ଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- କେରଳ ମ୍ୟାଚ୍‌ ଡ୍ର’

କୋଚି,୯।୧୧(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫସି ଓ ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍‌ସି ମୁହଁାମୁହିଁ ହୋଇଥିବା ବେଳେ ଏହି ମ୍ୟାଚ୍‌ ଗୋଲ୍‌ଶୂନ୍ୟଭାବେ ଅମୀମାଂସିତ ରହିଛି। କଡ଼ା…

ଦିଲ୍ଲୀ ଫ୍ରାଞ୍ଚାଇଜ୍‌ରେ ଯୋଗଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳରେ ସାମିଲ କରିଛି। ପୂର୍ବରୁ ଦିଲ୍ଲୀ ଅଶ୍ୱିନଙ୍କ ବଦଳରେ ସୁଚିଥଙ୍କ ସହ ଦେଢ଼…

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟ ଖେଳିପାରନ୍ତି ପୃଥ୍ବୀ ଶ’

ଲଣ୍ଡନ,୮।୧୧-ଡୋପ୍‌ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ ସମ୍ପର୍କରେ…

ଇଂଲଣ୍ଡକୁ ଚମକପ୍ରଦ ବିଜୟ ଦେଲେ ମଲାନ, ମୋର୍ଗାନ

ନାପିଅର,୮।୧୧(ଏଏଫ୍‌ପି)- ଡେଭିଡ ମଲାନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ମୋର୍ଗାନଙ୍କ ସହ ରେକର୍ଡ ଭାଗୀଦାରି ଇଂଲଣ୍ଡକୁ ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଚମକପ୍ରଦ ବିଜୟ ଦେଇଛି। ୭୬ ରନ୍‌ର ବିଜୟ ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଇଂଲଣ୍ଡ ୨-୨ର…

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଫେରିପାରନ୍ତି ପୃଥ୍ବୀ

ଲଣ୍ଡନ,୮।୧୧- ଡୋପ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ…

ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟର୍‌ ବୋଲିଂ କରିବେ ସ୍ପିନ୍‌

ଖୁବ୍‌ଶୀଘ୍ର ବିଶ୍ୱର ସବୁଠୁ ଡେଙ୍ଗା କ୍ରିକେଟରଙ୍କୁ ପଡିଆରେ ଦେଖିବାକୁ ମିଳିବ। ମହମ୍ମଦ ମୁଦସାର ନାମକ ଜଣେ ପାକିସ୍ତାନ କ୍ରିକେଟରଙ୍କୁ ପାକିସ୍ତାନ ସୁପର୍‌ ଲିଗ୍‌ରେ ଖେଳୁଥିବାର ଦେଖିବାକୁ ମିଳିବ। ୨୧ ବର୍ଷୀୟ ମହମ୍ମଦଙ୍କ ଉଚ୍ଚତା ୭ ଫୁଟ ୫ ଇଞ୍ଚ ବୋଲି ଜଣାପଡିଛି।…

୩ ଭାରତୀୟ ବାସ୍କେଟବଲ ଖେଳାଳି ଅଟକ

ନୂଆଦିଲ୍ଲୀ,୮।୧୧- ଦେଶର ଟପ୍‌ ବାସ୍କେଟବଲ ଖେଳାଳି ଅମଜ୍ୟୋତ ସିଂ, ଅର୍ଶପ୍ରୀତ ଭୁଲାର ଓ ଅମରିତପଲ ସିଂଙ୍କୁ ବୁଧବାର ରାତିରେ ବିଦ୍ୟାନଗର ଥାନା ଲକ ଅଫ୍‌ରେ ୪ ଘଣ୍ଟା ବିତାଇବାକୁ ପଡ଼ିଛି। ଏହି ଖେଳାଳିମାନେ ରାତିରେ ନିଶାଗ୍ରସ୍ତ ଅବସ୍ଥାରେ ଜାତୀୟ କ୍ୟାମ୍ପକୁ ଫେରୁଥିବାବେଳେ…

୪ ଓଭର, ୪ ମେଡେନ୍‌, ୪ ଉଇକେଟ୍‌: ବିରଳ ରେକର୍ଡ ହାସଲ କଲେ ଏହି ଖେଳାଳି

ସାଧାରଣତଃ କ୍ରିକେଟରେ ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ ସୃଷ୍ଟି ହେବାସହ ଭାଙ୍ଗିଥାଏ। ଏମିତି ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ନ୍ୟୁଜିଲାଣ୍ଡର ରୋଜମ୍ୟାରି ମେୟାର। ଶ୍ରୀମ୍ପଟନ୍‌ ଟ୍ରଫିର ଏକ ମ୍ୟାଚରେ ସେ ୪ ଓଭର ବୋଲିଂ କରି କୌଣସି ରନ୍‌…

ରୋହିତ-ଧାଓ୍ବନଙ୍କ ରେକର୍ଡ

ରାଜକୋଟ,୮।୧୧- ଭାରତୀୟ ଦଳର ଦୁଇ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କ ଯୋଡ଼ି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଓପନିଂ ଯୋଡ଼ି ୧୦.୫ ଓଭରରେ ୧୧୮ ରନ୍‌ ଯୋଡ଼ିଥିଲା। ଟି୨୦…

ପ୍ରଥମେ ଭୁଲ, ତାପରେ ଠିକ୍‌ ନିଷ୍ପତ୍ତି ଦେଲେ ୩ୟ ଅମ୍ପାୟର

ରାଜକୋଟ,୮।୧୧- ଏଠାରେ ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଘଟଣା ବହୁଳ ରହିଥିଲା। ରିଷଭ ପନ୍ତ ତ୍ରୁଟି ପୂର୍ଣ୍ଣ ଷ୍ଟମ୍ପିଂ ପରେ ତୃତୀୟ ଅମ୍ପାୟର ମଧ୍ୟ ଭୁଲ କରିବା ଭଳି ଘଟଣା ଦେଖିବାକୁ ମିଳିଥିଲା। ବାଂଲାଦେଶ ଇନିଂସର…

ରିଷଭ ପନ୍ତଙ୍କ ପିଲାଳିଆମି ଯାଉନି

ରାଜକୋଟ,୮।୧୧- ନିଜର ଶଟ୍‌ ଚୟନ ନେଇ ସର୍ବଦା ସମାଲୋଚନାର ସମ୍ମୁଖୀନ ହେଉଥିବା ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ରେ ଏକ ସ୍କୁଲ ଛୁଆଙ୍କ ଭଳି ତ୍ରୁଟି କରିଛନ୍ତି। ବାଂଲାଦେଶ ଇନିଂସର ୬ଷ୍ଠ ଓଭରରେ…

ରେକର୍ଡ ବିଜୟ

ଗଲ୍ଫ ସୁପରଷ୍ଟାର ଟାଇଗର ଉଡ୍ସ ବିଭିନ୍ନ କାରଣରୁ ଫର୍ମ ଓ ଫିଟ୍‌ନେସ ପାଇଁ ସଂଘର୍ଷ କରିଆସୁଥିଲେ ମଧ୍ୟ ନିକଟରେ ଜୋଜୋ ଚାମ୍ପିୟନଶିପ୍‌ରେ ବିଜୟୀ ହୋଇଛନ୍ତି। ଏଥିସହିତ ସେ ୮୨ତମ ପିଜିଏ ଟୁର ଟାଇଟଲ ହାସଲ କରି ସର୍ବାଧିକ ଟୁର୍ନାମେଣ୍ଟ ଜିତିବାରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?