ଅଲରାଉଣ୍ଡର ରେକର୍ଡ ଭାଙ୍ଗିଲେ ଗୌଥମ
ବାଙ୍ଗାଲୋର,୨୪।୮: କ୍ରୀଷ୍ଣପା ଗୌଥମ ଶୁକ୍ରବାର ବୋଧହୁଏ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଛନ୍ତି। କର୍ନାଟକ ପ୍ରିମିୟର ଲିଗ୍(କେପିଏଲ)ରେ ବଲାରି ଟସ୍କର୍ସ ପାଇଁ ଖେଳୁଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୯ ବଲରୁ ଶତକ ଲଗାଇଛନ୍ତି। ମୋଟ ଉପରେ ୫୬ ବଲ ଖେଳି ୧୩୪…
ବୁମରା ଦ୍ରୁତତମ ଭାରତୀୟ
ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୪।୮: ଯଶପ୍ରୀତ ବୁମରା ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ନେବାରେ ଦ୍ରୁତତମ ଭାରତୀୟ ବୋଲର ହୋଇଯାଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଟେଷ୍ଟ ମ୍ୟାଚ୍ର ଦ୍ୱିତୀୟ ଦିନରେ ଡାରେନ ବ୍ରାଭୋଙ୍କୁ ଏଲବିଡବ୍ଲ୍ୟୁ କରାଇ ବୁମରା କ୍ୟାରିୟରର ୫୦ତମ ଉଇକେଟ…
ଶ୍ରୀସନ୍ତଙ୍କ ଘରେ ଲାଗିଲା ନିଆଁ
କୋଚି,୨୪।୮: ଭାରତୀୟ କ୍ରିକେଟ ଖେଳାଳି ଏସ୍ ଶ୍ରୀସନ୍ତଙ୍କ କେରଳର କୋଚିସ୍ଥିତ ଇଡାପାଲ୍ଲୀ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ବଖରା ଘର ପୋଡିଯାଇଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡ ଘଟିବା ସମୟରେ ଘରେ ଶ୍ରୀସନ୍ତଙ୍କ ପରିବାର…
ଏସିଆନ୍ ଉଷୁ ଚାମ୍ପିୟନଶିପ୍ :ବବଲୁ ମୁଣ୍ଡାଙ୍କୁ ରୌପ୍ୟ ପଦକ
ଯୋଡ଼ା/କେନ୍ଦୁଝର୨୪।୮(ଡି.ଏନ.ଏ.)- ବ୍ରୁନେଇଠାରେ ଅନୁଷ୍ଠିତ ୧୦ମ ଜୁନିୟର ଉଷୁ ଚାମ୍ପିୟନଶିିପ୍ରେ କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ସିଆଳିଯୋଡା ଗ୍ରାମର ବବଲୁ ମୁଣ୍ଡା ରୌପ୍ୟ ପଦକ ଜିତି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି। ଗତ ୧୬ ରୁ ୨୪ ପର୍ଯ୍ୟନ୍ତ…
ବିଶ୍ୱ ପାରାବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ :କ୍ୱାର୍ଟର ଫାଇନାଲରେ ପ୍ରମୋଦ
ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବିଶ୍ୱ ପାରାବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ବ୍ୟାଡ୍ମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବିଡବଲ୍ୟୁଏଫ) ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ପ୍ରମୋଦ ଚାଇନାର ଚେନ୍…
କମଳେଶଙ୍କୁ ସିଙ୍ଗଲ୍ସ ଟାଇଟଲ
ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ହରିୟାଣାର କର୍ନଲଠାରେ ଅନୁଷ୍ଠିତ ଚମୁଣ୍ଡା-ଏଆଇଟିଏ ଚାମ୍ପିୟନଶିପ୍ ସିରିଜ(ସିଏସ୭)ରେ ଓଡ଼ିଶା ଟେନିସ ପ୍ରତିଭା କମଳେଶ ରଥ ୧୨ ବର୍ଷରୁ କମ୍ ବିଭାଗରେ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ କମଳେଶ ଚଣ୍ଡିଗଡ଼ର ଦିବ୍ୟାଂଶ ଶର୍ମାଙ୍କୁ ୭-୫, ୬-୦ ସେଟ୍ରେ…
ଗୁଜରାଟ ଫର୍ଚୁନ୍ଜିଆଣ୍ଟ୍ସର ବିଜୟ
ଚେନ୍ନାଇ, ୨୪ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍ ସିଜନ-୭ରେ କ୍ରମାଗତ ୬ଟି ମ୍ୟାଚରେ ପରାଜିତ ହେବା ପରେ ବିଜୟ ଲାଭ କରିଛି ଗୁଜରାଟ ଫର୍ଚୁନ୍ଜିଆଣ୍ଟ୍ସ୍ସ। ସ୍ଥାନୀୟ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨୯-୨୬ ପଏଣ୍ଟ ବ୍ୟବଧାନରେ…
ନ୍ୟାଶନାଲ ଡୋପ୍ ଟେଷ୍ଟିଂ ଲାବରେଟୋରିକୁ ସସ୍ପେଣ୍ଡ କଲା ଓ୍ବାଡା
ନୂଆଦିଲ୍ଲୀ, ୨୪ା୮ (ପି.ଟି.)-ଓ୍ବାଲର୍ଡ୍ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଭାରତର ନ୍ୟାଶନାଲ ଡୋପ୍ ଟେଷ୍ଟିଂ ଲାବରେଟୋରି (ଏନ୍ଡିଟିଏଲ୍)କୁ ୬ ମାସ ପାଇଁ ସସ୍ପେଣ୍ଡ କରିଛି। ଫଳରେ ଦେଶର ଆଣ୍ଟି ଡୋପିଂ ପ୍ରୋଗ୍ରାମ୍କୁ ଶକ୍ତ ଧକ୍କା ଲାଗିଛି। କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ଆଶ୍ଚର୍ଯ୍ୟ…
ଆମେରିକାରେ ପ୍ରଶିକ୍ଷଣ ନେବେ ଜିନ୍ସନ ଜନ୍ସନ
ଚେନ୍ନାଇ,୨୪।୮(ପି.ଟି.)- ଭାରତୀୟ ମିଡଲ ଡିଷ୍ଟାନ୍ସ ରନର ଜିନସନ ଜନସନ ଶୁକ୍ରବାର ଆମେରିକାରେ ପ୍ରଶିକ୍ଷଣ ନେବେ ବୋଲି କହିଛନ୍ତି। ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ଯୋଗ୍ୟତା ହାସଲ କରିବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ଫଳରେ ଟାଇମିଂରେ ଉନ୍ନତି ଆଣିବାକୁ…
ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୧୪୪/୬
କଲମ୍ବୋ, ୨୪।୮(ଏଏଫ୍ପି)- ସ୍ଥାନୀୟ ପି. ସାର ଓଭାଲ ଗ୍ରାଉଣ୍ଡରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ଦ୍ୱିତୀୟ ଦିନ ପ୍ରଥମ ଦିବସ ଭଳି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା…
ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍ଆଉଟ୍
ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ ଉଇକେଟ…
ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ
ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍ରେ ପ୍ରିୟାଙ୍କ ପଞ୍ଚାଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍ ଓ ଶୁବମନ ଗିଲଙ୍କ ଇଣ୍ଡିଆ ବ୍ଲୁ ମୁହଁାମୁହିଁ ହୋଇଛନ୍ତି।…
Archives


