ଖେଳ

କ୍ରିକେଟ ନିଶା: ବିବାହ ସାରି କନ୍ୟାକୁ ଧରି ଘରକୁ ଫେରିଲେ ବର, ଆଉ ତା‘ପରେ…

ଓ୍ବାଶିଂଟନ୍‌,୭।୧୧: ଅନେକ ଦେଶରେ କ୍ରିକେଟର ନିଆରା ଫ୍ୟାନ୍‌ ଆପଣ ଦେଖିଥିବେ। ସେମିତି ଜଣେ ଅଜବ ଫ୍ୟାନ୍‌ ହେଉଛନ୍ତି ହାସନ ତସଲୀନ। ପାକିସ୍ତାନ କ୍ରିକେଟ ଟିମର ଏହି ପ୍ରଂଶସକଙ୍କ ଏକ ଫଟୋ ଆଇସିସି ନିଜ ଟୁଇଟର ପେଜରେ ଅପଲୋଡ କରିଛି। କ୍ରିକେଟ ପ୍ରତି…

ପ୍ରଥମ ମହିଳା ଭାରତୀୟ ମହିଳା ବ୍ୟାଟ୍ସମ୍ୟାନ୍‌ ଭାବେ ମନ୍ଧନା ରଚିଲେ ଇତିହାସ

ନର୍ଥ ସାଉଣ୍ଡ, ୭।୧୧: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଏକଦିବସୀୟ ସିରିଜରେ ଭାରତ ୨-୧ରେ ସିରିଜ ଜିତିଛି। ସ୍ମୃତି ମନ୍ଧନା ଏବଂ ଜେମିମି ରୋଡ୍ରିଗଜଙ୍କ ଅର୍ଦ୍ଧଶତକ ବଳରେ ଶେଷ ମ୍ୟାଚରେ ଭାରତ ୬ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି…

ମେଲାନି ଜୋନ୍ସ କ୍ରିକେଟ ଅଷ୍ଟ୍ରେଲିଆ ନିର୍ଦ୍ଦେଶକ

ମେଲବୋର୍ନ, ୭।୧୧- ପୂର୍ବତନ ମହିଳା କ୍ରିକେଟର ମେଲାନି ଜୋନ୍ସ କ୍ରିକେଟ ଅଷ୍ଟ୍ରେଲିଆର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ବୁଧବାର ତାଙ୍କୁ ଏହି ହାଇପ୍ରୋଫାଇଲ ପଦ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି। ୧୯୯୭ରେ ଜୋନ୍ସ ଅଷ୍ଟ୍ରେଲିଆ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ।…

ବିସିସିଆଇ ଦେଲା କ୍ଲିନଚିଟ୍‌ : ରାଜେଶଙ୍କ ଉପରୁ ଉଠିଲା ବାସନ୍ଦ ଆଦେଶ

କଟକ ଅଫିସ,୭।୧୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଓଡ଼ିଶାର ଉଦୀୟମାନ ପେସ୍‌ ତାରକା ରାଜେଶ ମହାନ୍ତିଙ୍କ ଉପରୁ ବାସନ୍ଦ ଆଦେଶ ବୁଧବାର ଉଠାଇ ଦିଆଯାଇଛି। ଗତ ୧ ତାରିଖରେ ବୟସ ଜାଲିଆତି ଅଭିଯୋଗରେ ବିସିସିଆଇ ରାଜେଶଙ୍କ ସମେତ କ୍ରୀଷ୍ଣା ପଲାଇଙ୍କୁ…

ଦ୍ୱିତୀୟ ଟି୨୦ ଆଜି : ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ

ରାଜକୋଟ, ୭।୧୧(ପି.ଟି.)- ଦିଲ୍ଲୀରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଜିତି ଭାରତ…

ଫିଫା ଯୋଗ୍ୟତା ପର୍ଯ୍ୟାୟ: ଭାରତୀୟ ଦଳରେ ଧୀରଜ ନୂଆ ମୁହଁ

ନୂଆଦିଲ୍ଲୀ, ୭।୧୧ (ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ଏହାର ପ୍ରଥମ-ଲେଗ୍‌ ମ୍ୟାଚରେ ଆଫଗାନିସ୍ତାନକୁ ଭେଟିବ। ଏଥିଲାଗି ମୁଖ୍ୟ କୋଚ୍‌ ଇଗର୍‌ ଷ୍ଟିମାକ ବୁଧବାର ୨୬ ଜଣିଆ ଭାରତୀୟ ଦଳ ଘୋଷଣା କରିଛନ୍ତି। ନୂଆ ମୂହଁ ଭାବେ ଯୁବ…

ବିଜୟ ମର୍ଚ୍ଚାଣ୍ଟ ଟ୍ରଫି: ବାଇସୋୟାଙ୍କୁ ଗୋଟିଏ ଇନିଂସରେ ୧୦ଉଇକେଟ

ତେଜପୁର (ଆସାମ), ୭ା୧୧ (ପି.ଟି.)-ମେଘାଳୟ ଅଫ୍‌ ସ୍ପିନର ନିର୍ଦ୍ଦେଶ ବାଇସୋୟା ଏକ ବଡ଼ ସଫଳତା ହାସଲ କରିଛନ୍ତି। ଏଠାରେ ବୁଧବାର ଆରମ୍ଭ ହୋଇଥିବା ନାଗାଲାଣ୍ଡ ବିପକ୍ଷ ୧୬ ବର୍ଷରୁ କମ୍‌ ବିଜୟ ମର୍ଚ୍ଚାଣ୍ଟ ଟ୍ରଫି ମ୍ୟାଚରେ ସେ ଗୋଟିଏ ଇନିଂସରେ ୧୦…

ପ୍ରଥମ ଦିନିକିଆ: ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ

ଲକ୍ଷ୍ନୌ,୭।୧୧- ଏଠାରେ ବୁଧବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ୨୧ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ଓ୍ବେଷ୍ଟଇଣ୍ଡିଜ୍‌ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ…

୧୯ ବର୍ଷରୁ କମ୍‌ ଫୁଟ୍‌ବଲ: ଉଜ୍‌ବେକିସ୍ତାନଠାରୁ ହାରିଲା ଭାରତ

ଅଲ୍‌ ଖୋବାର (ସୌଦି ଆରବ), ୭ା୧୧ (ପି.ଟି.)- ୧୯ ବର୍ଷରୁ କମ୍‌ ଏଏଫ୍‌ସି ଚାମ୍ପିୟନଶିପ୍‌ ୨୦୨୦ ଯୋଗ୍ୟତାପର୍ଯ୍ୟାୟ ଟୁର୍ନାମେଣ୍ଟରେ ଭାରତର ଆରମ୍ଭ ନୈରାଶ୍ୟଜନକ ରହିଛି। ବୁଧବାର ଉଜ୍‌ବେକିସ୍ତାନଠାରୁ ଦଳ ୨-୦ ଗୋଲରେ ହାରିଯାଇଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିଥିଲା। ଉଜ୍‌ବେକିସ୍ତାନ ଦ୍ୱିତୀୟାର୍ଦ୍ଧରେ…

ଲଗାତାର ୩ଟି ଛକା ମାରିଲେ ବିବାହ କରିବି, ଏହି କ୍ରିକେଟଙ୍କ ଆଗରେ ସର୍ତ୍ତ ରଖିଥିଲେ ତାଙ୍କ ଗର୍ଲଫ୍ରେଣ୍ଡ୍‌

ବଲିଉଡ୍‌ ଅଭିନେତ୍ରୀ ଶର୍ମିଳା ଟାଗୋର ମହାନ କ୍ରିକେଟର୍‌ ନବାବ ମନସୁର ଅଲ୍ଲୀ ଖାନ ପଟୌଦିଙ୍କୁ ବିବାହ କରିଥିଲେ। ମନସୁରଙ୍କ ସହ ଶର୍ମିଳାଙ୍କ ସାକ୍ଷାତ ପ୍ରଥମେ କୋଲକତାରେ ହୋଇଥିଲା। ସେ ସମୟରେ ମନସୁର ଭାରତୀୟ କ୍ରିକେଟ ଜଗତର ଜଣେ ଟପ୍‌ ଖେଳାଳି ଥିଲେ।…

ଭାରତ-ଭିଏତ୍‌ନାମ ମ୍ୟାଚ୍‌ ଡ୍ର

ହାନୋଇ (ଭିଏତ୍‌ନାମ), ୬।୧୧ (ପି.ଟି.): ଭାରତ ଓ ଭିଏତ୍‌ନାମ ମହିଳା ଫୁଟ୍‌ବଲ ଦଳ ମଧ୍ୟରେ ବୁଧବାର ଏଠାରେ ଖେଳାଯାଇଥିବା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର’ରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ସୀମା ସୁଦ୍ଧା ଉଭୟ ଦଳ ଗୋଟିଏ ଲେଖାଏ ଗୋଲସ୍କୋର…

ମହିଳା ବକ୍ସିଂ ଆଇକନ ଆଡାମ୍ସଙ୍କ ଅବସର

ଲଣ୍ଡନ,୬।୧୧(ଏଏଫ୍‌ପି): ଦୁଇ ଥର ଅଲିମ୍ପିକ୍‌ ଚାମ୍ପିୟନ ନିକୋଲା ଆଡାମ୍ସ ବୁଧବାର ଅନ୍ତର୍ଜାତୀୟ ବକ୍ସିଂରୁ ଅବସର ନେଇଛନ୍ତି। ଦୃଷ୍ଟି ଜନିତ ସମସ୍ୟା ଯୋଗୁ ୩୭ବର୍ଷୀୟା ବ୍ରିଟେନ ବକ୍ସର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା ଭାବେ ଫ୍ଲାଇଓ୍ବେଟ କାଟେଗୋରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?