ଡେଭିସ୍ କପ୍ ମ୍ୟାଚ ନଭେମ୍ବରକୁ ଘୁଞ୍ଚିଲା
ନୂଆଦିଲ୍ଲୀ, ୨୩|୮ (ପି.ଟି.)- ପାକିସ୍ତାନ ବିପକ୍ଷ ଭାରତର ଡେଭିସ୍ କପ୍ ମ୍ୟାଚକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପରେ ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍) ଗୁରୁବାର ଏହା ଘୋଷଣା କରିଛି। ଏହି ମୁକାବିଲା ସେପ୍ଟେମ୍ବର ୧୪-୧୫ରେ ଇସ୍ଲାମାବାଦରେ…
ତୃତୀୟ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୭୯ ରନରେ ସୀମିତ
ଲିଡ୍ସ (ୟୁନାଇଟେଡ କିଙ୍ଗଡମ୍),୨୩|୮ (ଏଏଫ୍ପି)-ସ୍ଥାନୀୟ ହେଡିଂଲେଠାରେ ଗୁରୁବାର ତୃତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଛି। ମେଘୁଆ ପାଗ ବୋଲରଙ୍କୁ ସୁହାଇବ ବୋଲି ଆଶା ରଖି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ବୋଲରମାନେ ପ୍ରଭାବୀ…
ଜାପାନ କ୍ରୀଡ଼ାପ୍ରେମୀଙ୍କ ଲାଗି ସ୍ବତନ୍ତ୍ର ଅଲିମ୍ପିକ୍ ପ୍ୟାକେଜ
ଟୋକିଓ,୨୩।୮(ଏପି): ଟୋକିଓ ଅଲିମ୍ପିକ୍ ଆୟୋଜକଙ୍କ ପକ୍ଷରୁ ଜାପାନର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ପ୍ୟାକେଜ ଘୋଷଣା କରାଯାଇଛି। ୬.୩୫ ନିୟୁତ ୟେନ ମୂଲ୍ୟର ପ୍ୟାକେଜ ମାଧ୍ୟମରେ ଉପଭୋକ୍ତାମାନେ ଉଦ୍ଘାଟନୀ ଉତ୍ସବରୁ ଆରମ୍ଭ କରି ୯ ଦିନ ଟ୍ରାକ୍ ଓ ଫିଲ୍ଡ ଇଭେଣ୍ଟ…
ନେମାରଙ୍କ ପାଇଁ ବାଲେ, ଜେମ୍ସଙ୍କ ସହ ୧୦୦ ନିୟୁତ
ପ୍ୟାରିସ,୨୩।୮(ପିଟି): ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍ଜି) ଷ୍ଟାର ଷ୍ଟ୍ରାଇକର ନେମାର ଜୁନିୟରଙ୍କୁ ଦଳରେ ନେବା ପାଇଁ ବହୁ ଦଳ ଆଗଭର ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛି ସ୍ପାନିଶ କ୍ଲବ ରିୟଲ ମାଡ୍ରିଡ୍। ନେମାରଙ୍କୁ ଦଳରେ ସାମିଲ କରିବା ଲାଗି ମାଡ୍ରିଡ୍ ତା’ର…
ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୀଥ
ବାସେଲ (ସୁଇଜରଲାଣ୍ଡ),୨୩।୮(ପିଟି): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍ ବିଶ୍ୱ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ପ୍ରତିଯୋଗିତାରେ ଭାରତୀୟ ତାରକା ଶଟଲର ପି. ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଏଚ୍.ଏସ୍. ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ପରାଜୟ…
ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…
ଜୋନାଥନ ହଲ୍ ଆଇସିସିର ଜେନେରାଲ କନସେଲ୍
ଦୁବାଇ, ୨୨ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଗୁରୁବାର ଜେନାଥନ ହଲ୍ଙ୍କୁ ଏହାର ଜେନେରଲ କନ୍ସଲ ଏବଂ କମ୍ପାନୀ ସେକ୍ରେଟାରୀ ଭାବେ ମନୋନୀତ କରିଛି। ହଲ୍ଙ୍କର ଲୌରିଅସ୍ ଏବଂ ୟୁନିୟନ ଅଫ୍ ୟୁରୋପିଆନ ଫୁଟ୍ବଲ ଆସୋସିଏଶନ୍ସ (ୟୁଫା) ସମେତ ବହୁ…
ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…
ଅତୁଟ ରହିବ ସଚିନଙ୍କ ଗୋଟିଏ ରେକର୍ଡ: ସେହ୍ବାଗ
ନୂଆଦିଲ୍ଲୀ- ୨୨।୮- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ତାଙ୍କ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ କ୍ୟାରିୟରରେ ଅନେକ ରେକର୍ଡ ପ୍ରତିଷ୍ଠା କରିଯାଇଛନ୍ତି। ତେବେ ଲିଟିଲ ମାଷ୍ଟରଙ୍କ ଏକ ରେକର୍ଡ କ୍ରିକେଟ୍ ଜଗତରେ ସର୍ବଦା ଅତୁଟ ରହିବ ବୋଲି ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ…
ର଼୍ୟାମ୍ପରେ ଚାଲିଲେ ହାର୍ଦ୍ଦିକ ପାଣ୍ଡ୍ୟା
ମୁମ୍ବାଇ, ୨୨।୮- ଭାରତୀୟ କ୍ରିକେଟ୍ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଇ ସେଠାରେ ଘରୋଇ ଦଳ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାରେ ବ୍ୟସ୍ତ ରହିଛି। କିନ୍ତୁ ଏହି ସିରିଜରୁ ବିଶ୍ରାମ ପାଇଥିବା ଷ୍ଟାର୍ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏକ ର଼୍ୟାମ୍ପ୍ ଶୋ’ରେ ଚାଲୁଥିବାର…
ଟିଭି ଉପସ୍ଥାପକ ହେଲେ କୋହଲି
ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ ଦଳ ପ୍ରଥମ ଟେଷ୍ଟ ଖେଳିବା ପୂର୍ବରୁ କୋହଲି…
୨ ଫିଜିକାଲ ଏଜୁକେଶନ କଲେଜରୁ ସ୍ବୀକୃତି ପ୍ରତ୍ୟାହାର: ଅନ୍ଧାରରେ ଖେଳ ଶିକ୍ଷକଙ୍କ ଭବିଷ୍ୟତ
ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ଖେଳ ଭିତ୍ତିଭୂମି ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଓଡ଼ିଶାର ଖେଳ ଭିତ୍ତିଭୂମିକୁ ନେଇ ଚର୍ଚ୍ଚା। ଭୁବନେଶ୍ୱର ଏବେ ଦେଶର ଅଘୋଷିତ କ୍ରୀଡ଼ା ରାଜଧାନୀରେ ପରିଣତ ହୋଇଛି। ଏଠାରେ ଏବେ ବିଭିନ୍ନ କ୍ରୀଡ଼ାର ହାଇ ପରଫର୍ମାନ୍ସ ସେଣ୍ଟର…
Archives


