ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ସିକ୍କିମ ବିପକ୍ଷରେ ଓଡ଼ିଶାର ସହଜ ବିଜୟ
କଟକ ଅଫିସ,୧୨ା୧୧- ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଓଡ଼ିଶା ୭ ଉଇକେଟରେ ସିକ୍କିମ୍କୁ ପରାସ୍ତ କରିଛି। ସିକ୍କିମ ପକ୍ଷରୁ ଧାର୍ଯ୍ୟ ୧୨୨ ରନର ବିଜୟ ଲକ୍ଷ୍ୟର ପିଛା କରି…
କଟକରେ ହେବ ଏସୀୟ ସିନିୟର କୁସ୍ତି
କଟକ ଅଫିସ,୧୨ା୧୧- ଓଡ଼ିଶାକୁ ମିଳିଛି ଆଉ ଏକ ଅନ୍ତର୍ଜାତୀୟ ସ୍ତରୀୟ କ୍ରୀଡ଼ା ଆୟୋଜନର ସୁଯୋଗ। ୨୦୨୦ ଫେବୃୟାରୀ ୧୮ରୁ ୨୩ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଏସୀୟ ସିନିୟର କୁସ୍ତି ଚାମ୍ପିୟନଶିପ ଅନୁଷ୍ଠିତ ହେବ। ବିଶ୍ୱ କୁସ୍ତି ମହାସଂଘ…
ଡାଏପର୍ ପିନ୍ଧିଥିବା ଶିଶୁର ବ୍ୟାଟିଂ ଷ୍ଟାଇଲ୍ ଦେଖି ଆଶ୍ଚର୍ଯ୍ୟ ହେଲେ ପ୍ରସିଦ୍ଧ କ୍ରିକେଟର
ଲଣ୍ଡନ,୧୨।୧୧: ଆଜିକାଲି ଶିଶୁଟିଏ ଜନ୍ମ ହେବାମାତ୍ରେ ତାକୁ ନେଇ ମାତାପିତା ଅନେକ ସ୍ବପ୍ନ ଦେଖିଥାନ୍ତି। ସେଥିପାଇଁ ଛୋଟ ବେଳୁ ଶିଶୁଟିକୁ ଟ୍ରେନିଂ ଦେବା ଆରମ୍ଭ କରିଦେଇଥାନ୍ତି। ଖାସ୍ ଭାବେ ଆଜିକାଲି ଅନେକ ମାତାପିତା ପିଲାଙ୍କୁ ଜଣେ ଖେଳାଳି ଭାବେ ଗଢି ତୋଳିବା…
ପିଏସ୍ଏ ବିଶ୍ୱ ଚାମ୍ପିୟନଶିପ୍ ଘୋଷାଲ ପ୍ରି-କ୍ୱାର୍ଟରରେ
ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ ୧୧-୮, ୧୧-୫, ୧୧-୫ରେ ହରାଇ ଦେଇଛନ୍ତି। ଭାରତର ନମ୍ବର ଓ୍ବାନ ଖେଳାଳି ଘୋଷାଲ ଏପର୍ଯ୍ୟନ୍ତ…
ବିଶ୍ୱ ଟାଇଟଲ ବଜାୟ ରଖିଲେ ଗୁର୍ଜାର
ଦୁବାଇ, ୧୧ା୧୧ (ପି.ଟି.)-ଭାରତର ସୁନ୍ଦର ସିଂ ଗୁର୍ଜାର ପୁରୁଷ ଏଫ୍୪୬ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ବିଶ୍ୱ ପାରା ଆଥଲେଟିକ୍ସ ଟାଇଟଲ ବଜାୟ ରଖିଛନ୍ତି। ଏଥିସହିତ ସେ ଟୋକିଓ ଅଲିମ୍ପିକ୍ ଗେମ୍ସ କୋଟା ହାସଲ କରିପାରିଛନ୍ତି। ଶ୍ରୀଲଙ୍କାର ଦୀନେଶ ପି. ହେରାଥ୍ (୬୦.୫୯…
ରଣବୀରଙ୍କୁ ବାଃ ବାଃ କଲେ କପିଳ ଦେବ, ଜାଣନ୍ତୁ କାହିଁକି
ବଲିଉଡ୍ ଅଭିନେତା ରଣବୀର ସିଂଙ୍କ ପ୍ରଶଂସାରେ ପୋତି ପକାଇଛନ୍ତି ପୂର୍ବତନ କ୍ରିକେଟର କପିଳ ଦେବ। କାରଣ ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। ଫିଲ୍ମର ଏକ ଫଟୋ ରଣବୀର ନିଜ ସୋସିଆଲ ଆକାଉଣ୍ଟରେ…
