ଖେଳ

ଫର୍ମୁଲା ଓ୍ବାନ୍‌ ସୁପରଷ୍ଟାର

ଲୁଇସ୍‌ ହାମିଲଟନ ଷଷ୍ଠଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରି ମାଇକେଲ ସୁମାକରଙ୍କଠାରୁ ଗୋଟିଏ ପାଦ ଦୂରରେ ରହିଛନ୍ତି। ୩୪ ବର୍ଷରେ ପଦାର୍ପଣ କରିଥିବାରୁ ଆଗକୁ ସେ ଆହୁରି କେତୋଟି ବିଶ୍ୱ ଟାଇଟଲ ଜିତି ନିଜକୁ ବିଶ୍ୱର ସର୍ବଶ୍ରେଷ୍ଠ ଫର୍ମୁଲା-…

ଫେରିବେ ସାନିଆ

ମା’ ହେବା ପରେ ଟେନିସ ଖେଳାଳିମାନେ ସଫଳ ପ୍ରତ୍ୟାବର୍ତ୍ତନ କରିବାର ଉଦାହରଣ କମ୍‌ ରହିଛି। ତେବେ ସେରେନା ଓ୍ବିଲିୟମ, ମାର୍ଗାରେଟ୍‌ କୋର୍ଟ, ଇଭୋନ ଗୁଲାଗଙ୍ଗ ଓ କିମ୍‌ କ୍ଲିଷ୍ଟର୍ସ ଏଥିରେ ବ୍ୟତିକ୍ରମ ଆଣିଛନ୍ତି। ସାନିଆଙ୍କ ପାଇଁ ଏହି ଖେଳାଳିମାନେ ଏବେ ପ୍ରେରଣା…

ଦିବାରାତ୍ର ଟେଷ୍ଟ: ଆନନ୍ଦ-କାର୍ଲସେନ ଇଡେନ ଘଣ୍ଟି ବଜାଇବେ

କୋଲକାତା, ୮।୧୧(ପି.ଟି.)- ଆସନ୍ତା ୨୨ରୁ ୨୬ ତାରିଖ ମଧ୍ୟରେ ଇଡେନ ଗାର୍ଡେନ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦିବାରରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଳିବ। ଭାରତ ପ୍ରଥମଥର ପାଇଁ ଦିବାରାତ୍ର ଟେଷ୍ଟ ଖେଳିବାକୁ ଯାଉଥିବା ବେଳେ ଏହି ଐତିହାସିକ ମୁହୂର୍ତ୍ତରେ ଦୁଇ…

ଜୁନିୟର ବାଳକ ଦଳଗତ ଇଭେଣ୍ଟ: ଫାଇନାଲରେ କଟକ-ଏ, ଖୋର୍ଦ୍ଧା

କଟକ ଅଫିସ,୮।୧୧- ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୨୫ତମ ଆନ୍ତଃ ଜିଲା ଓ ରାଜ୍ୟ ଟେବୁଲ ଟେନିସ (ଟିଟି)ଚାମ୍ପିୟନଶିପରେ ଗୁରୁବାର ବିଭିନ୍ନ ବୟସ ବର୍ଗର କ୍ବାର୍ଟର ଫାଇନାଲ, ସେମିଫାଇନାଲ ମ୍ୟାଚ ଖେଳାଯାଇଥିଲା। ଏହି ପ୍ରତିଯୋଗିତା ଓଡ଼ିଶା ରାଜ୍ୟ ଟେବୁଲ…

କ୍ରୋଏସିଆ ଦଳରୁ ଓହରିଲେ ସିଲିକ୍‌

ଜାଗ୍ରେବ୍‌, ୮ା୧୧(ଏଏଫ୍‌ପି)- ପୂର୍ବତନ ୟୁଏସ୍‌ ଓପନ୍‌ ବିଜେତା ମାରିନ୍‌ ସିଲିକ୍‌ କ୍ରୋଏସିଆ ଡେଭିସ୍‌ କପ୍‌ ଦଳରୁ ଓହରି ଯାଇଛନ୍ତି। ଆଣ୍ଠୁରେ ଇଞ୍ଜୁରି ପାଇଁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଗତବର୍ଷ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଫାଇନାଲରେ ଫ୍ରାନ୍ସକୁ ପରାସ୍ତ କରି କ୍ରୋଏସିଆ…

ଦ୍ୱିତୀୟ ଟି୨୦ରେ ଭାରତ ବିଜୟୀ

ରାଜକୋଟ, ୮ା୧୧-ରୋହିତ ଶର୍ମା (୮୫ରନ, ୪୩ବଲ, ୬ ଚୌକା, ୬ ଛକା) ଏବଂ ଶିଖର ଧାଓ୍ବନ (୩୧ରନ, ୨୭ ବଲ୍‌, ୪ଚୌକା)ଙ୍କ ଶତକୀୟ ଭାଗୀଦାରି ସହାୟତାରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଭାରତ ୮ ଉଇକେଟରେ…

ଗୌତମଙ୍କ ଚୁକ୍ତି ବାତିଲ କଲା ଜିସିଏ

ରାଜକୋଟ,୭।୧୧(ପି.ଟି.)- କେପିଏଲ ମ୍ୟାଚ୍‌ ଫିକ୍ସିଂରେ ଜଡ଼ିତ ହୋଇ ଗିରଫ ହୋଇଥିବା ସି.ଏମ୍‌. ଗୌତମଙ୍କ ଚୁକ୍ତିକୁ ଗୁରୁବାର ଗୋଆ କ୍ରିକେଟ ଆସୋସିଏଶନ (ଜିସିଏ) ବାତିଲ କରି ଦେଇଛି। ଏଥିସହିତ ଆସୋସିଏଶନ ପକ୍ଷରୁ ନୂଆ ଅଧିନାୟକ ଘୋଷଣା କରାଯାଇଛି। ଦର୍ଶାନ ମିସାଲଙ୍କୁ ଶୁକ୍ରବାରଠାରୁ ଆରମ୍ଭ…

ଆଇପିଏଲ ମ୍ୟାଚ୍‌ ପୂର୍ବରୁ ହୋଇପାରେ ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ,୭।୧୧(ପି.ଟି.)- ପ୍ରତିଟି ଆଇପିଏଲ ମ୍ୟାଚ୍‌ ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯିବା ଲାଗି କିଙ୍ଗ୍ସ ଏକାଦଶ ପଞ୍ଜାବ ସହ ମାଲିକ ନେସ ଓ୍ବାଡିଆ ଲିଖିତ ଭାବେ ବିସିସିଆଇକୁ ପ୍ରସ୍ତାବ ଦେଇଛନ୍ତି। ସାଧାରଣତଃ ଜାତୀୟ ସଙ୍ଗୀତ ଅନ୍ତର୍ଜାତୀୟ ମ୍ୟାଚ୍‌ ପୂର୍ବରୁ ଗାନ କରାଯାଏ।…

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: ଦୁଇ କ୍ରିକେଟର ଗିରଫ

ବେଙ୍ଗାଲୁରୁ,୭।୧୧(ପି.ଟି.)- ଆଇପିଏଲର ୩ ଦଳ ପାଇଁ ଖେଳିଥିବା ପ୍ରଥମ ଶ୍ରେଣୀ କ୍ରିକେଟର ସି.ଏମ୍‌. ଗୌତମ ଓ ତାଙ୍କର ପୂର୍ବତନ କର୍ନାଟକ ସାଥି ଖେଳାଳି ଆବରାର କାଜିଙ୍କୁ ଗୁରୁବାର ଗିରଫ କରାଯାଇଛି। ଉଭୟେ କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ସ୍ପଟ୍‌ ଫିକ୍ସିଂ ପାଇଁ…

କୋହଲିଙ୍କୁ ପଛରେ ପକାଇଲେ ମନ୍ଧାନା

ଆଣ୍ଟିଗୁଆ,୭।୧୧- ଭାରତୀୟ ମହିଳା ଦଳର ବାମହାତୀ ମହିଳା ଓପନର ସ୍ମୃତି ମନ୍ଧାନା ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଧ ଯୋଡ଼ିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଖୁବ କମ୍‌ ଇନିଂସ ଖେଳି ଦୁଇ ହଜାର ରନ୍‌ ପୂରଣ କରିଥିତ୍ବା ଭାରତୀୟ କ୍ରିକେଟର(ଉଭୟ…

ହିମାଳୟରେ ପହଞ୍ଚିଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳ ଏବେ ବାଂଲାଦେଶରେ ବିପକ୍ଷରେ ଟି-୨୦ ସିରିଜ୍‌ ଖେଳୁଛି। ଏହି ସିରିଜରୁ ବିଶ୍ରାମ ନେଇ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ଭାଇରାଲ ହେଉଛି। ଉଭୟ ପ୍ରଥମେ…

ଝିଅର ଏହି ନାଁ ଦେଲେ ଅଜିଙ୍କେ ରାହାଣେ

ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କେ ରାହାଣେ ନିକଟରେ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଗତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ଖେଳୁଥିବାବେଳେ ଅକ୍ଟୋବର ୫ରେ ରାହାଣେ ସ୍ତ୍ରୀ ରାଧିକା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ମ୍ୟାଚ୍‌ ଶେଷ ପରେ ଝିଅକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?