ଖେଳ

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ଚାଇନିଜ ତାଇପେର ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜୟିନୀ…

ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା ଲାଗି ନ୍ୟୁୟର୍କ ଗସ୍ତ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ନ୍ୟୁ ୟର୍କସ୍ଥିତ ଟ୍ରମ୍ପ…

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା ଅତିକ୍ରମ କରିବାରେ ସଫଳ ହୋଇଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୯୦ ତମ ସ୍ଥାନରେ ଥିବା…

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ ଡୋପ ଟେଷ୍ଟିଂ ଲାବ୍‌କୁ ସସ୍‌ପେଣ୍ଡ କରିଛି। ଅନ୍ତର୍ଜାତୀୟ ଷ୍ଟାଣ୍ଡାର୍ଡ ଲାବରେଟୋରି ସ୍ତରୀୟ ହୋଇ ନ…

ନେତା ଲୁକ୍‌ରେ ଧୋନୀ

ନୂଆଦିଲ୍ଲୀ,୨୩।୮(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଯବାନଙ୍କ ସହ ଟ୍ରେନିଂରୁ ଫେରିିବା ପରେ ଏକ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଏକ ବିଜ୍ଞାପନରେ ଧୋନୀ ନେତା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏଥିରେ ସେ କୃର୍ତ୍ତା ଓ ଗାନ୍ଧୀଙ୍କ ଟୋପି ପିନ୍ଧିଛନ୍ତି।…

କ୍ଲୁଜନର ଦକ୍ଷିଣ ଆଫ୍ରିକା ଦଳର ବ୍ୟାଟିଂ କୋଚ୍‌

ଜୋହାନ୍ସବର୍ଗ,୨୩।୮(ପିଟି): ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଲରାଉଣ୍ଡର ଲାନ୍ସ କ୍ଲୁଜନର ଶୁକ୍ରବାର ଜାତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଛନ୍ତି। ତେବେ ତାଙ୍କୁ କେବଳ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଦାୟିତ୍ୱ ଦିଆଯାଇଛି। କ୍ରିକେଟ…

ୟୁଏସ୍‌ ଓପନ ଟେନିସ

ଶ୍ରେଷ୍ଠ ସିଡ୍‌ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍‌ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍‌ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି। ହାର୍ଡ କୋର୍ଟ ଉପରେ ଖେଳାଯାଉଥିବା ବର୍ଷର ଏହି ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ…

ପାରା ବ୍ୟାଡ୍‌ମିଣ୍ଟନର ଅର୍ଜୁନ

ରାଜ୍ୟର ଅଷ୍ଟମ ଖେଳାଳି ଭାବେ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ପ୍ରଥମ ପାରା ଆଥଲେଟ୍‌ ହିସାବରେ ସେ ରାଜ୍ୟ ପାଇଁ ଏହି ସମ୍ମାନ ହାସଲ କରିବାକୁ ଯାଉଛନ୍ତି। ପୋଲିଓ କାରଣରୁ ଶାରୀରିକ ଭାବେ ଅକ୍ଷମ ହୋଇଥିଲେ ମଧ୍ୟ…

ସାଇନାଙ୍କ ଅଭିଯାନ ଶେଷ

ବାସେଲ(ସୁଇଜରଲାଣ୍ଡ),୨୩।୮(ପି.ଟି.): ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପର ପ୍ରି-କ୍ୱାର୍ଟର ଫାଇନାଲରେ ପରାଜୟ ସହ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌ ବିଶିଷ୍ଟ ମ୍ୟାଚ୍‌ରେ ସାଇନାଙ୍କୁ ୧୨ତମ ସିଡ୍‌ ମିଆ ବ୍ଲିଚ୍‌ଫିଲ୍ଡ ପରାସ୍ତ କରିଛନ୍ତି। ୮ମ…

ଧୋନୀଙ୍କ ୭ ନଂ ଜର୍ସି ପଛର କାରଣ

ଚେନ୍ନାଇ,୨୩।୮: ମହେନ୍ଦ୍ର ସିଂ ଧୋନୀ ଦେଶର ସଫଳ ତଥା ଲୋକପ୍ରିୟ କ୍ରିକେଟ ଅଧିନାୟକ। ସେ ସର୍ବଦା ୭ ନଂ ଜର୍ସି ପିନ୍ଧନ୍ତି। ଏହାର କାରଣ ଖୁବ୍‌ କମ୍‌ ଲୋକଙ୍କୁ ଜଣାଥିବ। ତେବେ ଧୋନୀ ତାଙ୍କର ଜନ୍ମ ତାରିଖକୁ ଲକି ବୋଲି ମନେକରନ୍ତି।…

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ

ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍‌ନେସକୁ ନେଇ ଆରମ୍ଭ ହେବାକୁ ଯାଉଥିବା ଏହି ପ୍ରୟାସରେ ସରକାରଙ୍କୁ ସହାୟତା ତଥା ପରାମର୍ଶ ଦେବା ପାଇଁ…

ବୋଲର ପ୍ରଭାବୀ, ରାହାନେଙ୍କ ଅର୍ଦ୍ଧଶତକ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୩।୮- ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଗୁରୁବାର ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ଅଜିଙ୍କ୍ୟ ରାହାନେଙ୍କ ଅର୍ଦ୍ଧଶତକ ସହାୟତାରେ ସଂଘର୍ଷ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri