିଙ୍କ ‘କିସ୍‌’ ମୋତେ ଖାସ୍‌ ଲାଗିଲା: ବେନ ଷ୍ଟୋକ୍ସ

ଲିଡ୍ସ, ୨୫ା୮:ତୃତୀୟ ଆଶେସ କ୍ରିକେଟ ଟେଷ୍ଟ ମ୍ୟାଚରେ ବେନ ଷ୍ଟୋକ୍ସଙ୍କ ଲଢୁଆ ଅପରାଜିତ ଶତକ (୧୩୫*) ଯୋଗୁ ଇଂଲଣ୍ଡ ୧ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ମ୍ୟାଚ୍‌ ପରେ ସାଥୀ ଖେଳାଳି ଜ୍ୟାକ୍‌ ଲିଚ୍‌ ଦେଇଥିବା ଚୁମ୍ବନ ସବୁଠୁ ଖାସ୍‌ ଥିଲା।…

ବିଦେଶରେ ଶ୍ରେଷ୍ଠ ଭାରତୀୟ ଅଧିନାୟକ

ନୂଆଦିଲ୍ଲୀ,୨୬।୮: ନର୍ଥ ସାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜକୁ ୩୧୮ ରନ୍‌ରେ ହରାଇ ଭାରତୀୟ ଦଳ ବୃହତ୍‌ ବିଜୟ ହାସଲ କରିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ବିଦେଶ ମାଟିରେ ଭାରତର ଏହା ଥିଲା ୧୨ତମ ବିଜୟ। ଏଥିସହ ବିଦେଶରେ କୋହଲି ସବୁଠୁ ସଫଳତମ ଭାରତୀୟ ଅଧିନାୟକ…

ପି.ଭି. ସିନ୍ଧୁଙ୍କୁ ନେଇ ନିର୍ମାଣ ହେବ ଫିଲ୍ମ

ବଲିଉଡରେ ଏବେ ବାଓପିକ୍‌ ଟ୍ରେଣ୍ଡ୍‌ ଚାଲିଛି। ବିଭିନ୍ନ ସେଲିବ୍ରିଟିଙ୍କ ଜୀବନୀକୁ ନେଇ ନିର୍ମାଣ ହେଉଛି ଫିଲ୍ମ। ନିକଟରେ ଅନେକ ଖେଳାଳିଙ୍କ ଜୀବନୀକୁ ନେଇ ମଧ୍ୟ ଫିଲ୍ମ ନିର୍ମାଣ କରାଯାଇଛି। ଏବେ ଏହି ରେସ୍‌ରେ ସାମିଲ ହେବାକୁ ଯାଉଛନ୍ତି ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି…

ଧୋନୀଙ୍କ ସମକକ୍ଷ କୋହଲି

ନୂଆଦିଲ୍ଲୀ,୨୬।୮: ଯଶପ୍ରୀତ ବୁମରାଙ୍କ ୫ ଉଇକେଟ ବଳରେ ଓ୍ବେଷ୍ଟଇଣ୍ଡିଜ ୧୦୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୩୧୮ ରନ୍‌ର ବିଜୟ ହାସଲ କରିଛି। ବିଦେଶରେ ଏହା ଭାରତୀୟ ଦଳର ସର୍ବବୃହତ୍‌ ବିଜୟ। ଏହି ବିଜୟ…

ଇଂଲଣ୍ଡକୁ ଜିତାଇଲେ ଷ୍ଟୋକ୍ସ

ଲିଡ୍ସ, ୨୫ା୮ (ଏଏଫ୍‌ପି)-ସ୍ଥାନୀୟ ହେଡିଙ୍ଗ୍‌ଲେଠାରେ ଅନୁଷ୍ଠିତ ତୃତୀୟ ଆଶେସ କ୍ରିକେଟ ଟେଷ୍ଟ ମ୍ୟାଚର ରୋମାଞ୍ଚକ ପରିସମାପ୍ତି ଘଟିଛି। ବେନ୍‌ ଷ୍ଟୋକ୍ସଙ୍କ ଲଢୁଆ ଅପରାଜିତ ଶତକ (୧୩୫*) ଯୋଗୁ ଇଂଲଣ୍ଡ ୧ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ଦୁଇ ଦଳ ମଧ୍ୟରେ…

ପାକିସ୍ତାନ ଘରୋଇ କ୍ରିକେଟରେ ଟସ୍‌ ପଡ଼ିବ ନାହିଁ

କରାଚୀ,୨୫।୮(ପିଟି): ପାକିସ୍ତାନ କ୍ରିକେଟ ବୋର୍ଡ (ପିସବି) ଦେଶର ପ୍ରଥମ ଶ୍ରେଣୀ କ୍ରିକେଟରେ ଚଳିତ ସିଜନଠାରୁ ଆଉ ଟସ୍‌ ବ୍ୟବହାର କରାଯିବ ନାହିଁ। ପାକିସ୍ତାନ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ କୁଏଦ-ଇ-ଆଜାମ ଟ୍ରଫିର ପ୍ରତ୍ୟେକ ମ୍ୟାଚ୍‌ରେ ଭ୍ରମଣକାରୀ ଦଳକୁ ନିଷ୍ପତ୍ତି ନେବାର…

ପଡ଼ିଆରେ ଗର୍‌ବା ନୃତ୍ୟ କଲେ କୋହଲି

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୬ା୮:ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ୩୧୮ ରନରେ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟର ୪ର୍ଥ ଦିବସରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୪୧୯ ରନ ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଥିଲା ଭାରତ। ଏହାର ଜବାବରେ ଓ୍ବେଷ୍ଟଇଣ୍ଡିଜ୍‌ ମାତ୍ର ୧୫…

ଭାରତର ବୃହତ୍‌ ବିଜୟ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୬ା୮:ଅଜିଙ୍କ୍ୟ ରାହାନେଙ୍କ ଶତକ ପରେ ଯଶପ୍ରୀତ ବୁମ୍‌ରା, ଈଶାନ୍ତ ଶର୍ମା ଓ ମହମ୍ମଦ ସାମିଙ୍କ ଚମତ୍କାର ବୋଲିଂ ବଳରେ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବୃହତ୍‌ ବିଜୟ ହାସଲ କରିଛି। ରବିବାର ୪ର୍ଥ ଦିବସରେ ଭାରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri