ଖେଳ

ମା’ଙ୍କ ଜନ୍ମଦିନରେ ବଡ ଉପହାର ଭେଟି ଦେଲେ ସିନ୍ଧୁ

ବାସେଲ, ୨୫।୮: ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଭାରତୀୟ ମହିଳା ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ସେ ପ୍ରଥମ ଭାରତୀୟ ଭାବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପରେ ଦେଶ ପାଇଁ…

ନ୍ୟୁଜିଲାଣ୍ଡର ମହତ୍ତ୍ୱପୂର୍ଣ୍ଣ ଇନିଂସ ଅଗ୍ରଣୀ

କଲମ୍ବୋ, ୨୫।୮- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଘରୋଇ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ୨ୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହତ୍ତ୍ୱପୂର୍ଣ୍ଣ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୨୪୪ ରନରେ…

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ

ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ଯୋଡ଼ିଛନ୍ତି। ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ୨୪…

ବିରାଟ-ଅନୁଷ୍କାଙ୍କ ଘରକୁ ଆସିଲେ ନୂଆ ଅତିଥି

ଆଣ୍ଟିଗୁଆ, ୨୫।୮: ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ପ୍ରଥମ ଟେଷ୍ଟ ଖେଳୁଛି। ଅଧିନାୟକ ବିରାଟ କୋହଲିଙ୍କୁ ଚିୟର୍‌ କରିବା ପାଇଁ ସ୍ତ୍ରୀ ଅନୁଷ୍କା ମଧ୍ୟ ତାଙ୍କ ସହ ଅଛନ୍ତି। ତେବେ ପ୍ରତିଦିନ ଉଭୟଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌…

ଦୁଲୀପ ଟ୍ରଫି : ଅଙ୍କିତଙ୍କ ଶତକ ସତ୍ତ୍ୱେ ଇଣ୍ଡିଆ ରେଡ୍‌ ଅଗ୍ରଣୀ

ବେଙ୍ଗାଲୁରୁ, ୨୫।୮:  ଆଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ବ୍ଲୁ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ଅଗ୍ରଣୀ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ ଇନିଂସରେ…

ଗଲ୍ଫ ଟୁର ଚାମ୍ପିୟନଶନିପ୍‌: ବଜ୍ରପାତରେ ୬ ପ୍ରଶଂସକ ଆହତ

ଆଟଲାଣ୍ଟା, ୨୫।୮: ଏଠାରେ ଚାଲିଥିବା ଗଲ୍ଫ ଟୁର ଚାମ୍ପିୟନଶିପ୍‌ ଅବସରରେ ଏକ ଅଘଟଣ ଘଟିଛି। ଚାମ୍ପିୟନଶିପ୍‌ର ତୃତୀୟ ରାଉଣ୍ଡ ଖେଳ ଅବସରରେ ହଠାତ୍‌ ଗଲ୍ଫ କୋର୍ସରେ ଥିବା ଏକ ଗଛକୁ ବିଜୁଳି ମାରିଥିଲା। ଫଳରେ ନିକଟରେ ଥିବା ୬ଜଣ ଗଲ୍ଫ ପ୍ରଶଂସକ…

ଭଲ ପିଚ୍‌ ଟେଷ୍ଟ କ୍ରିକେଟକୁ ଆଗକୁ ନେବ: ସଚିନ

ମୁମ୍ବାଇ, ୨୫।୮(ପି.ଟି.): କ୍ରିକେଟର ସବୁ ଲମ୍ବା ଫର୍ମାଟ କୁହାଯାଉଥିବା ଟେଷ୍ଟର ଲୋକପ୍ରିୟତାକୁ ବଞ୍ଚାଇ ରଖିବାକୁ ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରୟାସ ଜାରି ରଖିଛି। କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ମଧ୍ୟ ଏ ନେଇ ନିଜର ପରାମର୍ଶ ଦେଇଛନ୍ତି। ଟେଷ୍ଟ…

ୟୁଏସ୍‌ ଓପନ୍‌ରୁ ଓହରିଲେ ଆଣ୍ଡରସନ

ନ୍ୟୁୟର୍କ, ୨୫।୮(ଏଏଫ୍‌ପି)- ୨ଥର ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିବା ବିଶ୍ୱର ୧୭ ନମ୍ବର ଖେଳାଳି ଦକ୍ଷିଣ ଆଫ୍ରିକାର କେଭିନ୍‌ ଆଣ୍ଡରସନ ଏଥର ୟୁଏସ୍‌ ଓପନ୍‌ରୁ ଓହରିଯାଇଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ର ମୁଖ୍ୟ ଡ୍ର ସୋମବାରଠାରୁ…

ଓ୍ବିନ୍‌ଷ୍ଟନ ସାଲେମ୍‌ ଓପନ୍‌ : ହୁର୍‌କାଜଙ୍କୁ ପ୍ରଥମ ଏଟିପି ଟାଇଟଲ

ଲସ ଏଞ୍ଜେଲ୍ସ, ୨୫।୮(ଏଏଫ୍‌ପି)- ପୋଲାଣ୍ଡ ତରାକା ଟେନିସ ଖେଳାଳି ହୁବର୍ଟ ହୁର୍‌କାଜ ଏଠାରେ ଖେଳଯାଇଥିବା ଓ୍ବିନ୍‌ଷ୍ଟନ ସାଲେମ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ହୁରକାଜ୍‌ ଟପ୍‌ ସିଡ ମାନ୍ୟତା ପାଇଥିବା ଫ୍ରାନ୍ସର ବେନୋଇଟ୍‌ ପାଇରେଙ୍କୁ…

କୋହଲି, ରାହାନେଙ୍କ ଅର୍ଦ୍ଧଶତକ: ଭାରତ ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତ ଅଧିନାୟକ ବିରାଟ କୋହଲି ଓ ଉପ- ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ସ୍ଥିତି ଦୃଢ଼ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା…

ୟୁଏସ୍‌ ଓପନ ଡ୍ରିମ୍‌ ଡେବ୍ୟୁ: ପ୍ରଥମ ରାଉଣ୍ଡରେ ଫେଡରରଙ୍କୁ ଭେଟିବେ ସୁମିତ୍‌

ନ୍ୟୁୟର୍କ,୨୫।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସ୍ବପ୍ନ ପୂରା କରିଛନ୍ତି। ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଥିବା ସିଜନର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ମୁଖ୍ୟ ପର୍ଯ୍ୟାୟରେ ଖେଳିବା ପାଇଁ ସୁମିତ୍‌…

ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୫।୮ (ସ୍ପୋଟର୍‌ସ ବ୍ୟୁରୋ)- ସୁଇଜରଲାଣ୍ଡସ୍ଥିତ ବାସେଲଠାରେ ଅନୁଷ୍ଠିତ ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପ୍ରମୋଦ ଭଗତ୍‌ଙ୍କ ବିଜୟ ଅଭିଯାନ ଜାରି ରହିଛି। ବ୍ୟାଡ୍‌ମିଣ୍ଟନର ଏହି ସର୍ବୋଚ୍ଚ ପ୍ରତିଯୋଗିତାରେ ପ୍ରମୋଦ ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri