ଖେଳ

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି : ମହିଳା ବିଭାଗ ମ୍ୟାଚ ଡ୍ର

ଟୋକିଓ, ୨୧।୮(ପି.ଟି.)-ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକିର ଭାରତ-ଚାଇନା ମହିଳା ବିଭାଗ ମ୍ୟାଚ ଡ୍ର ରହିଛି। ଗୋଲକିପର ସବିତାଙ୍କ ଆକର୍ଷଣୀୟ ପ୍ରଦର୍ଶନ ଯୋଗୁ ଭାରତ ମ୍ୟାଚକୁ ଗୋଲଶୂନ୍ୟ ଡ୍ର ରଖିବାକୁ ସକ୍ଷମ ହୋଇଥିଲା। ଗତ ରବିବାର ବିଶ୍ୱର ୨ ନମ୍ବର…

୨୦ ବର୍ଷରୁ କମ୍‌ ଏସିଆ ମହିଳା ରଗ୍‌ବୀ ସେଭେନ୍ସ: ଓଡ଼ିଶାର ସୁମିତ୍ରା ଭାରତୀୟ ଦଳ ଅଧିନାୟିକା

ଭୁବନେଶ୍ୱର, ୨୧।୮(କ୍ରୀଡ଼ା ପ୍ରତିନିଧି)-ଲାଓସର ଭେଣ୍ଟିଏନଠାରେ ଚଳିତମାସ ୨୪ ଓ ୨୫ ତାରିଖରେ ହେବାକୁଥିବା ୨୦ ବର୍ଷରୁ କମ୍‌ ଏସିଆ ମହିଳା ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷିତ ହୋଇଛି। ଓଡ଼ିଶାର ସୁମିତ୍ରା ନାୟକ ଭାରତୀୟ ଦଳର ଅଧିନାୟିକା…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି: ମନଦୀପଙ୍କ ହ୍ୟାଟ୍ରିକ, ଭାରତ ଫାଇନାଲରେ

ଟୋକିଓ, ୨୧।୮(ପି.ଟି.)-ଷ୍ଟ୍ରାଇକର ମନଦୀପ ସିଂଙ୍କ ଆକର୍ଷଣୀୟ ହ୍ୟାଟ୍ରିକ ସହାୟତାରେ ଭାରତ ଏଠାରେ ଚାଲିଥିବା ପୁରୁଷ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଆୟୋଜକ ଜାପାନକୁ ୬-୩ ଗୋଲରେ ପରାସ୍ତ କରିଛି। ଏଥିସହ ଭାରତ ଫାଇନାଲରେ ପ୍ରବେଶ କରିଛି।…

ଇଣ୍ଡୋ-ପାକ୍‌ ଡେଭିସ୍‌ କପ୍‌ ମ୍ୟାଚ: ଏଆଇଟିଏ-ଆଇଟିଏଫ୍‌ ଟେଲିକନ୍‌ଫରେନ୍ସ ପୁଣି ବାତିଲ

ନୂଆଦିଲ୍ଲୀ, ୨୧ା୮ (ପି.ଟି.)- ଭାରତ ଓ ପାକିସ୍ତାନ ମଧ୍ୟରେ ଡେଭିସ କପ୍‌ ମ୍ୟାଚ ଖେଳାଯିବା ସମ୍ପର୍କରେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଏବଂ ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)ର ସୁରକ୍ଷା ପରାମର୍ଶଦାତାଙ୍କ ମଧ୍ୟରେ ମଙ୍ଗଳବାର ହେବାକୁଥିବା ଟେଲି-କନ୍‌ଫରେନ୍ସ ବାତିଲ ହୋଇଛି। ଫଳରେ…

ଦଳ ଚୟନ ନେଇ ଦ୍ୱନ୍ଦ୍ୱରେ କୋହଲି: ରାହାନେ, ରୋହିତ୍‌ କିମ୍ବା ପଞ୍ଚମ ବୋଲର

ଆଣ୍ଟିଗୁଆ, ୨୧।୮(ପି.ଟି.)- ଗୁରୁବାରଠାରୁ ଏଠାରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆରମ୍ଭ ହେବ। ତେବେ ମ୍ୟାଚ୍‌ ପାଇଁ ଅନ୍ତିମ ଏକାଦଶ ଚୟନ ନେଇ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ଓ ଅଧିନାୟକ…

ଶ୍ରୀସନ୍ଥଙ୍କ ବାସନ୍ଦ ଅବଧି ୭ ବର୍ଷକୁ କମିଲା: ଆସନ୍ତାବର୍ଷ ଅଗଷ୍ଟରେ ଶେଷ ହେବ

ନୂଆଦିଲ୍ଲୀ,୨୧।୮(ପି.ଟି.)- ସ୍ପଟ୍‌ ଫିକ୍ସିଂ ମାମଲରେ ଛନ୍ଦି ହୋଇପଡିଥିବାର ଭାରତୀୟ ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥଙ୍କୁ ଶେଷରେ ଆଶ୍ୱାସ୍ତି ମିଳିଛି। ତଥା କଥିତ ଏହି ଫିକ୍ସିଂ ମମଲାରେ ଦୋଷୀ ସାବ୍ୟସ୍ତ ହୋଇ ସେ ଆଜୀବନ ବାସନ୍ଦ ହୋଇଥିଲେ। ତାଙ୍କୁ ସବୁ ପ୍ରକାର ବ୍ୟବସାୟିକ…

ସୁଶୀଲଙ୍କୁ ବିଶ୍ୱ ଚାମ୍ପିୟନଶିନପ୍‌ ଟିକେଟ

ନୂଆଦିଲ୍ଲୀ,୨୧।୮(ପି.ଟି.)- ଫର୍ମରେ ନ ଥିବା ତାରକା ରେସଲର ସୁଶୀଲ କୁମାର ଶେଷରେ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଛନ୍ତି। ମଙ୍ଗଳବାର ଏଠାରେ ଚାଲିଥିବା ଚୟନ ପ୍ରକ୍ରିୟାରେ ସେ ଜିତେନ୍ଦର କୁମାରଙ୍କୁ ୭୪ କେ.ଜି. ଫାଇନାଲରେ ୪-୨ରେ ପରାସ୍ତ କରି…

ୟୁଏସ୍‌ ଓପନ କ୍ୱାଲିଫାଇଙ୍ଗ୍‌: ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ

ନ୍ୟୁୟର୍କ, ୨୦ା୮ (ପି.ଟି.)- ଭାରତର ଅଙ୍କିତା ରାଇନା ୟୁଏସ ଓପନ ଟେନିସ କ୍ୱାଲିଫାଇଙ୍ଗ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କିନ୍ତୁ ପୁରୁଷ ସିଙ୍ଗଲ୍ସରେ ରାମକୁମାର ରମାନାଥନ ତାଙ୍କ ମ୍ୟାଚ ହାରିଯାଇଛନ୍ତି। ୧୯୪ ର଼୍ୟାଙ୍କିଙ୍ଗପ୍ରାପ୍ତ ଅଙ୍କିତା ତାଙ୍କଠାରୁ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ୟସାଲିନ୍‌ ବୋନାଭେଞ୍ଚରଙ୍କୁ…

୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ ଘରୋଇ କ୍ରିକେଟ ସିରିଜ: ପ୍ରିୟମ ଗର୍ଗ ଅଧିନାୟକ

ନୂଆଦିଲ୍ଲୀ, ୨୦ା୮ (ପି.ଟି.)-ରାୟପୁରରେ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ବାଂଲାଦେଶ ବିପକ୍ଷ ୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଘରୋଇ ସିରିଜ ପାଇଁ ପ୍ରିୟମ ଗର୍ଗ ୨୩ବର୍ଷରୁ କମ୍‌ ଭାରତୀୟ ଦଳର ଅଧିନାୟକତ୍ୱ କରିବେ। ସିରିଜର ସମସ୍ତ ମ୍ୟାଚ ରାୟପୁରରେ ହେବ।…

ଏଟିପି ମ୍ୟାଚ୍‌ ଜିତିବାରେ ଲି ପ୍ରଥମ ବଧିର ଖେଳାଳି

ଓ୍ବାଶିଂଟନ, ୨୦।୮ (ଏଏଫ୍‌ପି)- ଦକ୍ଷିଣ କୋରିଆର ଲି ଡକ୍‌-ହେ ପ୍ରଥମ ବଧିର ଟେନିସ ଖେଳାଳି ଭାବେ ଏଟିପି ମୁଖ୍ୟ ପର୍ଯ୍ୟାୟର ଏକ ମ୍ୟାଚ୍‌ ଜିତିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏଠାରେ ଚାଲିଥିବା ଏଟିପି ଓ୍ବିନଷ୍ଟୋନ-ସାଲେମ ଓପନ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ପ୍ରଥମ…

ଆଶେସ ସିରିଜ: ୩ୟ ଟେଷ୍ଟରୁ ସ୍ମିଥ୍‌ ବାଦ୍‌

ଲଣ୍ଡନ, ୨୦।୮ (ଏଏଫ୍‌ପି)- ଅଭିଜ୍ଞ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ଗୁରୁବାରଠାରୁ ଏଜ୍‌ବାଷ୍ଟନରେ ଆରମ୍ଭ ହେବାକୁ ଯାଉଥିବା ସମ୍ମାନଜନକ ଆଶେସ ଟେଷ୍ଟ ସିରିଜର ୩ୟ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ) ପକ୍ଷରୁ ମଙ୍ଗଳବାର ଏନେଇ ଘୋଷଣା କରାଯାଇଛି। ଲଡର୍‌ସରେ…

ସନ୍ଦେହରେ ଦନଞ୍ଜୟ, ଓ୍ବିଲିୟମସନଙ୍କ ବୋଲିଂ ଆକ୍ସନ

ଦୁବାଇ, ୨୦।୮ (ପି.ଟି.)- ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଶ୍ରୀଲଙ୍କା ଅଫ୍‌-ସ୍ପିନର ଅକିଲ ଦନଞ୍ଜୟଙ୍କ ବୋଲିଂ ଆକ୍ସନ ସନ୍ଦେହ ଘେରକୁ ଆସିଛି। ଗାଲେଠାରେ ଘରୋଇ ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଅବସରରେ ସନ୍ଦେହଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri