ରାହୁଲ, ଶ୍ରେୟାସଙ୍କ ଅର୍ଦ୍ଧଶତକ:ବାଂଲାଦେଶକୁ ୧୭୫ ରନ୍ର ଟାର୍ଗେଟ ଦେଲା ଭାରତ
ନାଗପୁର,୧୦।୧୧: ବାଂଲାଦେଶ ବିପକ୍ଷ ତୃତୀୟ ଟି-୨୦ରେ ଭାରତ ଭମଣକାରୀ ଦଳକୁ ୧୭୫ ରନର ଟାର୍ଗେଟ ଦେଇଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୪ ରନ୍ ସଂଗ୍ରହ କରିଛି। ବାଂଲାଦେଶ…
ଓ୍ବିଲିୟମ୍ସଙ୍କୁ ଆଇଏସ୍ଏଲ୍ ହିରୋ ଅଫ୍ ମନ୍ଥ ପୁରସ୍କାର
ମୁମ୍ବାଇ,୧୦।୧୧(ପି.ଟି.)- ଅଷ୍ଟ୍ରେଲିଆ ପେସାଦାର ପୁଟବଲର ଡେଭିଡ ଓ୍ବିଲିୟମ୍ସ ଅକ୍ଟୋବର ମାସ ପାଇଁ ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍) ହିରୋ ଅଫ୍ ଦି ମନ୍ଥ ପୁରସ୍କାର ହାସଲ କରିଛନ୍ତି। ଭାରତର ଏହି ଶ୍ରେଷ୍ଠ ଫୁଟବଲ୍ ଲିଗ୍ର ଏହି ପୁରସ୍କାର ଦୌଡ଼ରେ ୩୧ ବର୍ଷୀୟ…
ଶୁଟିଂରେ ତୋମାରଙ୍କୁ ଅଲିମ୍ପିକ୍ କୋଟା
ଦୋହା,୧୦।୧୧(ପି.ଟି.)- ସ୍ବଳ୍ପ ବୟସ୍କ ଶୁଟର ଐଶ୍ୱାରି ପ୍ରତାପ ସିଂ ତୋମାର ଭାରତ ପାଇଁ ରେକର୍ଡ ୧୩ତମ ଅଲିମ୍ପିକ୍ କୋଟା ହାସଲ କରିଛନ୍ତି। ୧୮ ବର୍ଷୀୟ ତେମାର ରବିବାର ଏଠାରେ ଚାଲିଥିବା ୧୪ତମ ଏସିଆନ ଚାମ୍ପିୟନଶିପ୍ରେ ପୁରୁଷ ୫୦ମିଟର ରାଇଫଲ ୩ ପୋଜିସନରେ…
ଭାରତ-ବାଂଲାଦେଶ ତୃତୀୟ ଟି-୨୦: ପ୍ରଥମେ ବ୍ୟାଟିଂ କରିବ ଭାରତ
ନାଗପୁର,୧୦।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ଟି-୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦଳ ବାଂଲାଦେଶ ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ସିରିଜ ୧-୧ରେ ବରାବର ଥିବାରୁ ଉଭୟ ଦଳ ପାଇଁ ଏହି…
ପର୍ନ ଷ୍ଟାର୍ ଥିଲେ ଏହି ବ୍ୟକ୍ତି, ଏବେ ଅନ୍ତର୍ଜାତୀୟ ମ୍ୟାଚରେ କରୁଛନ୍ତି ଅମ୍ପାୟରିଂ
ଅକଲାଣ୍ଡ,୧୦।୧୧:ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଥିଲା। ନଭେମ୍ବର ୫ରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଅମ୍ପାୟରିଂ କରୁଥିବା ଗର୍ଥ ଷ୍ଟିରଟଙ୍କୁ ନେଇ ବେଶ୍ ଚର୍ଚ୍ଚାରେ ରହିଥିଲା।…
କ୍ରିକେଟ ପରେ ଏବେ ଟେନିସରେ ଜଲଓ୍ବା ଦେଖାଇଲେ ଏହି ଖେଳାଳି
ରାଞ୍ଚି,୧୦।୧୧: କ୍ରିକେଟ ମୈଦାନରେ ଅନେକ ଦିନ ଧରି ରାଜ୍ କରିବା ପରେ ମହେନ୍ଦ୍ର ସିଂ ଧୋନୀ ଏବେ ଟେନିସ ଜଗତରେ ପାଦ ରଖିଛନ୍ତି। ରାଞ୍ଚିର ଜେଏସସିଏରେ ଚାଲିଥିବା ଟେନିସ୍ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚରେ ସେ ଦମ୍ଦାର୍ ବିଜୟ ହାସଲ କରିଛନ୍ତି। ଡବଲ୍ସ…
ସଚିନଙ୍କୁ ପଛରେ ପକାଇଲେ ଶେଫାଳି
ସେଣ୍ଟ ଲୁସିଆ,୧୦।୧୧(ପି.ଟି.)- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ୩୦ ବର୍ଷର ପୂରୁଣା ରେକର୍ଡ ଭାଙ୍ଗିଛନ୍ତି ୧୫ ବର୍ଷୀୟା ଶେଫାଳି ବର୍ମା। ସେ ଦେଶର ସର୍ବକନିଷ୍ଠ ଖେଳାଳି ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ମହିଳା…
କୋହଲିଙ୍କ ‘ବିରାଟ’ ପ୍ରଶଂସକ ଏହି କ୍ରିକେଟରଙ୍କ ଝିଅ: କହିଲେ, ‘ମୁଁ ବିରାଟ କୋହଲି’
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଅଛନ୍ତି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଅଷ୍ଟେଲିଆରେ। କ୍ରିକେଟର ଡେଭିଡ ଓ୍ବାର୍ଣ୍ଣରଙ୍କ କୁନି ଝିଅ ଇଭି ମାଇ ବିରାଟ କୋହଲିଙ୍କ ଜଣେ ବଡ…
ସୁପର ଓଭରରେ ସିରିଜ୍ ଜିତିଲା ଇଂଲଣ୍ଡ
ଅକ୍ଲାଣ୍ଡ, ୧୦।୧୧- ଗତ ବିଶ୍ୱକପ୍ ଫାଇନାଲ ଭଳି ଚଳିତ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ମାତ୍ ଦେଇଛି। ବର୍ଷା ବାଧା ସାଜିବାରୁ ଏଠାରେ ଖେଳାଯାଇଥିବା ୧୧ ଓଭରିଆ ମ୍ୟାଚ୍ରେ ଉଭୟ ଦଳ ୧୪୬ ରନ୍…
ମେସିଙ୍କ ୩୪ତମ ହ୍ୟାଟ୍ରିକ
ବାର୍ସିଲୋନା,୧୦।୧୧- ବାର୍ସିଲୋନା ସୁପରଷ୍ଟାର ଲିଓନେଲ ମେସିଙ୍କ ହ୍ୟାଟ୍ରିକ ବଳରେ ରବିବାର ବାର୍ସିଲୋନା ୪-୧ ସେଲ୍ଟା ଭିଗୋକୁ ହରାଇ ଦେଇଛି। ମେସିଙ୍କ ଲା ଲିଗା ଲିଗ କ୍ୟାରିୟରର ଏହା ୩୪ତମ ହ୍ୟାଟ୍ରିକ। ଏଥିସହିତ ସେ ନିଜର ଚିରପ୍ରତିଦ୍ୱନ୍ଦ୍ୱୀ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ସମକକ୍ଷ ହୋଇଛନ୍ତି।…
ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ
ସିଡ୍ନୀ,୧୦।୧୧(ଏଏଫ୍ପି)- ମିଡ୍ଲଓ୍ବେଟ ବକ୍ସର ଡ୍ବିଟ ରିଚେଙ୍କ ରବିବାର ରିଙ୍ଗରେ ମୃତ୍ୟୁ ହୋଇଛି। ଏହା ଅଷ୍ଟ୍ରେଲିଆ ବକ୍ସିଂ ଯଗତକୁ ସ୍ତବ୍ଧ କରି ଦେଇଛି। ଡେଲି ଟେଲିଗ୍ରାଫରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ୨୭ ବର୍ଷୀୟ ବକ୍ସରଙ୍କ ଦେହରେ ଶଟ ବାଜିବା ପରେ ସେ…
ବେଞ୍ଜାମାଙ୍କ ଡବଲ ଗୋଲରେ ମାଡ୍ରିଡ୍ ବିଜୟୀ
ଏବର,୧୦।୧୧- କରିମ ବେଞ୍ଜାମାଙ୍କ ଡବଲ ଗୋଲ ବଳରେ ରିଅଲ ମାଡ୍ରିଡ୍ ଶନିବାର ଏକ ବୃହତ୍ ବିଜୟ ହାସଲ କରିଛି। ଦଳ ୪-୦ ଗୋଲରେ ଏବରକୁ ହରାଇ ଦେଇଛି। ଷ୍ଟାର୍ଟିଂ ଏକାଦଶରେ ସ୍ଥାନ ପାଇଥିବା ବେଞ୍ଜାମା ମ୍ୟାଚ୍ର ୧୭ତମ ମିନିଟ୍ରେ ଦଳୀୟ ଖାତା…