ଅଭିନୟରେ ଟ୍ୟାଲେଣ୍ଟ୍ ଦେଖାଇଲେ ଧାଓ୍ବନ
ଭାରତୀୟ ଦଳର ଓପନର ଶିଖର ଧାଓ୍ବନ ଜଣେ ମଜାକିଆ କ୍ରିକେଟର ଭାବେ ଜଣାଶୁଣା। ପଡିଆରେ ଆକ୍ରମଣାତ୍ମକ ଅନ୍ଦାଜ ଏବଂ ପଡିଆ ବାହାରେ ବିନ୍ଦାସ୍ ନଜର ଆସନ୍ତି ଧାଓ୍ବନ। ବାଂଲାଦେଶ ବିପକ୍ଷ ଟି-୨୦ ସିରିଜ ଖେଳୁଥିବାବେଳେ ଧାଓ୍ବନଙ୍କୁ ଏକ ଭିନ୍ନ ଭୂମିକାରେ ଦେଖିବାକୁ…
ପ୍ରଥମ ଟେଷ୍ଟ: ଇନ୍ଦୋରରେ ପହଞ୍ଚିଲେ ଭାରତ, ବାଂଲାଦେଶ ଦଳ
ଇନ୍ଦୋର,୧୧।୧୧(ପି.ଟି.)- ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ସୋମବାର ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ ଆସି ସ୍ବତନ୍ତ୍ର ବିମାନ ଯୋଗେ ଦେବୀ ଅହଲ୍ୟାବାଇ ହୋଲକାର ବିମାନବନ୍ଦରରେ ଦୁଇ ଦଳ…
ଡବଲ୍ସ ର଼୍ୟାଙ୍କିଙ୍ଗ୍: ଟପ୍- ୧୦୦ରୁ ବାଦ୍ ପଡିଲେ ପେସ୍
ନୂଆଦିଲ୍ଲୀ,୧୧।୧୧(ପି.ଟି.)- ଅଭିଜ୍ଞ ଟେନିସ ତାରକା ଲିଆଣ୍ଡର ପେସ୍ ଗତ ୧୯ ବର୍ଷ ପ୍ରଥମଥର ପାଇଁ ବିଶ୍ୱ ଡବଲ୍ସ ର଼୍ୟାଙ୍କିଙ୍ଗ୍ର ଶ୍ରେଷ୍ଠ-୧୦୦ରୁ ବାଦ୍ ପଡିଛନ୍ତି। ୫ଟି ସ୍ଥାନ ତଳକୁ ଖସି ସେ ୧୦୧ତମ ସ୍ଥାନରେ ରହିଛନ୍ତି। ୮୫୬ ପଏଣ୍ଟ ସହ ପେସ୍ ଏବେ…
ଏସିଆନ ଶୁଟିଂ ଚାମ୍ପିୟନଶିପ୍: ସୌରଭଙ୍କୁ ରୌପ୍ୟ
ଦୋହା, ୧୧।୧୧(ପି.ଟି.)- ଭାରତୀୟ ଟିନ୍ଏଜ୍ ଶୁଟର ସୌରଭ ଚୌଧାରୀ ଏଠାରେ ଚାଲିଥିବା ୧୪ତମ ଏସିଆନ ଶୁଟିଂ ଚାମ୍ପିୟନଶିପ୍ରେ ରୌପ୍ୟ ପଦକ ହାସଲ କରିଛନ୍ତି। ସୋମବାର ଅନୁଷ୍ଠିତ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ୧୭…
ହ୍ୟାଟ୍ରିକ ମ୍ୟାନ୍ ଚହରଙ୍କୁ୍ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ କ୍ରିକେଟରମାନେ ମଧ୍ୟ ଚହରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ…
ପୁଣି ଚମକିଲେ ଲେଡି ତେନ୍ଦୁଲକର
ନୂଆଦିଲ୍ଲୀ,୧୧।୧୧: ଭାରତୀୟ ମହିଳା କ୍ରିକେଟରେ ଲେଡି ତେନ୍ଦୁଲକର। କ୍ରିକେଟ ଇତିହାସର କିମ୍ବଦନ୍ତୀ ଖେଳାଳି ସଚିନ ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ଆଉ ତାଙ୍କୁ ଅନୁସରଣ କରିଛନ୍ତି ଏହି ମହିଳା କ୍ରିକେଟର ଜଣଙ୍କ। ମାତ୍ର ୧୫ ବର୍ଷ…

