ଖେଳ

ଲିଲିମା ଖେଳିଲେ ୧୫୦ତମ ମ୍ୟାଚ

ନୂଆଦିଲ୍ଲୀ, ୨୨।୮- ଟୋକିଓରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ମହିଳା ହକିର ଜାପାନ ବିପକ୍ଷ ଫାଇନାଲ ଖେଳି ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଓଡ଼ିଶାର ଲିଲିମା ମିଞ୍ଜ। ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୫ ବର୍ଷୀୟ ଲିଲିମାଙ୍କ ପାଇଁ ଏହାଥିଲା ୧୫୦ତମ…

ଡୁରାଣ୍ଡ କପ୍‌ ଫାଇନାଲରେ ଗୋକୁଳମ କେରଳ

କୋଲକାତା, ୨୧।୮ (ପି.ଟି.): ସପ୍ତଦଶଥର ପାଇଁ ସମ୍ମାନଜନକ ଡୁରାଣ୍ଡ କପ୍‌ ଟାଇଟଲ୍‌ ଜିତିବାକୁ ଲକ୍ଷ୍ୟ ରଖିଥିବା ଇଷ୍ଟ ବେଙ୍ଗଲକୁ ଶେଷରେ ନିରାଶ ହେବାକୁ ପଡ଼ିଛି। ବୁଧବାର ଖେଳାଯାଇଥିବା ଏକ ରୋମାଞ୍ଚକ ସେମିଫାଇନାଲ ମୁକାବିଲାରେ ଇଷ୍ଟ ବେଙ୍ଗଲକୁ ୨-୩ ଗୋଲରେ ପରାସ୍ତ କରି…

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବାସେଲ(ସୁଇଜରଲାଣ୍ଡ), ୨୧।୮ (ପି.ଟି.): ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ସେ ୨୧-୧୪,…

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି, ଖୋଖୋ ଓ ଫୁଟବଲ ଖେଳରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମନୋନୀତ…

ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ସେ ସିଧାସଳଖ ସେଟ୍‌ରେ ନିଜଠାରୁ ଉନ୍ନତ ର଼୍ୟାଙ୍କଧାରୀ ଜାପାନର ତାସୁମଙ୍କୁ ହରାଇ…

ସମୁଦ୍ରକୂଳରେ ସମୟ ବିତାଇଲେ ବିରାଟବାହିନୀ

ନୂଆଦିଲ୍ଲୀ,୨୧।୮: ଏଠାରେ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଓ ସପୋର୍ଟ ଷ୍ଟାଫ ଆଣ୍ଟିଗୁଆର ଜଲି ବିଚ୍‌ରେ ମଜା ନେଇଛନ୍ତି। ୩୦ ବର୍ଷୀୟ…

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ଓଆଇ ହକି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଅଧିନାୟକ ହରମନପ୍ରୀତ…

ଭାରତୀୟ ଦଳର ଟେଷ୍ଟ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୮(ପିଟି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ସହ ଭାରତୀୟ ଦଳ ତା’ର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ କରିବ। ଏହି ବିଶ୍ୱ ସ୍ତରୀୟ ଟେଷ୍ଟ ଇଭେଣ୍ଟ ଲାଗି ଭରତୀୟ ଦଳର ଇନ୍‌ଷ୍ଟାଗ୍ରାମ ପେଜରେ ଜର୍ସି ଉନ୍ମୋଚିତ…

ପଣ୍ଟିଂଙ୍କ ସମକକ୍ଷ ହୋଇପାରନ୍ତି କୋହଲି

ନର୍ଥ ସାଉଣ୍ଡ,୨୧।୮: ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ରେକର୍ଡର ସମକକ୍ଷ ହୋଇପାରନ୍ତି। ଭାରତୀୟ ଟେଷ୍ଟ ଦଳର ଅଧିନାୟକ ଭାବେ କୋହଲି ଏପର୍ଯ୍ୟନ୍ତ ୧୮ ଶତକ…

ଭାରତୀୟ ନାଗରିକଙ୍କୁ ବିବାହ କଲେ ପାକିସ୍ତାନ କ୍ରିକେଟର

ଦୁବାଇ,୨୧।୮: ଏଠାରେ ଆୟୋଜିତ ଏକ ଉତ୍ସବରେ ପାକିସ୍ତାନ କ୍ରିକେଟ ଦଳର ପେସର ହାସନ ଅଲୀ ମଙ୍ଗଳବାର ଭାରତୀୟ ନାଗରିକ ଶାମିଆ ଆର୍‌ଜୁଙ୍କୁ ବିବାହ କରିଛନ୍ତି। ଏହି ନୂଆ ଯୋଡ଼ିଙ୍କ ବିବାହ ହେବା ପୂର୍ବରୁ ସୋସିଆଲ ମିଡିଆଲରେ ବହୁ ଫଟୋ ଓ ଭିଡିଓ…

ଟେଷ୍ଟରେ ୧୦୦ ଉଇକେଟ ପୂରଣ କରିବାକୁ ଚାହାନ୍ତି ଶ୍ରୀସନ୍ଥ

ମୁମ୍ବାଇ, ୨୧।୮: ଭାରତୀୟ ପେସର ଏସ୍‌. ଶ୍ରୀସନ୍ଥଙ୍କ ଉପରେ ଲାଗିଥିବା ଆଜୀବନ ବାସନ୍ଦାଦେଶକୁ ହ୍ରାସ କରି ୭ ବର୍ଷ କରାଯାଇଛି। ଫଳରେ ସେ ଆସନ୍ତା ବର୍ଷ ସେପ୍ଟେମ୍ବରଠାରୁ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିପାରିବେ। ବାସନ୍ଦାଦେଶ ସମୟ ସୀମା…

ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ

ସୁନ୍ଦରଗଡ଼, ୨୧।୮ (ଡି.ଏନ୍‌.ଏ) -ସୁନ୍ଦରଗଡରେ ମଙ୍ଗଳବାରଠାରୁ ୭୮ ତମ ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଷ୍ଟାଡିୟମଠାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ପଶ୍ଚିମାଞ୍ଚଳ ଡିଆଇଜି କବିତା ଜାଲାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହି ଚାମ୍ପିୟନଶିପ୍‌କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri