ଖେଳ

ଅନୈତିକ ସମ୍ପର୍କ ରଖିଥିଲେ ପ୍ରସିଦ୍ଧ କ୍ରିକେଟର

ବିବାହିତ ହୋଇ ମଧ୍ୟ ଅନ୍ୟ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ବିଶ୍ୱ କ୍ରିକେଟରେ ନୂଆ ଘଟଣା ନୁହେଁ। କିଛି ପ୍ରସିଦ୍ଧ କ୍ରିକେଟର ଅନ୍ୟ ମହିଳାଙ୍କ ସହ ଅନୈତିକ ସମ୍ପର୍କ (ଏକ୍ସଟ୍ରା ମାରିଟାଲ ଆଫାୟର୍ସ) ରଖି ପ୍ରଶଂସକଙ୍କୁ ଚକିତ କରି ଦେଇଛନ୍ତି।…

ବାୟୁସେନା ପାଇଲଟଙ୍କ ସହ ସମୟ ବିତାଇଲେ ଭାରତୀୟ କ୍ରିକେଟର

ନାଗପୁର,୧୦।୧୧(ପି.ଟି.)- ଏଠାରେ ରବିବାର ଖେଳାଯିବାକୁ ଥିବା ସିରିଜ ନିର୍ଣ୍ଣାୟକ ମ୍ୟାଚ୍‌ ପୂର୍ବରୁ ଭାର୦ତୀୟ କ୍ରିକେଟରମାନେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ ଟିମ ସହ କିଛି ସମୟ ଅତିବାହିତ କରିଛନ୍ତି। ନାଲି ୟୁନିଫର୍ମ ସହ ପାଇଲଟମାନେ ଶିଖର ଧାଓ୍ବନ, ରିଷଭ ପନ୍ତ ଓ ମନୀଷ…

ଅନ୍ତିମ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ନାଗପୁର, ୧୦।୧୧(ପି.ଟି.)- ଚଳିତ ସେସନରେ ଭାରତ ଘରୋଇ ପରିବେଶରେ ତା’ର ପ୍ରଥମ ଟି୨୦ ସିରିଜ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଭାରତ ଓ ବାଂଲାଦେଶ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦…

ଦିବାରାତ୍ର ଟେଷ୍ଟ: ଇଡେନରେ ପ୍ରଥମ ୩ ଦିନରେ ୫୦ ହଜାର ଦର୍ଶକ

କୋଲକାତା,୧୦।୧୧(ପି.ଟି.)- ଆସନ୍ତା ୨୨ରୁ ୨୬ ତାରିଖ ମଧ୍ୟରେ ସ୍ଥାନୀୟ ଇଡେନ ଗାର୍ଡେନରେ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ପ୍ରଥମଥର ପାଇଁ ଭାରତ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଥିବାରୁ ଏହାକୁ ଦେଖିବା ପାଇଁ ପ୍ରଶଂସକଙ୍କ…

ବିସିସିଆଇ ଏଜିଏମ୍‌ ଡିସେମ୍ବର ୧ରେ

ନୂଆଦିଲ୍ଲୀ,୧୦ା୧୧ (ପି.ଟି.)- ସୌରଭ ଗାଙ୍ଗୁଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପ୍ରଥମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଡିସେମ୍ବର ୧ରେ ହେବ। ଗତ ଅକ୍ଟୋବର ୨୩ରେ ମୁମ୍ବାଇରେ ବିସିସିଆଇର ନୂଆ କର୍ମକର୍ତ୍ତା ନିର୍ବାଚିତ ହୋଇଛନ୍ତି। ଏଜିଏମ୍‌ ମୁମ୍ବାଇରେ ଅନୁଷ୍ଠିତ…

ସାତ୍ତ୍ୱିକ-ଚିରାଗ ସେମିଫାଇନାଲରେ ହାରିଲେ

ଫୁଝୋ, ୧୦ା୧୧ (ପି.ଟି.)-ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ବିଶ୍ୱର ୯ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଯୋଡ଼ି ଟପ୍‌ ସିଡ୍‌ ତଥା ବିଶ୍ୱର ନମ୍ବର ଓ୍ବାନ ଯୋଡ଼ି…

ବିଶ୍ୱ ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌: ୪୦୦ମି. ଫାଇନାଲରେ ଜୟନ୍ତୀ

ଭୁବନେଶ୍ୱର,୧୦।୧୧(ସ୍ପୋଟର୍‌ସ ବ୍ୟୁରୋ)- ଦୁବାଇରେ ଚାଲିଥିବା ବିଶ୍ୱ ପାରାଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଜୟନ୍ତୀ ବେହେରା ଟି-୪୭ ବର୍ଗରେ ଭାରତ ପାଇଁ ପ୍ରତିନିଧିତ୍ୱ କରୁଛନ୍ତି। ଶନିବାର ସେ ୪୦୦ମିଟର ଦୌଡ଼ରେ ହିଟ୍‌ରେ ୧:୦୧: ୦୬ ସେକେଣ୍ଡ ସମୟ ନେଇ ଚତୁର୍ଥ ସ୍ଥାନରେ ରହିବା ସହ…

ଦିନିକିଆ ସିରିଜ କବ୍‌ଜା କଲା ଓ୍ବେଷ୍ଟଇଣ୍ଡିଜ

ଲକ୍ଷ୍ନୌ, ୧୦।୧୧- ଆଫଗାନିସ୍ତାନ ବିପକ୍ଷରେ ଏଠାରେ ଖେଳାଯାଇଥିବା ୨ୟ ଦିନିକିଆ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୪୭ ରନରେ ବିଜୟ ଲାଭ କରିଛି। ଏଥିସହିତ କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ୨-୦ରେ ଆଗୁଆ କବ୍‌ଜା କରିନେଇଛି। ପୂର୍ବରୁ ସିରିଜର ପ୍ରଥମ…

ଆଇଏସ୍‌ଏଲ୍‌: ଜାମସେଦପୁରକୁ ହରାଇ ଏଟିକେ ଶୀର୍ଷରେ

କୋଲକାତା, ୧୦।୧୧ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଦୁଇଥରର ଚାମ୍ପିୟନ ଘରୋଇ ଏଟିକେ ଦଳ ୩-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ’ ପଶ୍ଚିମବଙ୍ଗ ସମୁଦ୍ରକୂଳ ନିକଟରେ ଲ୍ୟାଣ୍ଡଫଲ୍‌ କରିଥିଲେ…

୨୦୨୩ ବିଶ୍ୱକପ୍‌ରେ ଅଧୁରା ସ୍ବପ୍ନ ସାକାର କରିବୁ: ମନପ୍ରୀତ

ନୂଆଦିଲ୍ଲୀ,୯।୧୧(ପି.ଟି.)- ଆଗାମୀ ୨୦୨୩ ହକି ବିଶ୍ୱକପ୍‌ ଭାରତରେ ଆୟୋଜନ ହେବା ଶନିବାର ନିଶ୍ଚିତ ହୋଇଛି। ପୁଣି ଥରେ ଘରୋଇ ପରିବେଶରେ ବିଶ୍ୱକପ ଖେଳାଯିବାର କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିବାରୁ ଭାରତୀୟ ଅଧିନାୟକ ମନପ୍ରୀତ ସିଂ ବେଶ୍‌ ଉତ୍ସାହିତ ହୋଇଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ଗତ…

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ : ଡେନର୍ବି ଭାରତୀୟ ଦଳର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ସ୍ବିଡେନର ଥୋମାସ ଡେନର୍ବି ଶନିବାର ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଫୁଟ୍‌ବଲ ଦଳର କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଜଣେ କୋଚ୍‌ ହିସାବରେ ତାଙ୍କର ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ରହିଛି।…

୩ ନୂଆ ଭେନ୍ୟୁରେ ହୋଇପାରେ ଆଇପିଏଲ୍‌ ୨୦୨୦

ନୂଆଦିଲ୍ଲୀ,୯।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ନୂଆ ଦଳ ସାମିଲ ହେବା ପାଇଁ ୨୦୨୧ ସିଜନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କିନ୍ତୁ ୨୦୨୦ ସଂସ୍କରଣ ୩ ନୂଆ ଭେନ୍ୟୁରେ ଖେଳାଯାଇପାରେ। ୮ ଫ୍ରାଞ୍ଚାଇଜର ମାଲିକମାନେ ବିସିସିଆଇର ନବନିଯୁକ୍ତ କର୍ମକର୍ତ୍ତାଙ୍କୁ ମୁମ୍ବାଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?